-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ଅପରାଧ

ଗୋପାଳପୁର ପୋର୍ଟରେ ଚାକିରି ନାଁରେ ୨୭ ଲକ୍ଷ ଠକେଇ, ବନ୍ଧା ହେଲେ ୱେବ୍ ସାମ୍ବାଦିକ

16-Dec-2020



(ପ୍ରେରଣା ଖବର) ଜଗନ୍ନାଥପ୍ରସାଦ: ଗୋପାଳପୁର ପୋର୍ଟରେ ଚାକିରି କରାଇ ଦେବାକୁ ପ୍ରତିଶ୍ରୁତି ଦେଇ ୨୭ ଲକ୍ଷ ଟଙ୍କା ଠକିଥିବା ମାମଲାରେ ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ପୁଲିସ ଜଣେ ୱେବ୍ ଚ୍ୟାନେଲ୍ ସାମ୍ବାଦିକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଉଛନ୍ତି, ଜଗନ୍ନାଥପ୍ରସାଦ ଥାନା ଗଣ୍ଡାଧର ପଞ୍ଚାୟତ ଅଧୀନ ସରକୁମ୍ପା ଗ୍ରାମର ବଂଶୀଧର ପଟ୍ଟନାୟକ। ଆନ୍ଧ୍ରପ୍ରଦେଶ ବିଶାଖାପାଟଣାର ଏମ.ନାନୀବାବୁ ନାମକ ଜଣେ ବ୍ୟକ୍ତିଙ୍କ ଏତଲା କ୍ରମେ କେସ୍ ନମ୍ବର ୨୯୮ରେ ଦଫା ୪୧୯, ୪୨୦, ୪୬୦, ୪୭୧ ଅନୁସାରେ ମାମଲା ରୁଜୁ ହୋଇଥିଲା। ଆଜି ବଂଶୀଧରଙ୍କୁ ଗିରଫ କରି କୋର୍ଟ ଚାଲାଣ କରା ଯାଇଥିବା ଥାନାଧିକାରୀ ଦିଲ୍ଲୀପ କୁମାର ସ୍ବାଇଁ ସୂଚନା ଦେଇଛନ୍ତି। ତାଙ୍କଠାରୁ ୪୮ହଜାର ଟଙ୍କା ସମେତ ଚାକିରି ଆଶାୟୀଙ୍କ ଟଙ୍କାରେ କିଣିଥିବା ସ୍କୁଟିକୁ ଜବତ କରାଯାଇଛି। ୨୭ ଲକ୍ଷ ଟଙ୍କାକୁ ବଂଶୀଧର କେଉଁ କେଉଁ ବାଟରେ ଅୟସ କରି ଖର୍ଚ୍ଚ କରିଛନ୍ତି ଏ ନେଇ ପୁଲିସ ତନାଘନା ଆରମ୍ଭ କରିଛି। ଗଞ୍ଜାମ ଜିଲ୍ଲାରେ ଟାଟା ମୋଟର୍ସ ଓ ମହିନ୍ଦ୍ରା ଟେକ୍‌ ଭଳି କମ୍ପାନିରେ ଚାକିରି ନାଁରେ ଠକେଇ ଘଟଣାକୁ ନେଇ ଚର୍ଚ୍ଚା ଥମି ନଥିବା ବେଳେ ପୁଣି ଏଭଳି ଏକ ସମ୍ବେଦନଶୀଳ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ମିଳିଥିବା ସୂଚନାନୁସାରେ, ବଂଶୀଧର ୨୦୧୮ ମସିହା ଡିସେମ୍ବରରେ ବିଶାଖାପାଟଣା ପୋର୍ଟ ଅଞ୍ଚଳରେ ରହୁଥିଲେ। ସେଠାରେ ରହୁଥିବା କିଛି ଶ୍ରମିକଙ୍କ ସଂସ୍ପର୍ଶରେ ଆସି ସେ ନିଜକୁ ଗୋପାଳପୁର ପୋର୍ଟର ସୁପରଭାଇଜର୍ ବୋଲି ପରିଚୟ ଦେଇ ବିଶ୍ବାସ ଜନ୍ମାଇଥିଲେ। ଧୀରେ ଧୀରେ ସେଠାକାର ଏମ୍‌.ନାନୀ ବାବୁ ନାମକ ଜଣେ ଶ୍ରମିକ ନେତାଙ୍କ ବିଶ୍ବାସଭାଜନ ହୋଇ ଅଧିକ ଦରମାରେ ଶ୍ରମିକଙ୍କୁ ଗୋପାଳପୁର ପୋର୍ଟରେ ଚାକିରି କରାଇ ଦେବେ ବୋଲି ପ୍ରଲୋଭନ ଦେଖାଇଥିଲେ। ଉଭୟଙ୍କ ମଧ୍ୟରେ ସଂପର୍କ ବେଶ୍‌ ଘନିଷ୍ଠ ହୋଇ ଚାଲିଥିଲା। ଖାଲି ଏତିକି ନୁହେଁ, ତାଙ୍କର ନିଜର ‘ବ୍ଲାକ୍ ଡାଇମଣ୍ଡ୍’ ଓ ‘ବ୍ଲାକ୍ ରୋଜ୍’ ନାମକ ଦୁଇଟି ଜାହାଜ ଥିବା ବଂଶୀଧର କହିବା ସହ ଓଡ଼ିଆ ଶ୍ରମିକଙ୍କ ଉପରେ ବିଶ୍ବାସ ନଥିବାରୁ ଅଣଓଡ଼ିଆ ଶ୍ରମିକଙ୍କୁ ନେଇ ନିୟୋଜିତ କରିବେ ବୋଲି କହିବା ସହ ନାନୀଙ୍କୁ ସୁପରଭାଇଜର୍ ପଦବି ମିଳିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏଭଳି ଭାବେ ଗତବର୍ଷ ଅଗଷ୍ଟ ମାସ ଭିତିରେ ବଂଶୀଧର ମୋଟ ୯୦ ଜଣ ଶ୍ରମିକଙ୍କ ଠାରୁ ୩୦ ହଜାର ଟଙ୍କା ଲେଖାଏଁ ମୋଟ ୨୭ଲକ୍ଷ ଟଙ୍କା ଆଦାୟ କରି ନେଇଥିଲେ। ଏଥିରେ ନାନୀ ତାଙ୍କୁ ସହଯୋଗ କରିଥିଲେ। ବିଭିନ୍ନ ସମୟରେ ବଂଶୀଧର ବିଶାଖାପାଟଣା ଯା’ଆସ କରି ଟଙ୍କା ସଂଗ୍ରହ କରୁଥିଲେ। ଏହାସହ କିଛି ଶ୍ରମିକଙ୍କୁ ମିଥ୍ୟା ନିଯୁକ୍ତି ଓ ପରିଚୟ ପତ୍ର ଯୋଗାଇ ଦେଇଥିଲେ। ଯେଉଁଥିରେ ଗତ ଅଗଷ୍ଟ ମାସରେ ଜଏନିଂ କରିବା ଲାଗି ଉ‌ଲ୍ଲେଖ କରା ଯାଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like