-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ରାଜ୍ୟ

ସଂସଦୀୟ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ସ୍ଥାୟୀ ସମିତି ର ୬ ଦିନିଆଁ ବିଭିନ୍ନ ରାଜ୍ୟ ଗସ୍ତ, କମିଟି ରେ ଓଡିଶା ରୁ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ସାମିଲ.

03-Nov-2023



ଭୁବନେଶ୍ୱର(ପ୍ରେରଣା ଖବର ): ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ସଂସଦୀୟ ସ୍ଥାୟୀ କମିଟି ୬ ଦିନିଆ ଅଧ୍ୟୟନ ଗସ୍ତ କାର୍ଯ୍ୟକ୍ରମ ୩ ନଭେମ୍ବର ରୁ ୯ ନଭେମ୍ବର ମଧ୍ୟରେ ୱେଷ୍ଟ ବେଙ୍ଗଲ, ସିକିମ ,ଆସାମ ରାଜ୍ୟ ଗସ୍ତ କରିବ ବୋଲି ଜଣା ପଡିଛି l ଏହି କମିଟି   କେନ୍ଦ୍ର ସରକାର ଙ୍କ ବିଭିନ୍ନ ବିଭାଗ, ବ୍ୟାଙ୍କ, ବୀମା, ରେ କାର୍ଯ୍ୟରତ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କର୍ମଚାରୀ ସଙ୍ଗଠନ ର କର୍ମକର୍ତ୍ତା ଙ୍କ ସହିତ ଆଲୋଚନା କରିବ l ଅନୁସୂଚିତ ଜାତି ଏବଂ ଜନଜାତି କର୍ମଚାରୀ ଙ୍କ ପାଇଁ ଉଦ୍ଧିଷ୍ଟ ସଂରକ୍ଷଣ ଆଇନ ସଠିକ ଭାବରେ କାର୍ଯ୍ୟକାରୀ ହେଉଛି କି ନାହିଁ କମିଟି ସମୀକ୍ଷା କରିବ l ଅନୁସୂଚିତ ଜାତି, ଜନଜାତି ସମ୍ପ୍ରଦାୟ ର ସାମାଜିକ ଅର୍ଥନୈତିକ ସ୍ଥିତି ଅନୁଧ୍ୟାନ କରିବ l ଏହି ସମ୍ପ୍ରଦାୟ ପାଇଁ ରାଜ୍ୟରେ କାର୍ଯ୍ୟ କରୁଥିବା  ବିଭିନ୍ନ ସାମାଜିକ ସଙ୍ଗଠନ,

ଅନୁସୂଚିତ ଜାତି, ଜନଜାତି କର୍ମଚାରୀ ସଙ୍ଗଠନ ଗୁଡିକ ସହିତ ଆଲୋଚନା କରିବ l ଅନୁସୂଚିତ ଜାତି ଅନୁସୂଚିତ ଜନଜାତି ସମୁଦାୟ ଙ୍କ କଲ୍ୟାଣ ପାଇଁ କେନ୍ଦ୍ର ଶାସିତ ଅଞ୍ଚଳ କତ୍ତୃପକ୍ଷ ଏବଂ ଆସାମ, ସିକିମ, ୱେଷ୍ଟ ବେଙ୍ଗଲ ରାଜ୍ୟ ସରକାର ଙ୍କ ବିଭାଗୀୟ କତ୍ତୃପକ୍ଷ ଙ୍କ ସହିତ ଆଲୋଚନା କରିବେ  l ବିଭିନ୍ନ ବ୍ୟାଙ୍କ, ହିନ୍ଦୁସ୍ତାନ ପେଟ୍ରୋଲିୟମ ନିଗମ, ଭାରତ ପେଟ୍ରୋଲିୟମ ନିଗମ,କର୍ତ୍ତୃପକ୍ଷ ଙ୍କ ସହିତ ମଧ୍ୟ ପାର୍ଲିଆମେଣ୍ଟରୀ କମିଟି ଆଲୋଚନା କରିବl କାର୍ଯ୍ୟକ୍ରମ ରହିଛି l   ସମୀକ୍ଷା କାର୍ଯ୍ୟକ୍ରମରେ ବିଜେଡି ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ସାମିଲ ଅଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like