-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ଭୋଟର ତାଲିକାର ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ଅଭିଯାନ-୨୦୨୪ : ବାଲିଗୁଡା ଉପଖଣ୍ଡ ପ୍ରଶାସନ ଦ୍ବାରା ଭୋଟର ସଚେତନତା କାର୍ଯ୍ୟକ୍ରମ

03-Nov-2023



ବାଲିଗୁଡା(ସୁଶିଲ କୁମାର ପାଣିଗ୍ରାହୀ): ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡିଶାଙ୍କ ନିର୍ଦ୍ଦେଶ କ୍ରମେ ଆରମ୍ଭ ହୋଇଥିବା ଭୋଟର ତାଲିକାର ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ଅଭିଯାନ- ୨୦୨୪ ଅବସର ରେ ନିର୍ବାଚନ ଅଧିକାରୀ ତଥା ସ୍ଥାନୀୟ ଉପଜିଲ୍ଲାପାଳ ଶ୍ରୀମତୀ ମଧୁମିତଙ୍କ ନେତୃତ୍ବରେ ଯୁବ ଭୋଟରଙ୍କୁ ସଚେତନ କରିବା ସହିତ ସେମାନଙ୍କ ମଧ୍ୟରେ ଗଣତାନ୍ତ୍ରିକ ମୂଲ୍ୟବୋଧ ପ୍ରଜ୍ବଳିତ କରିବା ନିମନ୍ତେ ଉପଖଣ୍ଡ ପ୍ରଶାସନ ଦ୍ବାରା ଶୁକ୍ରବାର ବିଭିନ୍ନ କାର୍ଯ୍ୟକ୍ରମ ମାନ ଆୟୋଜନ କରାଯାଇଛି । ଏହି ପରିପ୍ରେକ୍ଷୀରେ ସହାୟକ ଜିଲ୍ଲାପାଳ ରୂପକ କୁଜର ଏବଂ ଉପଖଣ୍ଡ ସୂଚନା ଓ ଲୋକ ସଂପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍ଲା ସ୍ଥାନୀୟ ବନବାସୀ ସେବା ସମିତି ଦ୍ବାରା ପରିଚାଳିତ “ରେଡ଼ିଓ ମହକ” ଜରିଆରେ ସଚେତନତା ବାର୍ତ୍ତା ଦେଇ ଭୋଟରଙ୍କୁ ସଚେତନ କରିଛନ୍ତି । ସହାୟକ ଜିଲ୍ଲାପାଳ ରୂପକ କୁଜର ଏକ ସଚେତନତା ରଥର ଶୁଉଦଘାଟନ କରିଛନ୍ତି । ଯାହା ବିଭିନ୍ନ ସଚେତନାତ୍ମକ ତଥ୍ୟର ନାରା ଦେଇ ଆଗାମୀ ନଭେମ୍ବର ୫ ତାରିଖ ପର୍ଯ୍ୟନ୍ତ ବାଲିଗୁଡା ଉପଖଣ୍ଡର ସମସ୍ତ ଗ୍ରାମକୁ ବୁଲି ଭୋଟରଙ୍କୁ ସଚେତନ କରିବ । ଉକ୍ତ ସଚେତନତା ରଥର ଉଦଘାଟନୀ କାର୍ଯ୍ୟକ୍ରମରେ ଉପଖଣ୍ଡ ସୂଚନା ଓ ଲୋକ ସଂପର୍କ ଅଧିକାରୀଙ୍କ ସମେତ ଉପଜିଲ୍ଲାପାଳ କାର୍ଯ୍ୟଳୟର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ । ଏତଦବ୍ୟତୀତ ଉପଖଣ୍ଡ ପ୍ରଶାସନ ଦ୍ବାରା ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ଠାରେ ଏକ ସଚେତନାତ୍ମକ ବୈଠକ ଆୟୋଜନ କରାଯାଇଥିଲା । ଉକ୍ତ ବୈଠକରେ

ସହାୟକ ଜିଲ୍ଲାପାଳ ରୂପକ କୁଜର, ଉପଖଣ୍ଡ ସୂଚନା ଓ ଲୋକ ସଂପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍ଲା, ମହାବିଦ୍ୟାଳୟର ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସିଙ୍କ ସମେତ ସୁଶାନ୍ତ କୁମାର ଦାସ, ଉପକାର ଦିଗାଳ, ଅଭିମନ୍ୟୁ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ମତଦାନର ମହତ୍ଵ ଏବଂ ଦେଶ ଗଠନରେ ଯୁବ ଭୋଟରଙ୍କ ଅବଦାନ, ଭୋଟର ତାଲିକାରେ ନାମ ପଞ୍ଜିକରଣ, ସଂଶୋଧନ, ଅପସାରଣ ଏବଂ ସ୍ଥାନାନ୍ତରଣ ଆଦି ପ୍ରକ୍ରିୟା ବିଷୟରେ ସଚେତନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like