-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଫ୍ଲୋରାଇଡ୍ ସମସ୍ୟାରୁ ମୁକ୍ତି ପାଇଲେ ସେମେଲଗୁଡ଼ିଆ ଗାଁ ଲୋକେ   (15-May-2026)       ||      ଉଦନ୍ତୀ ମଣ୍ଡଳରେ ଜନ-ଆକ୍ରୋଶ ମହିଳା ସମାବେଶ   (15-May-2026)       ||      ଓବିସି ଗଣନା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀ ଙ୍କୁ ଆଗଲପୁର ତହସିଲଦାର ଜରିଆରେ ଦାବିପତ୍ର ପ୍ରଦାନ   (15-May-2026)       ||      ଆମ୍ବୁଲାନ୍ସରୁ ତେଲ ସରି ଯିବାରୁ ରୋଗୀ ମୃତ   (15-May-2026)       ||      ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   (15-May-2026)       ||      *ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   (15-May-2026)       ||      ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*    (15-May-2026)       ||      ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   (15-May-2026)       ||      ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   (15-May-2026)       ||      ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||     

HOME   ରାଜ୍ୟ

ହରଗୌରୀ ଯାତ୍ରା ର ଅଷ୍ଟମ ଦିନରେ ମୁଖ୍ୟ ଆକର୍ଷଣ ଥିଲା ଆଜି କୁଙ୍କୁମ ପୂଜା ଓ ରାଞ୍ଚି ର ମେଲୋଡି : ଯୋଗ ଦେଲେ ଜିଲ୍ଲାପାଳ ଓ ବହୁ ବିଜେଡି ନେତା

03-Nov-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ସହରର  ଢ଼େରlପଡା ଠାରେ  ପ୍ରସିଦ୍ଧ ହରଗୌରୀ  ଯାତ୍ରାରେ ପ୍ରତିଦିନ ହରଗୌରୀଙ୍କ ଠାରେ ତେଲୁଗୁ ରୀତିନୀତି ଅନୁଯାୟୀ ପୂଜାପାଠ ଚାଲିଛି। ରାୟଗଡ଼ା ଜିଲ୍ଲା ଗୁମୁଡାରୁ ଆସିଥିବା ତେଲୁଗୁ ପାନ୍ତୁଲୁ ଏ. ଦୁର୍ଗାପ୍ରସାଦ  ସମସ୍ତ ପୂଜାବିଧି ନିର୍ବାହ କରୁଛନ୍ତି। ଆଜିର ରୁଦ୍ରାଭିଷେକ, ଷୋଡଶ ଉପଚାର ପୂଜାର କର୍ତ୍ତା ଭାବରେ ରମେଶ ଅଗ୍ରୱାଲ, ସନ୍ତୋଷ ପାତ୍ର ଓ ରବି ନାରାୟଣ ମେହେର ସପତ୍ନୀକଙ୍କ ଦ୍ଵାରା  ପୂଜା ଅନୁଷ୍ଠିତ ହୋଇଥିଲା।   ପରଂମ୍ପରା ଅନୁଯାୟୀ ହରଗୈ।ରୀ ଙ୍କଠାରେ ପ୍ରତିଦିନ ପିଠାପଣା ଲାଗି କରାଯାଇଥାଏ। ହର ଗୌରୀ ମହାପ୍ରଭୁଙ୍କ ଯୃଗଳ ଦର୍ଶନ

କରିବା ପାଇଁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିତରେ ଅପୂର୍ବ ଉତ୍ସାହ ପ୍ରକାଶ ପାଇଛି। ବିଶେଷ କରି ଏହି ଅବସରରେ   ମହିଳାଙ୍କ ଦ୍ଵାରା ବହୁ ପ୍ରତିକ୍ଷିତ କୁଙ୍କୁମ ପୂଜା ଆଜି ଅନୁଷ୍ଠିତ ହୋଇଛି। ଆଜି ସଂଧ୍ୟାର ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ, ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ସୁବର୍ଣ୍ଣପୁରରେ ସବୁ ପ୍ରକାର କଳା ସଂସ୍କୃତି  ଭରି ରହିଛି l ଏବଂ ପର୍ଯ୍ୟଟକ ଙ୍କ ଆକର୍ଷଣ କେନ୍ଦ୍ର ପାଲଟିଛି ବୋଲି ମତ ରଖି ଥିଲେ l ସମ୍ମାନିତ ଅତିଥି ଭାବରେ ବିଜେଡି ନେତା ରମେଶ  ପୂଝାରୀ, ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ  (ବବି) ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ, ବିଜେଡି ନେତା ଶତ୍ରୁଘ୍ନ ପୃଷ୍ଟି,, ବିଜେଡି ନେତା ବେଲାର ସେନ ସାହୁ, ପ୍ରାକ୍ତନ ନିଗମ ଅଧ୍ୟକ୍ଷ ଅଭିମନ୍ୟୁ କୁଶଳ, ଯୋଗ ଦେଇ ଏହି ଯାତ୍ରାର ଭୁୟସୀ ପ୍ରଶଂସା କରି ଏହି ଯାତ୍ରା ଉନ୍ନତି ଲାଗି ସମସ୍ତ  ସହଯୋଗ ଲାଗି ପ୍ରତିଶୁତି ଦେଇଥିଲେ l  ସଭାକୁ କମିଟି ସଭାପତି ଦିଲ୍ଲୀପ ପାତ୍ର, ସଂଯୋଜନା କରିଥିବା ବେଳେ ସମ୍ପାଦକ ଜନ୍ମଞ୍ଜୟ ପାତ୍ର, ଉପ ସଭାପତି ଆନନ୍ଦ ପାତ୍ର, ସତ୍ୟ ନାରାୟଣ ରାଓ, ଶ୍ୟାମ ସୁନ୍ଦର ପାତ୍ର ଉପସ୍ଥିତ ଥିଲେ l ସୁଦୂର ରାଞ୍ଚି ର ମେଲୋଡ଼ି ଇକୋଡିଲା ଇଭେଣ୍ଟ୍ ର କଳାକାର ଙ୍କ ଗୀତ ନାଚ ରେ  ବିଳମ୍ବିତ ରାତି ଯାଏ  ହଜାର ହଜାର ଦର୍ଶକ ଖୁବ ମଜା ନେଇ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫ୍ଲୋରାଇଡ୍ ସମସ୍ୟାରୁ ମୁକ୍ତି ପାଇଲେ ସେମେଲଗୁଡ଼ିଆ ଗାଁ ଲୋକେ   15-May-2026
  ଜିଲ୍ଲା  
ଉଦନ୍ତୀ ମଣ୍ଡଳରେ ଜନ-ଆକ୍ରୋଶ ମହିଳା ସମାବେଶ   15-May-2026
  ଜିଲ୍ଲା  
ଓବିସି ଗଣନା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀ ଙ୍କୁ ଆଗଲପୁର ତହସିଲଦାର ଜରିଆରେ ଦାବିପତ୍ର ପ୍ରଦାନ   15-May-2026
  ଜିଲ୍ଲା  
ଆମ୍ବୁଲାନ୍ସରୁ ତେଲ ସରି ଯିବାରୁ ରୋଗୀ ମୃତ   15-May-2026
  ଜିଲ୍ଲା  
ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   15-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   15-May-2026
  ଜିଲ୍ଲା  
ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*   15-May-2026
  ଜିଲ୍ଲା  
ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   15-May-2026
  ଜିଲ୍ଲା  
ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   15-May-2026
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026

You Might Also Like