-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଠାରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୩ ପାଳନ ଉପଲକ୍ଷେ ସଚେତନତା ସଭା

04-Nov-2023



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର ): ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୩ ଅକ୍ଟୋବର ୩୦ ତାରିଖ ଠାରୁ ଆରମ୍ଭ ହୋଇ ନଭେମ୍ବର ୫ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି  । ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୩ ପାଳନ ଉପଲକ୍ଷେ ଆଜି ପୂର୍ବାହ୍ନ ରେ ଜିଲ୍ଲା ପ୍ରଶାସନ  ଓ ଦୁର୍ନୀତି ନିବାରଣ ବିଭାଗ ବଲାଙ୍ଗିର ଶାଖା ପକ୍ଷରୁ ସ୍ଥାନୀୟ ପତିତ ପାବନ ଏକାଡେମି ହଲ ଠାରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷର

ବାର୍ତ୍ତା ହେଉଛି “ ଦୁର୍ନୀତି କୁ ବିରୋଧ କରିବା; ରାଷ୍ଟ୍ର ପ୍ରତି ସମର୍ପିତ ରହିବା”। ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜନସାଧାରଣ ନିଜର ଦାୟିତ୍ଵ ,କର୍ତ୍ତ୍ୟବ୍ୟ ଓ ଅଧିକାର ପ୍ରତି ସଚେତନ ହେଲେ ଦୁର୍ନୀତି କୁ ରୋକାଯାଇ ପାରିବ ଏବଂ ପ୍ରତ୍ୟେକ ସ୍ତରରେ ଏ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଉପରେ ଗୁରୁତ୍ଵାରୋପ କରିଥିଲେ  । ସଭାରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେଶ କୁମାର ନାଏକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସମାଜରୁ ଦୁର୍ନୀତି ରୋକିବାକୁ ହେଲେ ବ୍ୟାପକ ଜନସଚେତନତା ସହ ମାନସିକତା ରେ ପରିବର୍ତ୍ତନ ଆଣିବା ଆବଶ୍ୟକ ବୋଲି ପ୍ରକାଶ କରିଥିଲେ  । ଡ଼ି.ଏସ.ପି ଭିଜିଲାନ୍ସ ,ବଲାଙ୍ଗିର ପୁଲସ୍ତି ଛତ୍ରିଆ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ର ତାତ୍ପର୍ଜ୍ୟ ସମ୍ପର୍କରେ ସୂଚନା ଦେବା ସହ ଦୁର୍ନୀତି ନିବାରଣ ବିଭାଗ ବଲାଙ୍ଗିର ଶାଖା ପକ୍ଷରୁ ଦୁର୍ନୀତି ନିବାରଣ ସକାଶେ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ । ଜିଲ୍ଲା ଶିକ୍ଷାଧିକାରୀ ଧୃବ ଚରଣ ବେହେରା ଛାତ୍ର ଜୀବନ ରୁ ହିଁ ଦୁର୍ନୀତି ବିରୋଧରେ ସଚେତନ ହେବା ସହ ଅନ୍ୟ କୁ ସଚେତନ କରେଇବାକୁ ପରାମର୍ଶ ଦେଇଥିଲେ । ଜିଲ୍ଲା ପରିଷଦ ଅତିରିକ୍ତ ପ୍ରକଳ୍ପ ନିର୍ଦେଶକ ତରଣୀ ସୁନା  ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୩ ପାଳନ ଉପଲକ୍ଷେ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ଓଡିଆ ଏବଂ ଇଂରାଜୀ ଭାଷା ରେ ବକ୍ତୃତା ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା । ଏହି ପ୍ରତିଯୋଗିତା ପ୍ରଥମେ ବ୍ଲକ ଓ ମ୍ୟୁନିସିପାଲିଟି ତଥା ଏନ.ଏ.ସି ସ୍ତରରେ କରାଯାଇ ଶ୍ରେଷ୍ଠ ବିବେଚିତ ପ୍ରତିଯୋଗୀମାନେ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ରେ ଭାଗ ନେଇଥିଲେ । “ଦୁର୍ନୀତି କୁ ବିରୋଧ କରିବା; ରାଷ୍ଟ୍ର ପ୍ରତି ସମର୍ପିତ ରହିବା “ ଶୀର୍ଷକ ବିଷୟବସ୍ତୁ ଉପରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ଓଡିଆ ଏବଂ

ଇଂରାଜୀ ଭାଷା ରେ ବକ୍ତୃତା ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଆଜି ଅନୁଷ୍ଠିତ ସଚେତନତା ସଭା ରେ ଅତିଥିମାନେ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ  । ଅବସରପ୍ରାପ୍ତ ଅଧ୍ୟାପକ ଡ଼। ପ୍ରେମଚାନ୍ଦ ମହାନ୍ତି ସଭା ସଂଯୋଜନା କରିଥିଲେ  । ପତିତ ପାବନ ଏକାଡେମିର ପ୍ରଧାନ ଶିକ୍ଷକ ସିନୁ ସୁନ୍ଦର ପାଢୀ ସମସ୍ତ ଅତିଥି ମାନଙ୍କୁ ସ୍ଵାଗତ କରିଥିଲେ  । ଭାରପ୍ରାପ୍ତ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସରୋଜ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ସଭାରେ ନାଗରିକ କମିଟି ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ ,ଶିକ୍ଷକ ଶିକ୍ଷୟତ୍ରୀ , ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟା ସରକାରୀ ଅଧିକାରୀଙ୍କ ସମେତ ଦୁର୍ନୀତି ନିବାରଣ ବିଭାଗ ବଲାଙ୍ଗିର ଶାଖାର କର୍ମଚାରୀ ମାନେ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like