-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ସଡ଼କ ଦୁର୍ଘଟଣା ରେ ଦୁଇ ସାଙ୍ଗ ମୃତ

05-Nov-2023



ବଲାଙ୍ଗିର (ପ୍ରେରଣା ଖବର ): ବଲାଙ୍ଗିର ଟିଟିଲାଗଡ଼ ରାସ୍ତା ସ୍ଥିତ ଦେଓଗାଁ ଥାନା ଅନ୍ତର୍ଗତ ବହଲି ଛକ ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିବା ଜଣାଯାଇଛି । ମୃତ ଦୁଇ ସାଙ୍ଗ ଙ୍କ ମଧ୍ୟରୁ ଜଣେ ଯୁବକଙ୍କ ନାମ ସୁମନ ବଇଠାରୁ ହୋଇଥିବା ବେଳେ ଆଉ ଜଣଙ୍କର ପରିଚୟ ମିଳି ପାରିନାହିଁ । ମିଳିଥିବା ସୂଚନା ଅନୁସାରେ ସୁମନ ଓ ତାଙ୍କର ଜଣେ ସାଙ୍ଗ ବଲାଙ୍ଗିରରୁ ଟିଟିଲାଗଡ଼ ରାସ୍ତା ରେ ଯାଉଥିଲେ । ନିଶାସକ୍ତ ଅବସ୍ଥାରେ ସେମାନେ ବାଇକ ଚଳାଉଥିବା ବେଳେ ବହଲି ଛକ ନିକଟରେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇ ଫେରାର ମାରିଥିଲା । ଫଳରେ ଘଟଣାସ୍ଥଲରେ ସୁମନ ଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କର ସାଙ୍ଗ ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଯୁବକ ଙ୍କ ସହାୟତା ରେ ଅଗ୍ନିଶମ ବାହିନୀ ତାଙ୍କୁ ଉଦ୍ଧାର କରି ଭୀମ ଭୋଇ ମେଡିକାଲ କୁ ଆଣିଥିଲା। ଡାକ୍ତର ସ୍ବାସ୍ଥ୍ୟ ପରୀକ୍ଷା କରି ଦୁଇ ସାଙ୍ଗକୁ ମୃତ ଘୋଷଣା କରିବା ପରେ ତାଙ୍କର ମୃତଦେହ କୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like