-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ନେତାଜୀ ସଂଗ୍ରାମୀ ପରିଷଦର ମୁଖପତ୍ର ‘ସୁଭାଷଚିନ୍ତନ’ ଉନ୍ମୋଚିତ

04-Nov-2023



ବଲାଙ୍ଗୀର(ପ୍ରେରଣା ଖବର) ବଲାଙ୍ଗୀରର ଅଗ୍ରଣୀ ସାମାଜିକ ସଂଗଠନ ନେତାଜୀ ସଂଗ୍ରାମୀ ପରିଷଦର ତ୍ରୟମାସିକ ମୁଖପତ୍ର ‘ସୁଭାଷ ଚିନ୍ତନ’ର  ଷଷ୍ଠ ସଂଖ୍ୟା ଶୁକ୍ରବାର ସଂଧ୍ୟାରେ ଉନ୍ମୋଚିତ ହୋଇଯାଇଛିଁ । ସ୍ଥାନୀୟ ଦୈନିକବଜାର ରାମମନ୍ଦିରରେ ପତ୍ରିକାର ସଂପାଦକ ତଥା ସଂଗ୍ରାମ ପରିଷଦର ସଭାପତି ଲକ୍ଷ୍ମୀନାରାୟଣ ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବଲାଙ୍ଗୀର ସହରର ବହୁ ବିଶିଷ୍ଟ ବ୍ୟକ୍ତି ଓ ସାହିତ୍ୟିକ ଯୋଗଦେଇଥିଲେ । ଏହି ପତ୍ରିକା ଉନ୍ମୋଚନ କାର୍ଯ୍ୟକ୍ରମରେ ବଲାଙ୍ଗୀର ସହରର ବିଶିଷ୍ଟ ବ୍ୟକ୍ତି ରାଜୁ ଶର୍ମା, ଉଦିତ ପଣ୍ଡା, କୁନୁ ପଣ୍ଡା, ଦତ୍ତାନନ୍ଦ ପଣ୍ଡା, ମୋହନଗୋପାଳ ପଣ୍ଡା, ମୋହନରଂଜନ ପାଣ୍ଡିଆ, ବରିଷ୍ଠ ଆଇନଜୀବୀ ରତନ ମହାରଣା, ବ୍ରଜବନ୍ଧୁ ସାଏ, ପ୍ରଦୀପ ସାଏ, ଅଶ୍ୱିିନୀ ପଟେଲ, ଡ.ଲକ୍ଷ୍ମଣ କୁମାର ମେହେର, ଜଗନ୍ନାଥ ମାହାଣା, ପଦ୍ମଚରଣ ଆଚାର୍ଯ୍ୟ, ରଜନୀକାନ୍ତ ସେଠ, କୃପାସିନ୍ଧୁ ମିଶ୍ର, ପୂର୍ଣ୍ଣଚନ୍ଦ୍ର ବିଶ୍ୱାଳ, ବୀରେନ୍ଦ୍ର ବନଛୋର, ଅଫତାଫ ହୁସେନ, ସନ୍ତୋଷ ମୋଦୀ, ଗୋବିନ୍ଦ ସାହୁ, ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା, ବୀରେନ୍ଦ୍ର ଝାଙ୍କର ପ୍ରମୁଖ ଉପସ୍ଥିତ ରହିଥିଲେ । ପ୍ରଥମେ ପତ୍ରିିକାକୁ ପ୍ରଭୁ ଶ୍ରୀରାମଙ୍କ ପାଦପଦ୍ନରେ ସମର୍ପଣ କରି ପୂଜାର୍ଚ୍ଚନା ପରେ ପତ୍ରିକା ବିଷୟରେ ଆଲୋଚନା ହୋଇଥିଲା । ସଂଗ୍ରାମ ପରିଷଦ ପକ୍ଷରୁ ବିଭିନ୍ନ ସମୟରେ କରାଯାଉଥିବା କାର୍ଯ୍ୟକ୍ରମ ଉପରେ ପରିଷଦର ସଂପାଦକ ବୀରେନ୍ଦ୍ର ବନଛୋର ସୂଚନା ଦେଇଥିଲେ । ଶେଷରେ ଜଗନ୍ନାଥ ମାହାଣା ଧନ୍ୟବାଦ ଅର୍ପଣ କରିଥିଲେ । ପ୍ରକାଶ୍ୟ ଯେ, ନେତାଜୀ ସଂଗ୍ରାମୀ ପରିଷଦ ନେତାଜୀ ସୁଭାଷ ବୋଷଙ୍କ ଆଦର୍ଶକୁ ପାଥେୟ କରି ଦୀର୍ଘ ୨୮ବର୍ଷ ହେଲା ବଲାଙ୍ଗୀର ଜିଲ୍ଲାର ସମସ୍ୟାକୁ ନେଇ ଆନ୍ଦୋଳନ ସହିତ କାର୍ଯ୍ୟକ୍ରମ କରିଆସୁଛି । ସାହିତ୍ୟ,ସଂସ୍କୃତି ଓ ସମସ୍ୟାକୁ ନେଇ ଲୋକଙ୍କ ମତକୁ ପ୍ରଧାନ୍ୟ ଦେଇ ସରକାରଙ୍କ ପାଖରେ ଦାବି ଉପସ୍ଥାପନ କରିଆସୁଛି । ମୁଖପତ୍ର 'ସୁଭାଷ ଚିନ୍ତନ' ରେ ଏହି ଅଞ୍ଚଳର ଜନଜୀବନର ସମସ୍ୟା ତଥା ବିଶିଷ୍ଟ ବ୍ୟକ୍ତି,ପର୍ଯ୍ୟଟନସ୍ଥଳୀ ଗୁଡିକର ଉପାଦେୟ ଲେଖାଗୁଡିକୁ ସ୍ଥାନୀତ କରିଆସୁଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like