-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ଜିଲ୍ଲା

ସମଲେଶ୍ବରୀ ମନ୍ଦିର ଖୋଲିବା ପାଇଁ ପ୍ରକ୍ରିୟା ଆରମ୍ଭ

16-Dec-2020



(ପ୍ରେରଣା ଖବର) ସମ୍ବଲପୁର: ସମଲେଶ୍ବରୀ ମନ୍ଦିର ଖୋଲିବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିସଂକ୍ରାନ୍ତରେ ଟ୍ରଷ୍ଟ ବୋର୍ଡ ପକ୍ଷରୁ ଲାଇଟ ଆଣ୍ଡ ସାଉଣ୍ଡ ସୋ ନିର୍ମାଣ ଦାୟିତ୍ବରେ ଟ୍ରାଇ କଲର ଇଣ୍ଡିଆର ପ୍ରତିନିଧିଙ୍କ ସହିତ ଆଲୋଚନା ହୋଇଥିଲା। ୧୦ ଦିନ ମଧ୍ୟରେ କେବୁଲ ବିଛାଇବା ପାଇଁ ଖୋଳାଯାଇଥିବା ଗାତ ପୋତି ତା’ଉପରେ ଟାଇଲ ପକାଇବା ପାଇଁ ଆଲୋଚନାରେ ନିଷ୍ପତ୍ତି ହୋଇଥିବା ବୋର୍ଡ ସଭାପତି ସଂଜୟ ବାବୁ କହିଛନ୍ତି। ଏହାପରେ ମନ୍ଦିର ଖୋଲିବା ପ୍ରକ୍ରିୟା ଆରମ୍ଭ ହେବ। ସୂଚନା ଅନୁଯାୟୀ, ସମଲେଶ୍ବରୀ ମନ୍ଦିରରେ ୬ କୋଟି ୩୧ ଲକ୍ଷ ଟଙ୍କାରେ ଲାଇଟ ଆଣ୍ଡ ସାଉଣ୍ଡ ସୋ ପାଇଁ ନିର୍ମାଣ କାର୍ଯ୍ୟ କରାଯାଉଛି। ୨୦୨୧ ମସିହା ଜାନୁଆରି ଶେଷ ସୁଦ୍ଧା ଏହାକୁ ସାରିବା ପାଇଁ ସମ୍ବଲପୁର ଜିଲ୍ଲାପାଳ ନିର୍ଦେଶ ଦିଆଯାଉଛି। ଯେଉଁଭଳି ମନ୍ଥର ଗତିରେ ଏହା ଚାଲିଛି, କେବେ ସରିବ ଏହାକୁ ନେଇ ଅନିଶ୍ଚିତତା ରହିଥିବା ସ୍ଥାନୀୟ ଅଧିବାସୀ କହୁଛନ୍ତି। ଏହାର ସମାପ୍ତି ସହିତ ମନ୍ଦିର ଖୋଲିବା ନିଷ୍ପତ୍ତି ନିର୍ଭରଶୀଳ ନୁହେଁ। ବର୍ତ୍ତମାନ ସୋ ପାଇଁ ନିୟନ୍ତ୍ରଣ କକ୍ଷ ନିର୍ମାଣ କାର୍ଯ୍ୟ ସମାପ୍ତ ହୋଇଛି। ଏଠାରେ ଲାଗିବାକୁ ଥିବା ୪ ପ୍ରୋଜେକ୍ଟର ପାଇଁ ଫାଉଣ୍ଡେସନ ତିଆରି ହେବ। ଏଥିପାଇଁ ଟ୍ରାନ୍ସଫରମର ଆବଶ୍ୟକତା ରହିଛି। ସେହିଭଳି ସମୁଦାୟ ମନ୍ଦିରରେ ରଙ୍ଗ-ବିରଙ୍ଗ ଲାଇଟ ଲାଗିବ। ଏହି ଲାଇଟ ଆଣ୍ଡ ସାଉଣ୍ଡ ସୋ ଜରିଆରେ ସମଲେଶ୍ବରୀଙ୍କ ଐତିହ, ସଂସ୍କୃତି ଏବଂ ପରମ୍ପରାର ପ୍ରଚାର ପ୍ରସାର କରାଯିବ। ଏଥିପାଇଁ ଦିଲ୍ଲୀର ଏକ ସ୍ବତନ୍ତ୍ର ପ୍ରୋଜେକ୍ଟର ଆସିବ। ଓଡ଼ିଆ ଏବଂ ହିନ୍ଦୀରେ ଏହି ସୋ ପ୍ରସାରିତ ହେବ। ସମ୍ବଲପୁରୀରେ ମଧ୍ୟ ପ୍ରସାରଣ ପାଇଁ ପ୍ରଶାସନ ଚେଷ୍ଟା କରୁଥିବା କୁହାଯାଉଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like