-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||     

HOME   ଅପରାଧ

ମାଇକ୍ରୋଫାଇନାନ୍ସ ଅଫିସ୍‌ରୁ ଲାପ୍‌ଟପ୍ ଓ ମୋବାଇଲ୍‌ ଚୋରି ଘଟଣା: ପୂର୍ବ କର୍ମଚାରୀଙ୍କ ସମେତ ୪ ଗିରଫ

16-Dec-2020



(ପ୍ରେରଣା ଖବର) ସୋହେଲା: ବରଗଡ଼ ଜିଲ୍ଲା ସୋହେଲା-ବରପାଲି ରାସ୍ତାରେ ଥିବା ସ୍ପନ୍ଦନାସ୍ଫୁର୍ତ୍ତି ନାମକ ଏକ ଘରୋଇ ଅର୍ଥଲଗାଣକାରୀ ସଂସ୍ଥାର କାର୍ଯ୍ୟାଳୟରୁ ଗତ ଜୁଲାଇ ମାସ ୨ ତାରିଖ ଲକ୍‌ଡାଉନ୍‌ ସମୟରେ କାର୍ଯ୍ୟାଳୟ ଭିତରୁ ୨ଟି ଲାପ୍‌ଟପ୍ ଓ ୧୨ଟି ନୂଆ ମୋବାଇଲ ଚୋରି ହୋଇଥିଲା। ଏନେଇ ସଂସ୍ଥାର ମ୍ୟାନେଜର ପ୍ରକାଶ ତାଣ୍ଡି ସୋହେଲା ଥାନାରେ ଅଭିଯୋଗ କରିଥିଲେ। ପୁଲିସ୍‌ କେସ୍ ନମ୍ବର ୯୪/୨୦ରେ ଏକ ମାମଲା ରୁଜୁ କରିଥିଲା। ଆଇଆଇସି ନିର୍ମଳ ମହାପାତ୍ରଙ୍କ ନେତୃତ୍ୱରେ ମହିଳା ସବ୍‌ଇନ୍ସପେକ୍ଟର ସୁଶିଳା ଟିଗା, ସବ୍‌ଇନ୍ସପେକ୍ଟର ଅମିତ ଖେସ, ରାହାସ ବିହାରୀ ସାହା, ହାବିଲଦାର ନିରାକାର ବିଶ୍ୱାଳ ପ୍ରମୁଖ କର୍ମଚାରୀ ବିଭିନ୍ନ ସ୍ଥାନରେ ଚଢ଼ଉ କରିଥିଲେ। ପୁଲିସ୍‌ ତଦନ୍ତ ସମୟରେ ଉକ୍ତ ସଂସ୍ଥାରେ ପ୍ରାୟ ୧ ବର୍ଷ କାମ କରିବା ପରେ ଗତ ଜୁନ ମାସରେ ଚାକିରି ଛାଡିଥିବା ଭଟଲି ଥାନା ଡୁମାଲପାଲି ଗ୍ରାମର ନବକୁମାର ଭୋଇ ନାମକ ଯୁବକଙ୍କୁ ସନ୍ଦେହରେ ଅଟକ ରଖିଥିଲା। ପଚରାଉଚୁରା କରିବା ପରେ ସେ କାର୍ଯ୍ୟାଳୟରେ ଲାଗୁଥିବା ତାଲାର ଏକ ଡୁପ୍ଲିକେଟ୍‌ ଚାବିରେ ଘଟଣା ଦିନ ତାଲା ଖୋଲି କାର୍ଯ୍ୟାଳୟରେ ଥିବା ଲାପ୍‌ଟପ୍ ଓ ମୋବାଇଲ ଚୋରି କରିଥିବା ସ୍ୱୀକାର କରିଥିଲା। ଚୋରି ମୋବାଇଲ ଓ ଲାପ୍‌ଟପ୍‌କୁ ବିଭିନ୍ନ ସ୍ଥାନରେ ବିକ୍ରି କରିଥିବା ପୁଲିସକୁ କହିଥିଲା। ପୁଲିସ୍‌ ଅଭିଯୁକ୍ତ ନବକୁମାରଙ୍କଠାରୁ ଗୋଟିଏ ଲାପ୍‌ଟପ୍ ଓ ୩ଟି ମୋବାଇଲ ଜବତ କରିଥିଲା। ତାଙ୍କ ସୂଚନା ମୁତାବକ ଅମ୍ବାଭୋନା ଥାନା ଖିଜୁପାଲି ଗ୍ରାମର ଉମେଶ ଡନସେନାଙ୍କଠାରୁ ଅନ୍ୟ ଏକ ଲାପ୍‌ଟପ୍ ଓ ୨ଟି ମୋବାଇଲ, ଭଟଲି ଥାନା ବଡ଼ମାଲ ଗ୍ରାମର ରୂପେନ ବିଶ୍ୱାଳ ଓ ସନ୍ୟାସୀ ପଧାନଙ୍କଠାରୁ ୨ଟି ଲେଖାଏଁ ମୋବାଇଲ ଏହିପରି ମୋଟ୍‌ ୯ଟି ମୋବାଇଲ ଓ ୨ଟି ଲାପ୍‌ଟପ୍ ଜବତ କରିଥିଲେ। ପୁଲିସ୍‌ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026

You Might Also Like