-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ସାଂସଦଙ୍କ ସଇଁତଳା ବିଭିନ୍ନ ଗ୍ରାମ ଗସ୍ତ, ଶତାଧିକ କର୍ମୀ ବିଜେପିରେ ଯୋଗଦାନ

04-Nov-2023



ବଲାଙ୍ଗୀର, (ପ୍ରେରଣା ଖବର)
ବଲାଙ୍ଗୀର ଜିଲ୍ଲାର ବିଜେପି ଜିଲ୍ଳା ସାଧାରଣ  ସମ୍ପାଦକ ମୁକେଶ୍ କୁମାର ଜୈନଙ୍କ ନେତୃତ୍ବରେ ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀ ସଇଁନ୍ତଲା ବ୍ଲକର ବିଭିନ୍ନ ପଞ୍ଚାୟତକୁ ଗସ୍ତ କଲେ ବଲାଙ୍ଗିର ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ ।  ଜନସାଧାରଣଙ୍କ ମୌଳିକ ସମସ୍ୟା ବୁଝାଶୁଝା କରି ଆଗାମୀ ଦିନରେ ବିଜେପି ସଂଗଠନ ସୁଦୃଢ଼ କରିବା ପାଇଁ କାର୍ଯ୍ୟକର୍ତ୍ତା ମାନଙ୍କୁ ଆହ୍ଵାନ କରିଥିଲେ I ଏହି ଅବସରରେ ବିଭିନ୍ନ ଦଳର ଶତାଧିକ କର୍ମୀ ବିଜେପି ଆନୁଷ୍ଠାନିକ ଭାବେ ଯୋଗ ଦେଇଥିଲେ I  ଏହି କାର୍ଯ୍ୟକ୍ରମରେ ବିଜେପି ବରିଷ୍ଠ ନେତା ମହେନ୍ଦ୍ର ଠାକୁର, ଜିଲ୍ଲା ସମ୍ପାଦକ ଅଶୋକ ମିଶ୍ର, ଆଶିଷ ସାହୁ, ଅକ୍ଷୟ ରଣା, ପ୍ରଶାନ୍ତ ମହାନ୍ତି, ବେଲଗାଁ ମଣ୍ଡଳ ସଭାପତି ଶୁକୃ ସାହୁ, ନିମାଇଁ ଚରଣ ବେହେରା, ବିପିନ ଠାକୁର, ପବିତ୍ର ସାହୁ, ମୁରାରୀ ପ୍ରସାଦ ମିଶ୍ର, ଆଶିଷ ତାଣ୍ଡି, ଜଗଦିଶ ସାହୁ, ମଦନ ସାହୁ, ସୋନୁ ପରାଭୋଇ ,ଚୁଡା ଚନ୍ଦ୍ର ଠାକୁର, ରାଜା ନାଗ, ଆକାଶ ଅଗ୍ରୱାଲ, ମନୋଜ ନାୟକ, ସଞ୍ଜୀବ ତ୍ରିପାଠୀ, କିଶୋର ଦାଶ୍, ପାଣ୍ଡବ ସାହୁ, ଟୁଟୁ ରଣା, ଅରୁଣ ବେହେରା, ଦେବେନ୍ଦ୍ର ସାହୁ, ପ୍ରସନ୍ନ ସାହୁ, ଦୁର୍ଯ୍ଯୋଧନ ସାହୁ, ନରେନ୍ଦ୍ର ସାହୁ, ଜଗଦିଶ ସାହୁ, ଅମିତ ସାହୁ, ପ୍ରକାଶ ଗହୀର, ଦଳମତ ସାହୁ, ନିଧି ରଣା, ସୁରେନ୍ଦ୍ର ରଣା, ସୁରେନ୍ଦ୍ର ସାହୁ, ବୀରବର ସାହୁ ଗୌର ରଣା ଓ ପୂର୍ଣ୍ଣ ସାହୁ ଉପସ୍ଥିତ ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like