-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ ରେ ସମିତି ବୈଠକ ଅନୁଷ୍ଠିତ

04-Nov-2023



ଆଗଲପୁର, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକର ମିଶନ ଶକ୍ତି ଭବନ ଠାରେ ସମିତି ବୈଠକ ଅନୁଷ୍ଠିତ ହୋଇ ଯାଇଛି l ବୈଠକ ରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁଲଦୀପ ମହାନ୍ତି ଙ୍କ ଅଧ୍ୟକ୍ଷତାରେ ସଭା ଅନୁଷ୍ଠିତ ହୋଇଥିଲା l ମୁଖ୍ୟଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷl ଶ୍ରୀମତୀ ଦେବକି ସାହୁ ଯୋଗ ଦେଇଥିବା ବେଳେ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାସ, ଜିଲ୍ଲା ପରିଷଦ ଜୋନ 2ର ସଦସ୍ୟା ବୀଣାପାଣି ଦାସ , ଏମ ଏଲ୍ ଏ ପ୍ରତିନିଧି ଖଗେଶ୍ବର ନାଗ , ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ବେଣୁଧର ପ୍ରଧାନ , ରାଜ୍ୟ ପରିଷଦ ସଦସ୍ୟ ଙ୍କ ପ୍ରତିନିଧି  ଜୟନ୍ତ ବେହେରା , ବ୍ଲକ ଉପାଧକ୍ଷା ନୀରୁପମା ପଧାନ, ଗୋଷ୍ଠୀ ଶିକ୍ଷା ଅଧିକାରୀ ଦିଲ୍ଲୀପ ପାଠି, ଉଦ୍ୟାନ ବିଭାଗ ଅଧିକାରୀ ଶ୍ରାବଣୀ ମହାପତ୍ର , ଏ ଇ  ଟଙ୍କଧର କାଲୋ ,  ଭି ଏସ , ସମନ୍ୱିତ ଶିଶୁ ବିକାଶ ଅଧିକାରୀ , ସ୍ବାସ୍ଥ୍ୟ ଓ ପାନୀୟଜଳ ଅଧିକାରୀ ଶ୍ରୀ ଦୂର୍ଗା ପ୍ରସାଦ ମିଶ୍ର , ଏ ଏଫ୍ ଓ ,  ବିଏଲ୍ ସି , ଏ ପି ଓ ,ବି ପି ସି , ଏବଂ ଯୋଗାଣ ବିଭାଗ ଅଧିକାରି ସୌମ୍ୟରଞ୍ଜନ ମହାନନ୍ଦ , ଏମ ପି ଲୋକସଭା ପ୍ରତିନିଧି ଉମେଶ ପଟେଲ୍ ପ୍ରଭୃତି ଯୋଗ ଦେଇଥିଲେ l ଉକ୍ତ ସଭାରେ ଶିକ୍ଷା ,ସ୍ବାସ୍ଥ୍ୟ , କୃଷି , ଯୋଗାଣ , ଜଳ ଓ ପରିମଳ ବିଭାଗ, ଶିଶୁ ବିଭାଗ , ଭତ୍ତା , ଉଦ୍ୟାନ , ପଶୁ , ଉନ୍ନୟନ ବିଭାଗ , ଗମନାଗମନ ବିଭାଗ ,ଉପରେ ଆଲୋଚନା କରାଯାଇ ଗୁରୁତ୍ୱାରୋପ  ଦିଆଯାଇଥିଲା l ବିଶେଷ କରି ପି ଏଚ ସି ଓ ସି ଏଚ୍ ସି ମାନଙ୍କ ରେ  ବିଭିନ୍ନ ଚିକିତ୍ସା କ୍ଷେତ୍ରରେ ଅନଲାଇନ୍ ମାଧ୍ୟମରେ  ଯୋଗାଯୋଗ କରି ଜରୁରୀ କାଳୀନ ରୋଗୀସେବା ଓ ଚିକିତ୍ସା ପାଇ ଏକ ନୂତନ ପଦକ୍ଷେପ ନେବାକୁ ଡକ୍ଟର ଶ୍ରୀ ପଧାନ କହିଥିଲେ।ଏହା ବ୍ୟତୀତ ଅନେକ ସ୍କୁଲ ରେ ଶିକ୍ଷାଦାନ  ର ଅଭାବ, ଶିକ୍ଷକ ଙ୍କ ଅଭାବ ତଥା ଅନ୍ୟାନ୍ୟ ବିଭାଗ ଉପରେ ଆଲୋଚନା ହୋଇଥିବା ଗ୍ରାମ ପଞ୍ଚାୟତ ଅଧିକାରୀ ଶ୍ରୀ ସୌଭାଗ୍ୟ ପଧାନ ପ୍ରକାଶ କରିଛନ୍ତି । ଉକ୍ତ ସଭାକୁ ଗ୍ରାମ ପଞ୍ଚାୟତ ଅଧିକାରୀ ଶ୍ରୀ ସୌଭାଗ୍ୟ ପଧାନ  ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like