-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ଅପରାଧ

ମିଟୁ ହତ୍ୟାକାଣ୍ଡର ୩ ଅଭିଯୁକ୍ତ ଗିରଫ

16-Dec-2020



(ପ୍ରେରଣା ଖବର) ସମ୍ବଲପୁର: ରବିବାର ରାତି ୮ଟା ସମୟରେ ଟାଉନ୍‌ ଥାନା ଅନ୍ତର୍ଗତ ସଞ୍ଜିବନୀ ନର୍ସିଂହୋମ୍‌ ନିକଟରେ ଘଟିଥିବା ମିଟୁ ଓରଫ ଭୀମସେନ ଗୁରୁ (୪୫) ହତ୍ୟାକାଣ୍ଡ ଘଟଣାରେ ପୁଲିସ ୩ ଜଣଙ୍କୁ ଗିରଫ କରିଛି। ଦିଲୁ ବେହେରା, ସାଗର କର୍ମକାର ଓ ଦିନେଶ ନେପାକକୁ ଟାଉନ୍‌ ଥାନା ପୁଲିସର ସ୍ପେସାଲ୍ ସ୍କ୍ବାଡ୍‌ ସହଯୋଗରେ ସୋମବାର ରାତିରେ ଓଡ଼ିଶା ଛତିଶଗଡ଼ ସୀମା ବରଗଡ଼ ଜିଲ୍ଲା ଲୁହରାଚଟି ତାବେଡା ନିକଟରୁ ଗିରଫ କରିଥିବା ବେଳେ ମଙ୍ଗଳବାର କୋର୍ଟ ଚାଲାଣ କରିଛି। ତିନି ଜଣ ଯାକ ଚେରୁଆପଡ଼ା ଅଞ୍ଚଳର ବୋଲି ଜଣାପଡ଼ିଛି। ସେମାନଙ୍କ ପାଖରୁ ହତ୍ୟାକାଣ୍ଡରେ ବ୍ୟବହୃତ ହୋଇଥିବା ଛୁରୀ ମଧ୍ୟ ପୁଲିସ ଜବତ କରିଛି। ତିନିଜଣ ଯାକ ଅଭିଯୁକ୍ତ ଟାଉନ୍‌ ଥାନାର ଅନେକ ମାମଲାରେ ଆଗରୁ ସଂମ୍ପୃକ୍ତ ଥିବା ଜଣାପଡ଼ିଛି। ସେ ଉପରେ ମଧ୍ୟ ତଦନ୍ତ ଜାରି ରହିଥିବା ଏକ ସାମ୍ବାଦିକ ସମ୍ମିଳନୀରେ ଭାରପ୍ରାପ୍ତ ଏସ୍‌ପି ଅମରେଶ ପଣ୍ଡା ସୂଚନା ଦେଇଛନ୍ତି। ମୃତକଙ୍କର ମଧ୍ୟ ଅପରାଧିକ ପୃଷ୍ଠଭୂମି ଥିବା ପୁଲିସ ପକ୍ଷରୁ କହାଯାଇଛି। ବ୍ୟକ୍ତିଗତ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ହୋଇଥିବା ପୁଲିସ ପ୍ରକାଶ କରିଛି। ବଟି ଆଦାୟକୁ ନେଇ ଉଭୟ ଗୋଷ୍ଠୀ ମଧ୍ୟରେ ଶତ୍ରୁତା ଥିଲା ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ସୂଚନା ଅନୁଯାୟୀ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କୁଖ୍ୟାତ ଅପରାଧୀ ମିଟୁ ଓରଫ ଭୀମସେନ ଗୁରୁ (୪୫)ଙ୍କୁ ରବିବାର ରାତିରେ ଛୁରା ମାଡ଼ କରି ହତ୍ୟା କରାଯାଇଥିଲା। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ମିଟୁଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମିଟୁଙ୍କ ପରିବାର ଲୋକଙ୍କ ଅଭିଯୋଗ କ୍ରମେ ଟାଉନ୍‌ ପୁଲିସ୍‌ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like