-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ସମସ୍ୟା ସମାଧାନ ନହେଲେ ଭୋଟ ବର୍ଜନ କରିବେ ପଣ୍ଡରାପିଟା ଓ ଲୁଣ୍ଡୁରୁବାହାଲ ୱାର୍ଡବାସୀ

05-Nov-2023



କଣ୍ଟାମାଳ( ପ୍ରେରଣା ଖବର ): କଣ୍ଟାମାଳ ବ୍ଲକ ନାରାୟଣପ୍ରସାଦ ପଞ୍ଚାୟତ ପଣ୍ଡରାପିଟା ଓ ଲୁଣ୍ଡୁରୁବାହାଲ ୱାର୍ଡବାସୀଙ୍କୁ ନେଇ ଗୌନ୍ତିଆ ଶ୍ରୀବତ୍ସ ଭୋଇଙ୍କ ସଭାପତିତ୍ବରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା l ସଭାରେ ପୂର୍ବତନ ୱାର୍ଡ ସଭ୍ୟ ଭୀମସେନ ବିଶ୍ୱାଳ, ବଳରାମ ରଣା ଏବଂ ପୂର୍ବତନ ନାଏବ ସରପଞ୍ଚ ଜମ୍ବେଶ୍ୱର ରଣା, ଲୁଣ୍ଡୁରୁବାହାଲ ଗୌନ୍ତିଆ ଚିନ୍ମୟ ଭୋଇ ପ୍ରମୁଖ ଯୋଗଦେଇ ଆଲୋଚନା କରିଥିଲେ l ଘଣ୍ଟାପଡା ପଞ୍ଚାୟତର କୁନାଶିଲା ଛକରୁ ନାରାୟଣପ୍ରସାଦ ପଞ୍ଚାୟତର ପଣ୍ଡରାପିଟା ଦେଇ ଲୁଣ୍ଡୁରୁବାହାଲ ଠାରୁ ରିଙ୍ଗାପଡା ପର୍ଯ୍ୟନ୍ତ ରାସ୍ତା ଦୟନୀୟ ହୋଇପଡିଛି l

ମେଟାଲିଂ ପରିବର୍ତ୍ତେ କାଁଭାଁ ମୁରୁମ କାମ ହେଉଛି ଫଳରେ ରାସ୍ତାର ଅବସ୍ଥା ଗୋଦଣ୍ଡା ସଦୃଶ ଦିଶୁଛି l ଝାରବାହାଲି ନାଳରେ ପୋଲ ନିର୍ମାଣ ହେଇପାରୁନି l ଫଳରେ ବର୍ଷା ଚାରିମାସ ରାସନ, ଭର୍ତ୍ତା କିମ୍ବା ଅନ୍ୟାନ୍ୟ କାର୍ଯ୍ୟରେ ପଞ୍ଚାୟତ କାର୍ଯ୍ୟାଳୟକୁ ଯିବା ଆସିବା କରିହେଉ ନାହିଁ l ଛାତ୍ରଛାତ୍ରୀଙ୍କ ପାଠପଢା ମଧ୍ୟ ବ୍ୟାଘାତ ହେଉଛି l ଏକଦା ଗ୍ରାମର କିଛି ଲୋକ ପାଣି ଭିତରେ ପଶିବା ଯୋଗୁଁ ନାଳରେ ଭାସି ଯାଇଥିଲେ l ବହୁ କଷ୍ଟରେ ତାଙ୍କୁ ଉଦ୍ଧାର କରାଯାଇଥିଲା l ରାସ୍ତା ସମସ୍ୟା ଯୋଗୁଁ ଗ୍ରାମକୁ ଆମ୍ବୁଲାନ୍ସ ଆସିପାରେ ନାହିଁ, କେହି ରୋଗୀ ଗୁରୁତର ହେଲେ କୁନାଶିଲା ଛକ ପର୍ଯ୍ୟନ୍ତ ଖଟିଆରେ ବୋହିବାକୁ ପଡିଥାଏ ବୋଲି ଆଲୋଚନା କରିଥିଲେ l ଦୀର୍ଘବର୍ଷ ହେବ ଅଞ୍ଚଳର ସମସ୍ୟା ବିଷୟରେ ଜନ ପ୍ରତିନିଧି ଠୁ ଆରମ୍ଭ କରି ପ୍ରଶାସନକୁ ଅବଗତ କରାଯାଇ ଥିଲେ ହେଁ କେହି ଗୁରୁତ୍ୱ ଦେଉ ନାହାନ୍ତି ବୋଲି କ୍ଷୋଭ ପ୍ରକାଶ କରିଥିଲେ l ଅଞ୍ଚଳର ସମସ୍ୟାକୁ ନେଇ ବୌଦ୍ଧ ଜିଲାପାଳକୁ ଏକ ଦାବିପତ୍ର ପ୍ରଦାନ କରାଯିବ ବୋଲି ୱାର୍ଡ ବାସିନ୍ଦା ଦରଖାସ୍ତ କରିଥିଲେ l ବିଧାନସଭା ନିର୍ବାଚନ ପୂର୍ବରୁ ରାସ୍ତା ଓ ପୋଲ ନିର୍ମାଣ କରାନଗଲେ ଦୁଇ ୱାର୍ଡବାସୀ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେବାସହ କଳସ ସ୍ଥାପନ କରି ଶପଥ କରିଥିବା ଜଣାପଡିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like