-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||     

HOME   ଜିଲ୍ଲା

ବିଶାଳ ଆୟୁର୍ବେଦିକ ମାଗଣା ଚିକିତ୍ସା ଶିବିର ,୩୦୪ ରୋଗୀଙ୍କୁ ମିଳିଲା ଚିକିତ୍ସା ଏବଂ ଔଷଧ ବଣ୍ଟନ ଶିବିର

06-Nov-2023



 ବଲାଙ୍ଗୀର(ପ୍ରେରଣା ଖବର ): ସ୍ୱାସ୍ଥ୍ୟ ବିଷୟରେ ଲୋକଙ୍କ ମଧ୍ୟରେ ସଚେତନତା ବୃଦ୍ଧି କରିବାକୁ, ସାମାଜିକ ସଂଗଠନ ସହଯୋଗ  ଫାଉଣ୍ଡେସନ୍ ବଲାଙ୍ଗୀର ଏକ ବିଶାଳ ଆୟୁର୍ବେଦିକ ମାଗଣା ଚିକିତ୍ସା ଶିବିର ଦ୍ୱାରା  ୩୦୪  ରୋଗୀଙ୍କୁ ଚିକିତ୍ସା ସହିତ ଔଷଧ ବିତରଣ କରାଯାଇ ଥିଲା 
   ଏହି ଶିବିର ବଲାଙ୍ଗୀର  ଆର୍ ଏମ୍ ସି ଅଫିସ ପରିସରରେ ଆୟୋଜିତ ହୋଇଥିଲା | ଆୟୁର୍ବେଦିକ ହସ୍ପିଟାଲର ଡକ୍ଟର ଶଙ୍କର ପାଣିଗ୍ରାହୀ,  ଡକ୍ଟର ରାମପ୍ରସାଦ ପଣ୍ଡା ଏବଂ ଡକ୍ଟର ନେହା ଅଗ୍ରୱାଲ ସମସ୍ତ ରୋଗୀଙ୍କ ଚିକିତ୍ସା କରିଥିଲେ।  ଶିବିରର ସଂଯୋଜକ ଲୀଳାମୟ  ସାହୁ ଏବଂ ସୁଶାନ୍ତ ପାତ୍ର କହିଛନ୍ତି ଯେ ବିଭିନ୍ନ ରୋଗ, ସେମାନଙ୍କର ନିରାକରଣ,

ଚିକିତ୍ସା ଏବଂ ପ୍ରତିରୋଧ ବିଷୟରେ ଲୋକଙ୍କୁ ଅଧିକ ସଚେତନ ତଥା ଜ୍ଞାନବାନ କରିବା ଏହି   ଶିବିରର ମୂଳ ଉଦ୍ଦେଶ୍ୟ।
ଆଜିର ସ୍ୱାସ୍ଥ୍ୟ ଶିବିରକୁ ସଫଳ କରିବାରେ ଡକ୍ଟର ପଞ୍ଚାନନ୍ ପ୍ରଧାନ, ରାମ ନାରାୟଣ ଦାଶ, ପୱନ ଅଗ୍ରୱାଲ, ପୀୟୁଷ ଅଗ୍ରୱାଲ, ଅବ୍ନିଶ ଅଗ୍ରୱାଲ, , ଦୁର୍ଗା ପ୍ରସାଦ ଆଚାର୍ଯ୍ୟ, ଜୟ, ସୁଜିତ, ବାସୁଦେବ, ପ୍ରେମଜିତ, ଦେବ ସାହୁ, ସୁଜିତ ସାହୁ, ରାଜୀବ  ନାୟକ, କିଶୋର, ରାଜେଶ ,ସୁଦୀପ୍ତ , କହେୟ   ଲାଲ ଅଗ୍ରୱାଲ , ରାମ ଅବତାର ଅଗ୍ରୱାଲ ତୋଫାନ ପାତ୍ର ଙ୍କ  ଠାରୁ ଉତ୍କୃଷ୍ଟ ସମର୍ଥନ ମିଳିଥିଲା  | ସହଯୋଗ ଫାଉଣ୍ଡେସନର  ସମ୍ପାଦିକା ପିଙ୍କି ମୋଦୀ ସୂଚନା ଦେଇଛନ୍ତି ଯେ ଖୁବ ଶୀଘ୍ର ବିଭିନ୍ନ ଗ୍ରାମରେ  ମାଗଣା ଚିକିତ୍ସା ଶିବିର ଆୟୋଜନ କରାଯିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026
  ରାଜ୍ୟ  
୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   03-Sep-2026
  ଜିଲ୍ଲା  
ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   03-Sep-2026

You Might Also Like