-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ସାଂସ୍କୃତିକ ମଞ୍ଚରେ ଭଜନ ଗାଇ ମନ କିଣିଲେ ପୂର୍ବତନ ମନ୍ତ୍ରୀ

05-Nov-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ମାରିପାରେ ସେହି, ତାରିପାରେ ସେହି , ଭାଙ୍ଗିପାରେ ସେହି , ଗଢିପାରେ ସେହି ଅଦୃଶ୍ୟ ହାତ,ଜଗନ୍ନାଥ ସେ ମୋ ଜଗନ୍ନାଥ........ଭଳି ହୃଦୟସ୍ପର୍ଶୀ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଭକ୍ତିଭାବପୂର୍ଣ ଭଜନ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲସାଗୋରା ସ୍ୱସ୍ତିକ କ୍ଲବ ଦ୍ୱାରା ଆୟୋଜିତ ୨୫ତମ ଗଜଲକ୍ଷ୍ମୀ ପୂଜା ଅବସରରେ ଅନୁଷ୍ଠିତ ମୁରାସୁର ଦରବାରର ଶେଷ ସନ୍ଧ୍ୟାରେ ଆୟୋଜିତ ସାଂସ୍କୃତିକ ମଞ୍ଚରେ ପୂର୍ବତନ କନ୍ଧମାଳ ସାଂସଦ, ପରିବହନ ମନ୍ତ୍ରୀ ତଥା ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ସ୍ଵଭାଵ ସୁଲଭ ଢଙ୍ଗରେ ଗାନ କରି ଦରବାରରେ ଉପସ୍ଥିତ ହଜାର ହଜାର ଦର୍ଶକଙ୍କ ମନ ମୋହିଥିଲେ l ସେ ଜଣେ ଧୂରୀଣ ରାଜନୀତିଜ୍ଞ ଭାବେ ସମଗ୍ର ଓଡ଼ିଶାରେ ଖ୍ୟାତି ଅର୍ଜନ କରିଥିବାବେଳେ ସାଂସ୍କୃତିକ ମଞ୍ଚରେ ହଜାର ହଜାର ଦର୍ଶକଙ୍କ ସମ୍ମୁଖରେ ସୁମଧୁର କଣ୍ଠରେ ପ୍ରଭୁ ଶ୍ରୀ ଜଗନ୍ନାଥ ଙ୍କ ଭଜନ ଗାନ କରି ସମସ୍ତଙ୍କ ପ୍ରଶଂସାର ପାତ୍ର ହୋଇଥିଲେ l ମୁରାସୁର ଦରବରର ସାଂସ୍କୃତିକ ସଭାରେ ଅନ୍ୟ ରାଜକୀୟ ଅତିଥିଭାବେ କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ମହୀଧର ରଣା, ବିଜେଡି ରାଜ୍ୟ ସମ୍ପାଦକ ସୁଧୀର ମହାକୁଡ଼, ପୂଜା କମିଟି ସଭାପତି ଶାନ୍ତନୁ ମହାପାତ୍ର, ସମ୍ପାଦକ ବିଘ୍ନେଶ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like