-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ପ୍ରସିଦ୍ଧ ଶ୍ରୀ ଶ୍ରୀ ବୁଢ଼ାରଜା ଙ୍କ ବାର୍ଷିକ ଦଶରା ପର୍ବ ପାଳିତ l

04-Nov-2023



କଳାହାଣ୍ଡି,କୋକସରା(ତ୍ରିନାଥ ଵେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଅନ୍ତର୍ଗତ ଆମ ପାଣି ଠାରେ ଶ୍ରୀ ଶ୍ରୀ ବୁଢ଼ାରଜା ଙ୍କ ବାର୍ଷିକ ଦସରା ପର୍ବ ବଡ଼ ଧୁମ ଧାମରେ ପାଳନ କରାଯାଇ ଥିଲା l ଆମ ପାଣି ଘାଟି ମୁଣ୍ଡରେ ରହି ପ୍ରତକ୍ଷ ଦେବତା ବୁଡ଼ା ରାଜା ହୋଇଥିବାରୁ ଏହି ରାସ୍ତା ଦେଇ ଯେତେ ଗାଡ଼ି ଯାଇଥାଏ ସମସ୍ତେ ନଡ଼ିଆ ଭାଙ୍ଗି ମାନସିକ କରି ଘାଟି ଚଢ଼ି ଥାଆନ୍ତି ଓ ସମସ୍ତଙ୍କ ମାନସିକ ପୂରଣ କରିଥlନ୍ତି, ଦେବତା ମାନଙ୍କ ରାଜା ହୋଇଥିବାରୁ ତାଙ୍କୁ ଶ୍ରୀ ଶ୍ରୀ ବୁଢ଼ାରଜା ବୋଲି କହିଥାନ୍ତି ଓ ତାଙ୍କୁ ଦେବତା ମାନଙ୍କ ମାମୁ ବୋଲି ମଧ୍ୟ କୁହାଯାଇଥାଏ  l 
ଏଠାରେ ଜିଲ୍ଲା ର ଅଧିକାଂଶ ଭକ୍ତ ମାନେ ଆସିବା ସହ ବାହାର ରାଜ୍ୟ ତଥା ଛତିଶଗଡ, ନବରଙ୍ଗ ପୁର ଜିଲ୍ଲା ରୁ ମଧ୍ଯ ଭକ୍ତ ମାନେ ବହୁ ସଂଖ୍ୟା ରେ ଯୋଗଦାନ କରି ନିଜ ନିଜ ଦୁଖ ଜଣାଇ ଥାଆନ୍ତି lଏଠାରେ ପରିଚାଳନା କମିଟି ସଦସ୍ୟ ମାନେ ହେଲେ ସଭାପତି ଶ୍ରୀଯୁକ୍ତ କୁମୁଦ ପୂଝାରୀ, ଉପ ସଭାପତି ଶ୍ରୀମତୀ ତିଳୋତ୍ତମା ନାଏକ ସମ୍ପାଦକ ନକୁଲ ବାଣୁଆ, ସନ୍ତୋଷ ମାଝୀ , କୋଷାଧ୍ୟକ୍ଷ ଜିତେନ୍ଦ୍ର ପଣ୍ଡା, ଗଙ୍ଗାଧର ନାଏକ, ଋତୁ ରାଜ ମାଝୀ , ଟିକିଚନ ଧ ମାଝୀ, ହେମନ୍ତ ନାଏକ, ବିଘେନ ସ୍ଵର ନାଏକ, ପ୍ରମୁଖ ସହଯୋଗ କରିଥିଲେ l
 ରାତ୍ରି ରେ ମନ ରଞ୍ଜନ କାଯ୍ୟ କ୍ରମ  ଘୁମୁରା ପ୍ରତିଯୋଗିତା, ନାଟକ ପ୍ରତିଯୋଗିତା, ଅନୁଷ୍ଠିତ ହୋଇଥିଲା l ପୋଲିସ ଅଧିକାରୀ ମାନେ ଶାନ୍ତି ଶୃଙ୍ଖଳା ରକ୍ଷା କରି ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like