-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ହରଗୌରୀ ଯାତ୍ରା ର ନବମ ଦିବସ ରେ ମାହେଶ୍ୱରୀ ମେଲୋଡି ଅର୍କେଷ୍ଟ୍l -ଆଜି ଭୋର ରୁ ହେବ ଦେବଦମ୍ପତି ଙ୍କ ନଗର ପରିକ୍ରମା

04-Nov-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ସୋନପୁର ଢ଼େରlପଡା ର ପ୍ରସିଦ୍ଧ ହରଗୌରୀ  ଯାତ୍ରା ର ଆଜି ନବମ ଦିନରେ  ହରଗୌରୀଙ୍କ ଠାରେ ତେଲୁଗୁ ରୀତିନୀତି ଅନୁଯାୟୀ ପୂଜାପାଠ ଅନୁଷ୍ଠିତ ହୋଇଥିଲା । ତେଲୁଗୁ ପାନ୍ତୁଲୁ ଏ. ଦୁର୍ଗାପ୍ରସାଦଙ୍କ ଦ୍ଵାରା ସମସ୍ତ ପୂଜାବିଧି ନିର୍ବାହ ହେଉଥିବା ବେଳେ ଆଜି ର ରୁଦ୍ରାଭିଷେକ, ଷୋଡଶ ଉପଚାର ପୂଜା ର କର୍ତ୍ତା ଭାବରେ ଗୋବିନ୍ଦ ପାତ୍ର ଓତାଙ୍କ ଧର୍ମପତ୍ନୀ ଶ୍ରଦ୍ଧା ଦାୟୀତ୍ବ ନିର୍ବାହ କରିଥିଲେ। ଆଜିର ସାଂସ୍କୃତିକ କାର୍ଯ୍ୟକ୍ରମ ରେ ବଣାଇ ର ଆଦିବାସୀ ନୃତ୍ୟ, ସୁବର୍ଣ୍ଣପୁର ସଂଗୀତ ମହାବିଦ୍ୟାଳୟ ଓ କୋଶଳ ହାଇସ୍କୁଲ ଦ୍ଵାରା ସମ୍ବଲପୁରୀ ନୃତ୍ୟ ପରିବେଷଣ ହୋଇଥିବାବେଳେ ସୁନ୍ଦରଗଡ଼ ବଣାଇ ର ଆଦିବାସୀ ନୃତ୍ୟ ଓ ମାଁ ମାହେଶ୍ଵରୀ ସମ୍ବଲପୁରୀ ଅର୍କେଷ୍ଟ୍ରା ର କଳାକାରଙ୍କ ସମ୍ବଲପୁରୀ ଗୀତ ର ତାଳେତାଳେ ଦର୍ଶକ ବେଶ୍ ଝୁମିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୌର ପରିଷଦ ଅଧ୍ୟକ୍ଷା  ତାମସୀ  ତାମସ୍ମିତା ନାଏକ, ସମ୍ମାନିତ ଅତିଥି ଭାବେ ଯୁବ ଉଦ୍ୟୋଗୀ ତଥା ସମାଜ ସେବୀ ପରେଶ ମେହେର, ଆଶିଷ ସାହୁ, 7 ନମ୍ବର ୱାର୍ଡ ର  କାଉନସିଲର  ରାଜୁ ରାଓ,

10 ନମ୍ବର ୱାର୍ଡ କାଉନସିଲର ସାବିତ୍ରୀ ନାଏକ, ଯୋଗ ଦେଇ ଦର୍ଶକ ଓ ଆୟୋଜକଙ୍କୁ ଉତ୍ସାହିତ କରିଥିଲେ l ହଜାର ହଜାର ଦର୍ଶକ ଖାଦ୍ୟ ଷ୍ଟଲ୍ ମାନଙ୍କରେ ବେଶ୍ ମଜାନେବା ସହ  ବିଭିନ୍ନ ଲାଇଫ ଷ୍ଟେଚ୍ୟୁ ମଧ୍ୟ ଯାତ୍ରା ର ମୁଖ୍ୟ ଆକର୍ଷଣ ଥିଲା। ପରଂମ୍ପରା ଅନୁଯାୟୀ ହରଗୈ।ରୀଙ୍କ ଠାରେ ପ୍ରତିଦିନ ବିଭିନ୍ନ ଘରେ ପ୍ରସ୍ତୁତି ବିଭିନ୍ନ ପିଠାପଣା ଲାଗି କରାଯାଉଥିଲା ବେଳେ ଆଜି ନବମ ଦିନରେ ହରଗୈ।ରୀଙ୍କ ଠାରେ ପୁଟକିଲୁ ପାଏସମୁ ଲାଗିହୋଇଥିଲ।l ଆଜି ମଧ୍ୟ ହର ଗୌରୀ ମହାପ୍ରଭୁ ଙ୍କୁ ନଗର ପରିକ୍ରମା କରାଇ ବିଭିନ୍ନ ଦ୍ଵାରରେ ଶ୍ରଦ୍ଧାଳୁ ପୂଜା କରିଥିଲେ ପରେ ତାଙ୍କୁ ସୁସଜ୍ଜିତ ଗାଡିଉପରେ ବସାଯାଇ ମଧ୍ୟରାତ୍ର ରୁ  ଶୋଭାଯାତ୍ରାରେ ବାହାରି  ନଗର ପରିକ୍ରମା ସହ କାଲି ଭସାଣି ଉତ୍ସବ ଅନୁଷ୍ଠିତ ହେବ। ଶୋଭାଯାତ୍ରାରେ ଛତିଶଗଡ଼ର ଆନନ୍ଦ ଧୁମାଲ ଓ ସାଥିଙ୍କଦ୍ଵାରା ମ୍ୟୁଜିକ୍ ବେଣ୍ଡ, ଯୋଡିଶଙ୍ଖ,ମୟୁରଝାଲି,ଶଵର ଶଵରେନ୍ ନୃତ୍ୟ, ଅମ୍ବାଦୋଳା ର ଘୁମୁରା , ଦୁଲଦୁଲି ଓ ବିଭିନ୍ନ ପାରମ୍ପାରିକ ଲୋକନାଚ ସହ ଅନ୍ୟାନ୍ୟ ସାଂସ୍କୃତିକ ଦଳ ଭାଗ ନେଇଥିଲେ। ଯାତ୍ରା କମିଟି ସଭାପତି ଦିଲ୍ଲୀପ ପାତ୍ର, ସମ୍ପାଦକ ଜନ୍ମେଞ୍ଜୟ ପାତ୍ର, ଉପ ସଭାପତି ଆନନ୍ଦ ପାତ୍ର, ସହ ସଂପାଦକ ସତ୍ୟ ନାରାୟଣ ରାଓ,ସୁରଜ ପାତ୍ର, ପ୍ରଦ୍ୟୁମ୍ନ ପାତ୍ର,ରାଜୁରାଓ , ମନୋରଞ୍ଜନ ତ୍ରିପାଠୀ,ବୈକୁଣ୍ଠ ପାତ୍ର, ଅକ୍ଷୟ ପାତ୍ର,  ଦୟାନିଧି ପାତ୍ର,  ଗୋବିନ୍ଦ ପାତ୍ର, ପୁରୁଷୋତ୍ତମ ପାତ୍ର, ସନ୍ତୋଷ ପାତ୍ର, ଶ୍ରୀରାମ ପାତ୍ର, ସ୍ୱାଗତଂ ପାତ୍ର, ସୁଦର୍ଶନ ପାତ୍ର (ଲୁଲୁ ), ବିଶ୍ୱନାଥ ପାତ୍ର, ନାଗେସୁ ପାତ୍ର,  ଅକ୍ଷୟ ପାତ୍ର, ବୈକୁଣ୍ଠ ପାତ୍ର ପ୍ରମୁଖ  ପଡାର ସମସ୍ତ ସଦସ୍ୟ ସହଯୋଗ କରିଥିଲେ lଶୋଭାଯାତ୍ରା ରେ   ହଜାର ହଜାର  ଦର୍ଶକ  ସାମିଲ୍ ହୋଇଥିବା ଦେଖାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like