-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ଥ୍ରି ପି - ସାମ୍ବାଦିକଙ୍କ ପେନସନ , ପ୍ରେଷ୍ଟିଜ୍ ଓ ପ୍ରୋଟେକସନ କୁ ନେଇ ଓୟୁଜେ ରାଜ ରାସ୍ତା କୁ ଓହ୍ଲାଇବ, ଓୟୁଜେ ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

05-Nov-2023



ବଲାଙ୍ଗୀର(ପ୍ରେରଣା ଖବର ବ୍ୟୁରୋ ):  ଥ୍ରୀ ପି -  ସାମ୍ବାଦିକଙ୍କ ପାଇଁ ପେନସନ, ପ୍ରେଷ୍ଟିଜ୍ ଓ ପ୍ରୋଟେକସନକୁ ନେଇ ଓୟୁଜେ ଆଗାମୀ ଦିନରେ ରାଜ ରାସ୍ତାକୁ ଓହ୍ଲାଇବ ବୋଲି ଆଜି ବଲାଙ୍ଗିର ଠାରେ ଅନୁଷ୍ଠିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ରେ ନିଷ୍ପତ୍ତି ନିଆଯାଇଛି। ଓୟୂଜେ ର ରାଜ୍ୟ ସଭାପତି ପ୍ରସନ୍ନ ମହାନ୍ତିଙ୍କ ସଭାପତିତ୍ବ ଓ ସାଧାରଣ ସମ୍ପାଦକ ଅଶୋକ ନନ୍ଦଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଗୁରୁତ୍ବପୁର୍ଣ ବୈଠକରେ ଉପସ୍ଥିତ ସଦସ୍ୟ ମାନେ ନିଜ ନିଜ ମତ ରଖି ପ୍ରସନ୍ନ ମହାନ୍ତିଙ୍କ ସୁଦୃଢ଼ ନେତୃତ୍ୱକୁ ଆହୁରି ସୁଦୃଢ଼ କରିବା ସହ ଭାଇଚାରାର ସଂଘ ଓୟୁଜେ କୁ ଆଗାମୀ ଦିନରେ ଆହୁରି କିଭଳି ସଂଗଠିତ କରାଯାଇ ପାରିବ ତା ଉପରେ ଆଲୋଚନା ହୋଇଥିଲା। ଏଥିରେ ଆଗାମୀ ଦିନରେ ଓଡ଼ିଶା ରାଜ୍ୟ ସରକାରଙ୍କ ପାଖରେ ଥ୍ରି ପି -  ସାମ୍ବାଦିକଙ୍କ ପେନସନ , ପ୍ରେଷ୍ଟିଜ୍ ଓ ପ୍ରୋଟେକସନକୁ ନେଇ ଓୟୁଜେ ରାଜରାସ୍ତାକୁ ଓହ୍ଲାଇବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ସଭାରେ ଏହାସହ ଡିସେମ୍ବର ୨୨ରେ ହେବାକୁ ଥିବା ଆଗାମୀ ଦ୍ଵିବାର୍ଷିକ ନିର୍ବାଚନ ପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଥିଲା। ଏଥିରେ ବରିଷ୍ଠ ସଦସ୍ୟ ଅକ୍ଷୟ ସାହୁଙ୍କୁ ରାଜ୍ୟ ଦ୍ଵିବାର୍ଷିକ ନିର୍ବାଚନ ଅଧିକାରୀ ଏବଂ ଅନ୍ୟତମ ବରିଷ୍ଠ ସଦସ୍ୟ ପ୍ରଫୁଲ୍ଲ ମହାନ୍ତିଙ୍କୁ ସହ ନିର୍ବାଚନ ଅଧିକାରୀ ଭାବରେ ମନୋନୀତ କରାଯାଇଥିଲା। ସେହିପରି ଓୟୁଜେ ପକ୍ଷରୁ ଆଜିଠାରୁ ଡିଜିଟାଲ ମିଡ଼ିଆରେ ତାଳ ଦେଇ ଚାଲିବା ସକାଶେ ସୋସିଆଲ ମିଡିଆ ସଂଯୋଜକ ଭାବରେ କିଶନ ରାଉତଙ୍କୁ ଦାୟିତ୍ଵ ଦାଇଆଗଲା। ସେହିପରି ସମସ୍ତ ଜିଲ୍ଲାରେ ଜଣେ ଜଣେ ସୋସିଆଲ ମିଡିଆ ସଂଯୋଜକ ରହିବେ ବୋଲି ନିଷ୍ପତି ହୋଇଥିଲା। ସଭାରେ ଅନ୍ୟ ମାନଂକ ମଧ୍ୟରେ ଉପ ସଭାପତି ଦ୍ବୟ କିଶନ ରାଉତ ଓ ରାଜେଶ ପଟ୍ଟନାୟକ, ସମ୍ପାଦକ ପ୍ରସନ୍ନ ପାଇକରାଏ ଓ ସମର୍ଜିତ୍ ମହାନ୍ତି , କୋଷାଧ୍ୟକ୍ଷ ଅମୁଲ୍ୟ ସ୍ୱାଇଁ ମଞ୍ଚାସୀନ ଥିଲେ।
   ଏହି ବୈଠକ ତିନୋଟି ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ କାର୍ଯ୍ୟକର୍ତ୍ତା ବୈଠକ ଦ୍ଵିତୀୟରେ ରାଜ୍ୟ କାର୍ଯ୍ୟକାରିଣୀ ଓ ତୃତୀୟ ପର୍ଯ୍ୟାୟରେ ରାଜ୍ୟର ଜିଲ୍ଲା ଗୁଡ଼ିକ ର ସାଂଗଠାନିକ ଆଲୋଚନା ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like