-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର କାର୍ଯ୍ୟକାରିଣୀ ବୈଠକ

04-Nov-2023



ବଲାଙ୍ଗିର(ପ୍ରେରଣା ଖବର)- ବରିଷ୍ଠ ନାଗରିକ ମଂଚର ଏକ କାର୍ଯ୍ୟକାରିଣୀ ବୈଠକ ଶାନ୍‌ତିପଡା ସ୍ଥିତ ସିଦ୍ଧଶଙ୍କର ଆଇରନ ଷ୍ଟୋର ଠାରେ ସଭାପତି ପ୍ରଭାକର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ସଭା ପ୍ରାରମ୍ଭରେ ସଭାପତି ସମସ୍ତଙ୍କୁ ସ୍ୱାଗତ କରିଥିଲେ । ତତ୍ପରେ ମନୋରଂଜନ ମିଶ୍ର ବିଗତ କାର୍ଯ୍ୟକାରିଣୀ ବୈଠକର ବିବରଣୀ ପଠନ କରିଥିଲେ ଓ ବୈଠକରେ ଆୟୋଚିତ ହେବାକୁ ଥିବା ବିଷୟବସ୍ତୁ ଉପସ୍ଥାପିତ କରିଥିଲେ । ଆସନ୍ତା ୧୦.୧୧.୨୩ ରେ ହେବାକୁ ଥିବା ଖୁଜେନପାଲି ଶିବ ମନ୍ଦିର ରେ ଜଳଭିଷେକ ବିଷୟରେ ପ୍ରଥମେ ଆଲୋଚନା ହେଲା । ବରିଷ୍ଠ ନାଗରିକମାନେ ସପରିବାର ଯୋଗଦେବାକୁ ଅନୁରୋଧ କରାଗଲା । ଜଳାଭିଷେକ ସହିତ ପ୍ରବଚନ ଓ ଭଜନ କାର୍ଯ୍ୟକ୍ରମ ମଧ୍ୟ ହେବାକୁ ସ୍ଥିର ହେଲା । ଆସନ୍ତା ୨୨ ତାରିଖରେ ପୁରୁଣା କାର୍ଯ୍ୟକାରୀ କମିଟିର କାର୍ଯ୍ୟକାଳ ସମାପ୍ତ ହେଉଥିବା ଯୋଗୁଁ ନୂତନ କମିଟି ଗଠନ ପାଇଁ ଆସନ୍ତା ୨୨.୧୧.୨୩ ରେ ସ୍ଥିର ହେଲା । ସଦାଇପାଲି ପଲ୍ଲିଶ୍ରୀ ବିହାର ସ୍ଥିତ ରାଧାକୃଷ୍ଣ ମନ୍ଦିରରେ ସାଧାରଣ ସଭା ଅନୁଷ୍ଠିତ ହେବ । ସ୍ୱାସ୍ଥ୍ୟ ଶିବିର ମାଧ୍ୟମରେ ବରିଷ୍ଠ ନାଗରିକ ମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ପାଇଁ ଶିଘ୍ର ତାରିଖ ସ୍ଥିର କରିବାକୁ  ଆଲୋଚନା ହେଲା । ପରିଶେଷରେ ସୁନିଲ ଚନ୍ଦ୍ର ବିଶ୍ୱାଲ ଅତିରିକ୍ତ ସାଧାରଣ ସଂପାଦକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ସଭାରେ ବିରଂଚି ହୋତା, ପ୍ରଫୁଲ୍ଲ ସାହୁ, ସୁନିଲ ବିଶ୍ୱାଲ, ପଦ୍ମଚରଣ ଆଚାର୍ଯ୍ୟ, ଧନଞ୍ଜୟ ମିଶ୍ର, ପ୍ରମୋଦ ମିଶ୍ର, ବିନୟ କୁମାର ମିଶ୍ର, ଚିତ୍ତ ରଞ୍ଜନ ପଟେଲ, ଚୁଡେନ୍ଦ୍ର କୁମାର ବେହେରା, ମଲିଆ ଗଡୁଆ, ପ୍ରମୋଦ ଗୁରୁ, ନିଳାଞ୍ଚଳ ଚିରଗୁନ, ଆର୍ତ୍ତତ୍ରାଣ ମିଶ୍ର, ଗଜେନ୍ଦ୍ର ଭ୍ରମର, ଗୋପଳ କୃଷ୍ଣ ମିଶ୍ର, ପୂର୍ଣ୍ଣଚନ୍ଦ୍ର ମେହେର, ବାସୁଦେବ ମେହେର, ଅଶୋକ କୁମାର ଚାନ୍ଦ, ସୁଧାଂଶୁ ଶେଖର ଦର୍ଜୀ, ସୁରେନ୍ଦ୍ର ନେଗୀ, କପିଳେଶ୍ୱର ଖମାରୀ ପ୍ରମୁଖ ଆଲୋଚନାରେ ସକ୍ରିୟ ଅଂଶଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like