-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

କେସିଙ୍ଗା ରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଭର୍ଟୁଆଲ ମୋଡ ରେ ପ୍ରସାର

05-Nov-2023



କେସିଙ୍ଗା ( କେଶବ ମେହେର)
କଳାହାଣ୍ଡି ଜିଲ୍ଲା କେସିଙ୍ଗା ମିନି ଷ୍ଟାଡିୟମ ପଡିଆ ଠାରେ 
ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ର ଅନେକ ଲୋକାଭିମୁଖୀ ପ୍ରକଳ୍ପର ପ୍ରସାର କାର୍ଯ୍ୟ ମାନ୍ୟବର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ  ଭର୍ଟୁଆଲ ମୋଡ ରେ ଉଦଘାଟନ କରିଛନ୍ତି ସେହିଭଳି ଗତ ୨ ଦିନ ତଳେ କଳାହାଣ୍ଡି ଜିଲ୍ଲା ର ମେଡିକାଲ୍ କଲେଜ କୁ କଳାହାଣ୍ଡି ର ସହିଦ ରେଣ୍ଡୋ ମାଝୀ ଙ୍କ ନାମରେ ନାମିତ କରିଥିବା ବେଳେ କଳାହାଣ୍ଡି ବିଶ୍ଵ ବିଦ୍ୟାଳୟ କୁ କଳାହାଣ୍ଡି ର ଇଷ୍ଟଦେବୀ ମାଁ ମାଣିକେଶ୍ଵରୀ ଙ୍କ ନାମରେ ନାମିତ କରିଥିଲେ ଏବଂ କଳାହାଣ୍ଡି ଜିଲ୍ଲାରେ ପ୍ରତ୍ୟେକ ପଞ୍ଚାୟତ କୁ ବସ ସେବା ଯୋଗାଇବା ଉଦ୍ଧେଶ୍ୟରେ ଲକ୍ଷ୍ମୀ ବସ ଯୋଜନା ଶୁଭାରମ୍ଭ କରିଥିଲେ ସେହିଭଳି  ନର୍ଲା ଖେଳ ପଡିଆ ଠାରେ ହଜାର ହଜାର ସଂଖ୍ୟାରେ ଉପସ୍ଥିତ ଥିବା ନାରୀ ଶକ୍ତି ଗହଣରେ ମାନ୍ୟବର ମୁଖ୍ୟନ୍ତ୍ରୀ ନର୍ଲା ବ୍ଲକ ର ୨୬ ଗୋଟି ପଞ୍ଚାୟତ କୁ ୫୦ ଲକ୍ଷ ଟଙ୍କା ର ଅର୍ଥ ରାଶି ଘୋଷଣା କରିବା ସହ ଅନେକ ପ୍ରକଳ୍ପ ର ଅର୍ଥ ମଞ୍ଜୁର କରିଥିବା ଘୋଷଣା କରିଥିଲେ ଏବଂ ମାନ୍ୟବର 5T ଅଧ୍ୟକ୍ଷ ଶ୍ରୀଯୁକ୍ତ ଭି କେ ପାଣ୍ଡିୟନ୍ କଳାହାଣ୍ଡି ଜିଲ୍ଲା କାର୍ଯ୍ୟକାରୀ ହେଉଥିବା ଅନେକ ଲୋକାଭିମୁଖୀ ଯୋଜନା ର ସଫଳ ରୂପାୟନ ପାଇଁ ସମସ୍ତ ଙ୍କୁ ସଚେତନ ରହିବା ପାଇଁ କହିଥିଲେ ଏବଂ 5T ଅଧ୍ୟକ୍ଷ ଏହି ଭର୍ଟୁଆଳ ସଭା କୁ ପରିଚାଳନା କରିଥିବା ବେଳେ ଜିଲ୍ଲାପାଳ କଳାହାଣ୍ଡି ପି ଅନ୍ୱେଷା ରେଡ୍ଡୀ ମାନ୍ୟବର ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷ ଶ୍ରୀଯୁକ୍ତ ଭି କେ ପାଣ୍ଡିୟନ୍ ମହୋଦୟ ଙ୍କୁ ଧନ୍ୟବାଦ ଅର୍ପଣ କରିବା ସହ ଜିଲ୍ଲାର ସମସ୍ତ ବିଧାୟକ ବ୍ଲକ ଅଧ୍ୟକ୍ଷ , ଉପାଧ୍ୟକ୍ଷ , ସରପଞ୍ଚ , ସମିତି ସଭ୍ୟ ଓ ୱାର୍ଡ ସଭ୍ୟ , ଗଣମାଧ୍ୟମ ପ୍ରତନିଧିମାନଙ୍କୁ  ଓ SHG, ର MBK,CRP, ମାନଙ୍କୁ,ଧନ୍ୟବାଦ ଅର୍ପଣ କରିଥିଲେl ଏହି କାର୍ଯ୍ୟକ୍ରମ ରେ ପୂର୍ବତନ ସଦରବିଧାୟକ ଶ୍ରୀଯୁକ୍ତ ଦୁଷ୍ମନ୍ତ ନାଏକ, ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ଚନ୍ଦନ କୁମାର ସେନାପତି,ବ୍ଲକ ଉପାଦକ୍ଷl ଶ୍ରୀମତୀ ରାଜଲକ୍ଷ୍ମୀ ପଟ୍ଟନାଏକ,ଙ୍କ ସମେତ ସରପଞ୍ଚ , ସମିତି ସଭ୍ୟ ଜିଲ୍ଲା ପରିଷଦ ସଭ୍ୟ ସଭ୍ୟା,ଓ ବ୍ଲକ ସମସ୍ତ ଅଧିକାରୀ ଏବଂ ଗଣମାଧ୍ୟମ ପ୍ରତିନିିଧି ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like