-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||     

HOME   ଜିଲ୍ଲା

ମୁର୍ଷୁଣ୍ଢୀରେ ମୁରାସୁର ରାଜ, ଶେଷ ନୃସିଂହଙ୍କ ବିଦ୍ୟା ଶିକ୍ଷା - ମୁରାସୁର ଦରବାର ସପ୍ତମ ସନ୍ଧ୍ୟା

05-Nov-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀରେ  ଗଜଲକ୍ଷ୍ମୀ ପୂଜା ଆରମ୍ଭ ହୋଇଯାଇଛି। ଗଜଲକ୍ଷ୍ମୀ ପୂଜା ଚଳିତ ବର୍ଷ ୪୧ ବର୍ଷରେ ପହଞ୍ଚିଛି।‌ ଉପଖଣ୍ଡ ରେ ହେଉଥିବା ସମସ୍ତ ଗଜଲକ୍ଷ୍ମୀ ପୂଜା ଠାରୁ ଏହା ସବୁବେଳେ ସର୍ବାଗ୍ରେ ରହିଥାଏ। ଚଳିତ ବର୍ଷ ମଧ୍ୟ ଏହା ତାର ଶ୍ରେଷ୍ଠତ୍ବ ବଜାଇ ରଖିଛି।  ଏହି ଅବସରରେ ଦିନ ବେଳା ନବାହ ପାରାୟଣ କାର୍ଯ୍ୟ ମଧ୍ୟ ଅନୁଷ୍ଠିତ ହେଉଛି ।  ଏ ବର୍ଷ ଆକର୍ଷଣୀୟ ମେଢ଼,ସୁଉଚ୍ଚ ତୋରଣ ଓ ରଙ୍ଗୀନ ଆଲୋକମାଳାରେ ଝଲସୁଛି ସମଗ୍ର ଅଞ୍ଚଳ । ଏହି ଅବସରରେ ମୁରାସୁର ଦରବାର ଅନୁଷ୍ଠିତ ହେଉଛି। ଜିଲ୍ଲା ଛାତ୍ର ବିଜେଡ଼ି ଅମୀୟ ରଞ୍ଜନ ଦାସ, ବୀରମହାରାଜପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ କୁମ୍ଭକାର, ସ୍ଥାନୀୟ ରଘୁନାଥ ହାଇସ୍କୁଲ ପ୍ରଧାନ ଶିକ୍ଷକ କାଲିଆ କର୍ମୀ ପ୍ରମୁଖ ରାଜା ଅତିଥି ଭାବେ ଯୋଗଦେଇ ସାଂସ୍କୃତିକ ବାର୍ତ୍ତା ପ୍ରଦାନ କରିଥିଲେ।

ଦ୍ବିତୀୟ ପର୍ଯ୍ୟାୟ କଂଗ୍ରେସ ନେତା ବିନୋଦ ପାତ୍ର, ସାମ୍ବାଦିକ ଶେଷଦେବ ବାରିକ, ରାଜେଶ ସେଠୀ, ବିନୋଦ ପାଣ୍ଡେ, ସନାତନ ନାଗ, ପ୍ରହଲ୍ଲାଦ ବିହାରୀ ଦାସ ରାଜ ଅତିଥି ଭାବେ ଯୋଗଦେଇ ଥିଲେ। ପ୍ରତ୍ୟହ ସନ୍ଧ୍ୟା ସମୟରେ ରାଜ ଦରବାରରେ ଆଧୁନିକ ଓ ଲୋକନୃତ୍ୟ ସାଙ୍ଗକୁ ମୁକ୍ତାକାଶ ରଙ୍ଗମଞ୍ଚ ରେ ଶେଷ ନୃସିଂହଙ୍କ ବିଦ୍ୟା ଶିକ୍ଷା ଉପରେ ନାଟ୍ୟାଭିନୟ ଲୋକଙ୍କୁ ଖୁବ ଆମୋଦ ଦେଉଛି।  ଏହା ବାଦ୍ ମିନାବଜାର, ଚକ୍ରଦୋଳି ସାଙ୍ଗକୁ ବିଭିନ୍ନ ଘରକରଣା ସାମଗ୍ରୀର କିଣାବିକା ଯୋଗୁଁ ଖୁବ ଗହଲି ଲାଗୁଛି। ଏହା ସହ ହନୁମାନ ପୂଜା ଓ ଯଜ୍ଞ ମଧ୍ୟ ହେଉଥିବା ଦେଖିବାକୁ ମିଳିଛି।‌ ସକାଳେ ଲକ୍ଷ୍ମୀପୁଜା ହେବା ସହିତ ସନ୍ଧ୍ୟାରେ ଆଳତୀ ବେଳେ ଶ୍ରଦ୍ଧାଳୁଙ୍କ ଗହଳି ଲାଗି ରହୁଛି। କମିଟିର ସହ ସମ୍ପାଦକ ବିଦ୍ୟାଧର ଖୁର୍ଡୀଆ ରଙ୍ଗମଞ୍ଚ ପରିଚାଳନା କରିଥିଲେ। ଏଥିରେ କମିଟିର ପରିଚାଳନା ସଭାପତି ଲବ କୁମାର ସାହୁ, ଉପ ସଭାପତି ଧନଞ୍ଜୟ ସାହୁ, ସମ୍ପାଦକ ତ୍ରୟଞ୍ଜିବୀ ମିଶ୍ର,  କୋଷାଧ୍ୟକ୍ଷ ସତ୍ୟମୋହନ ବେଦପାଣି, ଉପଦେଷ୍ଟା ରାଜ ଗୋପାଲ ପାଣିଗ୍ରାହୀ ଓ କୁଶ କୁମାର ସାହୁ ପ୍ରମୁଖ ଉପସ୍ଥିତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   16-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026

You Might Also Like