-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||      ଜୈନ ତେରାପନ୍ଥ ଯୁବକ ପରିଷଦର ନୂତନ ଅଧ୍ୟକ୍ଷ ହେଲେ ସାମ୍ବାଦିକ ମନୋଜ କୁମାର ଜୈନ   (14-Jun-2026)       ||      ଆଉ ମାତ୍ର କିଛି ଘଣ୍ଟା ପରେ ବରପାଲି ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ । ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ।   (14-Jun-2026)       ||     

HOME   ଜିଲ୍ଲା

ଇମ୍ପରିୟଲ କଲେଜରେ ଜାପାନର ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର : ଯୋଗ ଦେଲେ ଜାପାନ ପ୍ରତନିଧି

04-Nov-2023



ବରଗଡ଼ : ଇମ୍ପରିୟଲ କଲେଜ ଚାଣକ୍ୟ ସଭାଗୃହଠାରେ ଜାପାନର ଶିକ୍ଷା ବ୍ୟବସ୍ଥା ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅତିଥିମାନଙ୍କୁ ସ୍ୱାଗତ କରି ଅଭିପ୍‌ସା ପତି ଓଡିଶୀ ନୃତ୍ୟ ପରିବେଷଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଟିଟିଲାଗଡରେ ସୁଧମା ପାଠାଶାଳା ପ୍ରତିଷ୍ଠା କରିଥିବା ମେଟାନନ୍ଦ ଅତିଥିମାନଙ୍କ ବିଷୟରେ ସୂଚନା ଦେଇଥିଲେ । ଜାପାନରୁ ଆସିଥିବା ଇଞ୍ଜିନିୟର ସିନ୍‌ସୋ ବୁକୁକାବା ଜାପାନର ୨ ହଜାର ବର୍ଷର ଶିକ୍ଷା ବ୍ୟବସ୍ଥା ଉପରେ ଏକ ବିଶଦ ଚିତ୍ର ପ୍ରଦାନ କରିଥିଲେ । ବିଶ୍ୱ ଯୁଦ୍ଧରେ ଆଣବିକ ବୋମା ଯୋଗୁଁ ଧ୍ୱଂସ ପାଇଥିବା ଜାପାନ ପୁଣି ନିଜ ଶିକ୍ଷା ବ୍ୟବସ୍ଥାକୁ ଉନ୍ନତ କରି ପୃଥିବୀର ଏକ ସମୃଦ୍ଧ ରାଷ୍ଟ୍ର ହୋଇ ପାରିଥିଲା ତାହା ବିଭିନ୍ନ ଉଦାହରଣ ଦେଇ ବର୍ଣ୍ଣନା କରିଥିଲେ । ଅନ୍ୟତମ ଅତିଥି ତଥା ଜାପାନରୁ ଆସିଥିବା ବୌଦ୍ଧଭିକ୍ଷୁ ହିରୋସି ମୋରିସିତା ଜାପାନୀ ଭାଷାରେ ଉଦବୋଧନ ଦେଇଥିବା ବେଳେ ମେଟାନନ୍ଦ ଏହାକୁ ଅନୁବାଦ କରି ପିଲାଙ୍କୁ ବୁଝାଇଥିଲେ । ଜାପାନର ଜୀବନ ଶୈଳୀରେ ଲୋକେ କିପରି ଅଧିକ ଆୟୁ ସହିତ ଖୁସିର ସହିତ ବଞ୍ଚୁଛନ୍ତି ଏହାର ବିଭିନ୍ନ ଦିଗ ସେ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷା ଦେଇଥିଲେ । ଇମ୍ପରିୟଲ କଲେଜ ପକ୍ଷରୁ ଚେୟାରମେନ ଦିପକ ଗୋୟଲ ମେଟାନନ୍ଦ ଙ୍କୁ ତାଙ୍କର ଅନୁଷ୍ଠାନ ପାଇଁ ବସୁନ୍ଧରା ଫଟୋ ଚିତ୍ର ପ୍ରଦାନ କରିଥିଲେ । କଲେଜର ଅଧ୍ୟକ୍ଷ ଦୁର୍ଗେଶ ଶତପଥୀ ଧନ୍ୟବାଦ ଅର୍ପଣ କରିଥିଲେ । କଲେଜର ଛାତ୍ରୀମାନେ ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026
  ଜିଲ୍ଲା  
ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   15-Jun-2026
  ଜିଲ୍ଲା  
ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   15-Jun-2026

You Might Also Like