-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ସର୍ବଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଡିସେମ୍ବର ୧୦ ରୁ

04-Nov-2023



ବଲାଙ୍ଗିର(ପ୍ରେରଣା ଖବର)- ଗତ ୫୫ ବର୍ଷ ହେଲା ଅର୍ଥାତ୍ ୧୯୬୭ ମସିହାରୁ ରାମଜୀ ଯୁବକ ସଂଘ ତରଫରୁ ସଦାଇପାଲି ଠାରେ ଫୁଟବଲ ଟୁର୍ଣ୍ଣାମେଣ୍ଟ ହୋଇ ଆସୁଅଛି । ଚଳିତ ୫୬ ତମ ବାର୍ଷିକ ସର୍ବଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ସାଇଟ୍ କଲେଜ ପରିସରରେ ଥିବା ପଲ୍ଲିଶ୍ରୀ ଷ୍ଟଡିୟମ ଠାରେ ଅନୁଷ୍ଠିତ ହେବବୋଲି ଆଜିକାର ସମ୍ବାଦିକ ସମ୍ମିଳନୀ ରେ ରାମଜୀ ଯୁବକ ସଂଘ ର ସମ୍ପାଦକ ଡ. ନାରାୟଣ ପ୍ରସାଦ ମିଶ୍ର ସୂଚନା ଦେଇଥିଲେ । ଏହି ଟୁର୍ଣ୍ଣାମେଣ୍ଟ ଟି ଆସନ୍ତା ଡିସେମ୍ବର ୧୦ ରୁ ୧୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଏବଂ ଏଥିରେ ଓଡିଶା ର ଚାରୋଟି ଦଳ ଏବଂ ବାହାର ରାଜ୍ୟ ଅର୍ଥାତ ଛତିଶଗଡ, ଝାରଖଣ୍ଡ, ପଶ୍ଚିମବଙ୍ଗ ଓ ଆନ୍ଧ୍ରପ୍ରଦେଶ ର ଖ୍ୟାତନାମା ୪ଟି ଦଳ, ଏପରି ମୋଟ ଆଠଟି ଦଳ ଅଂଶ ଗ୍ରହଣ କରିବେ ବୋଲି ପ୍ରକ୍ରିୟା ଚାଲିଛି । ଅଳ୍ପଦିନ ମଧ୍ୟରେ ଖେଳସୂଚୀ ପ୍ରକାଶ ପାଇବ । ଟୁର୍ଣ୍ଣାମେଣ୍ଟପାଇଁ  ସର୍ବଭାରତୀୟ ଫୁଟବଲ ଫେଡେରେସନ୍ ତଥା ଫୁଟବଲ ଏସୋସିଏସନ୍ ଓଡିଶା ର ସ୍ୱିକୃତୀ ପତ୍ର ମିଳିସାରିଛି । ଖେଳକୁ ପରିଚାଳନା କରିବା ପାଇଁ ଇତି ମଧ୍ୟରେ ଏକ ପ୍ରସ୍ତୁତି ବୈଠକ ହୋଇଥିଲା । ଏହି ବୈଠକରେ ଓଡିଶା ଫୁଟବଲ ରାଜ୍ୟ ସଂଘର କାର୍ଯ୍ୟକାରୀ ସଭାପତି ଡ.ଶ୍ରୀକର ମିଶ୍ର, ଜିଲ୍ଲା କ୍ରୀଡାସଂଘ ର ସାଧାରଣ ସମ୍ପାଦକ ହରିନାରାୟଣ ପୁଜାରୀ, ଉପ-ସଭାପତି କୃଷ୍ଣଚନ୍ଦ୍ର ମିଶ୍ର, ପ୍ରହଲ୍ଲାଦ ସତପଥି, ପଦ୍ମଚରଣ ଆଚାର୍ଯ୍ୟ, ରମାକାନ୍ତ ସେଠ, ସୁଧିର ଚନ୍ଦ୍ର ପଣ୍ଡା, ହେମନ୍ତ ବେହେରା, ପ୍ରଭାତ କୁମାର ମିଶ୍ର, ଶରତ ନନ୍ଦ, ଜୟରାମ ମିଶ୍ର, ଚଗଲା ପରିଛା, ଶଶିଶେଖର ପଣ୍ଡା,ଜିଲ୍ଲା ଶାରୀରିକ ଶିକ୍ଷା ନିରୀକ୍ଷକ ପ୍ରଦୀପ ପାତ୍ର ତଥା ଜିଲ୍ଲା କ୍ରୀଡା ଅଧିକାରୀ ପରାସର ବାଗ ଆଦି କାଯ୍ୟକର୍ତ୍ତା ନିଜନିଜ ସୁଚିନ୍ତିତ ମତାମତ ଦେଇଥିଲେ । ପରେ ବିଭିନ୍ନ କମିଟୀ ମାନ ଗଠନ କରାଯାଇ କାର୍ଯ୍ୟବଣ୍ଟନ କରାଯାଇଥିଲା । ମାନ୍ୟତା ପ୍ରାପ୍ତ ରେଫରି ଖେଳ ଗୁଡିକ ପରିଚାଳନା କରିବେ ।  ସଭାପ୍ରାରମ୍ଭରୁ ସାଇଟ୍ କଲେଜ ଅଧ୍ୟକ୍ଷ୍ୟା ନମିତା ପଟେଲ ସ୍ୱାଗତ କରିଥିବା ବେଳେ, ପ୍ରଶାସନିକ ଅଧିକାରୀ ସନ୍ତୋଷ କୁମାର ବ୍ରହ୍ମା ଧନ୍ୟବାଦ ଦେଇ ସମସ୍ତଙ୍କ ସହଯୋଗ କାମନା କରିଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like