-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର: ବିଭିନ୍ନ ୨୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

06-Nov-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ସୁବର୍ଣ୍ଣପୁର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଶିବିରରେ ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ ରାୟ ଓ  ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୯ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିବା ବେଳେ ତନ୍ମଧ୍ୟରେ ୨0 ଗୋଟି ବ୍ୟକ୍ତିଗତ ଓ ୯ ଗୋଟି ସାମୁହିକ ଦରଖାସ୍ତ ରହିଛି l ଶିବିରରେ ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ ସୋନପୁର ସୌମ୍ୟ ରଞ୍ଜନ ସ୍ୱାଇଁ ଙ୍କ ତତ୍ୱାବଧାନରେ  ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲା ବନଖଣ୍ଡ ଅଧିକାରୀ ମଦନଲାଲ ଶର୍ମା,ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ, ପ୍ରକଳ୍ପ ନିର୍ଦେଶକ ଡୁଡା ବିଶ୍ୱନାଥ ବାରିକ, ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ସନତ ନାୟକ, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଓ ଚିକିତ୍ସାଧିକାରୀ ଡ଼ଃ ମନୋଜ କୁମାର ଅଦାବର, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀ, ଜିଲ୍ଲା ମତ୍ସ୍ୟ ଅଧିକାରୀ ପ୍ରସନ୍ନ ପଟ୍ଟନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଡି ଡବ୍ଲୁ ଓ ଅଚ୍ୟୁତାନନ୍ଦ ସିଂ,

ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନ, ସି ଡି ଭି ଓ ଡ଼ଃ ଅନନ୍ତ ରାଉତ, ନିର୍ବାହୀ ଯନ୍ତ୍ରୀ ଆରଡି. ଇଂ ବି ନରେନ କିଶନ ରେଡ୍ଡୀ, ନିର୍ବାହୀ ଯନ୍ତ୍ରୀ ଟିପି ଓ ଡବ୍ଲୁ ଓ ଡି ଏଲ ଅଶୋକ ମିଶ୍ର, ନିର୍ବାହୀ ଯନ୍ତ୍ରୀ ଏଲ ଆଇ ଇଂ ପ୍ରଫୁଲ୍ଲ ବେହେରା, ଡି ଏଲ ଓ ଡିଲେଶ୍ୱର ଖାକା, ତହସିଲଦାର ସୋନପୁର ଡ.ସୋମ୍ୟାରୁପା ରଥ, ନିର୍ବାହୀ ଅଧିକାରୀ ପୌର ପରିଷଦ ସୋନପୁର ମନୋରଞ୍ଜନ ପଣ୍ଡା,ତଥା ଅନ୍ୟାନ୍ୟ ଜିଲ୍ଳାସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026
  ରାଜ୍ୟ  
୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   03-Sep-2026
  ଜିଲ୍ଲା  
ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   03-Sep-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026

You Might Also Like