-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ସ୍ୱସ୍ତିକ କ୍ଲବ ପଲସlଗୋରlର ୨୫ତମ ଗଜଲକ୍ଷ୍ମୀ ପୂଜା ଉଦଯାପିତ:ମୁରାସୁର ନିଧନ ସହ ଶେଷ ହେଲା ମୁରାସୁର ରାଜ

04-Nov-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ବ୍ଲକ ପଲସାଗୋରା ସ୍ୱସ୍ତିକ କ୍ଲବ ଦ୍ୱାରା ଆୟୋଜିତ 25ତମ ଗଜଲକ୍ଷ୍ମୀ ପୂଜା  ଅବସରରେ ମକର ପଡିଆ ଠାରେ ଗତ ଛଅ ଦିନ ଧରି ଚାଲିଥିବା ମୁରାସୁର ଦରବାରରେ ମୁରାସୁର ରାଜୁତିର ଶେଷ ସନ୍ଧ୍ୟାର ରଙ୍ଗସଭାରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ମହାପ୍ରତାପୀ ତ୍ରିପୁର ବିଜୟୀ ମୁରାସୁର ଶେଷ ନୃସିଂହ ଙ୍କ ଦ୍ୱାରା ନିଧନ ସହ ମୁରାସୁର ରାଜର ଅନ୍ତ ଘଟିଛି  l  ଅନ୍ତିମ ସନ୍ଧ୍ୟାରେ ଆୟୋଜିତ ମୁରାସୁର ଦରବାରରେ ରାଜକୀୟ ଅତିଥିଭାବେ ପୂର୍ବତନ ପରିବହନ ମନ୍ତ୍ରୀ ତଥା ବିରମହlରାଜପୁର ବିଧାୟକ ପଦ୍ମନାଭ ବେହେରା, କଣ୍ଟାମାଳ ବିଧାୟକ ମହୀଧର ରଣା, ବିଜେଡି ରାଜ୍ୟ ସମ୍ପାଦକ ସୁଧୀର ମହାକୁଡ଼,କମିଟି ସଭାପତି ଶାନ୍ତନୁ ମହାପାତ୍ର, ସମ୍ପାଦକ ବିଘ୍ନେଶ ପ୍ରଧାନ ପ୍ରମୁଖ ଯୋଗଦେଇ ଗ୍ରାମାଞ୍ଚଳରେ ଆୟୋଜିତ ଏହି ବିରାଟ କାର୍ଯ୍ୟକ୍ରମର ଉଦ୍ୟକ୍ତା ମାନଙ୍କ ପ୍ରଚେଷ୍ଟା କୁ ପ୍ରଶଂସା କରିଥିଲେ  l  ରଙ୍ଗ ସଭାକୁ ଅଚ୍ୟୁତ ଖମାରୀ ପରିଚାଳନା କରିଥିବାବେଳେ କମିଟିର କୁନା ଭୋଇ, କୁନ୍ଦନ ଦନ୍ତା, ରଞ୍ଜନ ପଣ୍ଡା ସମେତ ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ  l ଶେଷ ସନ୍ଧ୍ୟାରେ ଶେଷ ନୃସିଂହ ଙ୍କ ଦ୍ୱାରା ମୁରାସୁର ନିଧନ ନାଟକକୁ ଦର୍ଶକମାନେ ମନଭରି ଉପଭୋଗ କରିଥିଲେ l  ସାତ ଦିନ ଧରି ଚାଲିଥିବା ମୁରାସୁର ଦରବାରରେ ମୁରାସୁର ଭୂମିକାରେ ଅଭିନୟ କରୁଥିବା ହୃଷିକେଶ ଭୋଇ ଙ୍କ ଉଚ୍ଚ କୋଟିର ଅଭିନୟକୁ ଅଞ୍ଚଳବାସୀ ମନଭରି ଉପଭୋଗ କରିବା ସହ ଭୂୟସୀ ପ୍ରଶଂସା କରିଥିଲେ   l  ଅନ୍ୟମାନଙ୍କ ମଧ୍ୟରେ ମହାମନ୍ତ୍ରୀ ଭାବେ ନନ୍ଦିଘୋଷ ମହାପାତ୍ର, ସେନାପତି -ହେମନ୍ତ ପ୍ରଧାନ, ନାରଦ -ସୁଦର୍ଶନ ଦାଶ, ଦୂତ -ଭାଗ୍ୟ ମଲିକ,କଣ୍ଠ -ଭାର୍ଗବ କାର୍ତିଆ, ବିକଣ୍ଠ -ସୂର୍ଯ୍ୟ ପ୍ରକାଶ କର୍ଣ୍ଣ, ନୃସିଂହ -ଅରୁଣ କର୍ଶେଲ, ଶେଷଦେବ -ରାଜେନ୍ଦ୍ର କୁମାର ଭୋଇ,ନାରଦ -ସୁଦର୍ଶନ ଦାଶ, ଦୂତ -ଭାଗ୍ୟ ମଲ୍ଲିକ, ଯମରାଜ -ସୁଦାମ ବିଶି, ସାରଥୀ -ଅନିରୁଦ୍ଧ ଭୋଇ ଓ ମୋହିନୀ ବେହେରା ଲକ୍ଷ୍ମୀ ଭୂମିକାରେ ଅଭିନୟ କରିଥିଲେ  l  


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like