-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

କୋକସରା ରେ "ଆମ ଓଡ଼ିଶା ନବୀନ ଓଡିଶା" କାର୍ଯ୍ୟକ୍ରମ

03-Nov-2023



କଳାହାଣ୍ଡି ,କୋକସରା(ତ୍ରିନାଥ ବେଶ୍ରl)
 କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଫୁଟବଲ ପଡ଼ିଆ ଠାରେ ରାଜ୍ୟ ସରକାର ଙ୍କ ନୂଆ ଯୋଜନା ,ଆମ ଓଡ଼ିଶା ନବୀନ ଓଡ଼ିଶା,,କାଜ୍ୟ କ୍ରମ ଅନୁଷ୍ଠିତ ହୋଇଥିଲା  l ଏହି କାର୍ଯ୍ଯ କ୍ରମ ରେ କୋକସରା ବିଡିଓ ସ୍ନେହପ୍ରଭା ମାଝୀ ଙ୍କ ଅଧ୍ୟକ୍ଷତାରେ କୋକସରା ଫୁଟବଲ୍ ପଡ଼ିଆ ଠାରେ ଆଭାସୀ ଯୋଗେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଓ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଭୂବନେଶ୍ବର ରୁ କଳାହାଣ୍ଡି ବାସିଙ୍କ ପାଇଁ ରାଜ୍ୟ ସରକାରଙ୍କ ନୂଆ ଯୋଜନା "ଆମ ଓଡ଼ିଶା ନବୀନ ଓଡିଶା" କାର୍ଯ୍ୟକ୍ରମ କରିଥିଲେ। ଆମ ଓଡ଼ିଶା ନବୀନ ଓଡିଶା ବିକାଶର ଏକ ମହାମନ୍ତ୍ର। ଆଗାମୀ ଦିନରେ ଓଡିଶାର ବିକାଶକୁ  ଏହା ଆହୁରି ତ୍ୱରାନ୍ୱିତ କରିବ। ପୂର୍ବରୁ ପିଠା ଯୋଜନା, କାଳିଆ, ଆମ ଗାଁ ଆମ ବିକାଶ ଯୋଜନା ଓ ପ୍ରତି ପଞ୍ଚାୟତ ପ୍ରତି ଗାଁ ର ତୃଣମୂଳ ସ୍ତରର ସମସ୍ୟାକୁ ସମାଧାନ କରିବା ପାଇଁ କରାଯାଇଥିଲା। ତା ଠାରୁ ଅଧିକ ଟଙ୍କାର ବ୍ୟୟବରାଦ କରାଯାଇଛି ଏହି ଯୋଜନାରେ। ପ୍ରତ୍ୟେକ ଗାଁ ପ୍ରତ୍ୟେକ ଅଞ୍ଚଳର ସାମାଜିକ ସଂସ୍କୃତି କୁ ସୁରକ୍ଷା ଦେବାପାଇଁ ମଧ୍ୟ ବ୍ୟବସ୍ଥା ରହିଛି। ଏଠାରେ ଜଗନ୍ନାଥ ସଂସ୍କୃତିକୁ ମଧ୍ୟ ସ୍ଥାନୀତ କରାଯାଇଛି। କଳାହାଣ୍ଡି ଜିଲ୍ଲାର ପ୍ରତ୍ୟେକ ବ୍ଳକ୍ ରୁ ଆଭାସୀ ଯୋଗେ ବିଭିନ୍ନ ବିକାଶ ମୂଳକ ପଦକ୍ଷେପ ବା କାର୍ଯ୍ୟ ବିଷୟରେ ଅବଗତ କରାଇଥିଲେ। ସେହିପରି କୋକସରା ଫୁଟବଲ୍ ପଡ଼ିଆ ଠାରେ ଆଭାସୀ ଯୋଗେ ହୋଇଥିବା ରାଜ୍ୟ ସରକାରଙ୍କ ନୂଆ ଯୋଜନା "ଆମ ଓଡ଼ିଶା ନବୀନ ଓଡିଶା" କlର୍ଯ୍ୟ କ୍ରମରେ ଧର୍ମଗଡ଼ ବିଧାୟକ ଶ୍ରୀଯୁକ୍ତ ମୌସଧି ବାଗ, କୋକସରା ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ରୀତା ଅଗ୍ରୱାଲ, ଉପାଧ୍ୟକ୍ଷ ଶ୍ରୀଯୁକ୍ତ ରାଜୀବ ଅଗ୍ରୱାଲ, ଏବିଡିଓ ଶ୍ରୀଧର ପଣ୍ଡା,କୋକସରା ଶିଶୁ ବିକାଶ ଅଧିକାରିଣୀ ସୁଶ୍ରୀ ସୋରୋଜା ଲତା ଦେଇ ଓ ଅଙ୍ଗନ୍ ବାଡି କର୍ମୀ ମାନେ ଏବଂ ବିଭିନ୍ନ ପଞ୍ଚାୟତରୁ ଆସିଥିବା ସରପଞ୍ଚ, ସମିତି ସଭ୍ୟ, ଏମ ବି କେ ସିଆରପି  ଓ ସ୍ୱୟଂ ସହାୟକ ଗୋଷ୍ଠୀର ମାଁ ମାନଙ୍କ  ସମେତ ହଜାର ହଜାର ସଂଖ୍ୟାରେ ଲୋକେ ଯୋଗଦାନ କରି କାର୍ଯ୍ୟକ୍ରମ କୁ ସାଫଲ୍ୟ ମଣ୍ଡିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like