-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||     

HOME   ଜିଲ୍ଲା

କୂଳତା ଯୁବ ସମୁଖ୍ୟ ତରଫରୁ ମାଗଣା ମେଗା ଆୟୁର୍ବେଦିକ ସ୍ୱାସ୍ଥ୍ୟ ଶିବିର ।

06-Nov-2023



ପାଟଣାଗଡ଼  (ପୂର୍ଣ୍ଣ ଶଶୀ ଶେଖର ରାଓ)
ପାଟଣାଗଡ଼ ବ୍ଲକ ସ୍ଥାନୀୟ ଗଡ଼ଭିତର ଭୁଲିଆ ସମାଜ ଧର୍ମଶଳା ଠାରେ କୂଳତା ଯୁବ ସମୁଖ୍ୟ ତରଫରୁ ମେଗା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ପାଟଣାଗଡ଼ ଉପଖଣ୍ଡ ଚିକିତ୍ସା ଅଧିକାରୀ ଡ଼ ପୀତବାସ ସା ଆନୁଷ୍ଠାନିକ ଭାବେ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଶୁଭ ଉଦଘାଟନ କରିଥିଲେ ।  ଶ୍ରୀ ଶ୍ରୀ ନୃସିଂହନାଥ ଆୟୁର୍ବେଦ ମହାବିଦ୍ୟାଳୟ ଏବଂ ଗବେଷଣା ପ୍ରତିଷ୍ଠାନ  ପାଇକମାଲର ବିଶେଷଜ୍ଞ ଡାକ୍ତର ଓ ଫାର୍ମାସିଷ୍ଟଙ୍କ ଦ୍ୱାରା ରୋଗୀ ମାନଙ୍କ ସମ୍ପୂର୍ଣ ମାଗଣା ଚିକିତ୍ସା କରାଯାଇ ରୋଗୀ ମାନଙ୍କୁ ଔଷଧ ବଣ୍ଟନ କରାଯାଇଥିଲା । ଡ଼ କାମିନୀ କର ( ଶିଶୁ ରୋଗ ବିଶେଷଜ୍ଞ ),ଡ଼ ନଳିନୀ ଦାସ (ସ୍ତ୍ରୀ ରୋଗ ବିଶେଷଜ୍ଞ ),ଡ଼ ଜଗବନ୍ଧୁ ମିଶ୍ର ( ଭେଷଜ ବିଶେଷଜ୍ଞ ),ଡ଼ ଅଭିରାମ ଠାକୁର  ( ଶଲ୍ୟ ବିଶେଷଜ୍ଞ ),ଡ଼ ଯଶୋବନ୍ତ ସାହୁ ପଞ୍ଚକର୍ମ, ଡ଼ ଅନୁପମ କାଳିଆ (ବରିସ ଚିକିତ୍ସକ ) ପ୍ରମୁଖ ରୋଗୀ ମାନଙ୍କୁ ଚିକିତ୍ସା କରିଥିଲେ । ଏହି ସ୍ୱାସ୍ଥ୍ୟ ଶିବିରରେ ଅଞ୍ଚଳର ଏକ ହଜାରରୁ ଉର୍ଦ୍ଧ୍ବ ରୋଗୀ ଚିକିତ୍ସିତ ହୋଇଥିଲେ । ଏହି ଶିବିରକୁ ପାଟଣାଗଡ଼  କୂଳତା ଯୁବ ସମୁଖ୍ୟର ସଭାପତି ଭୀମସେନ ବିଶ୍ୱାଳ, ସମ୍ପାଦକ ଗୋପାଳ ସାହୁ, ସହ ସମ୍ପାଦକ ପ୍ରମୋଦ ସାହୁ, କୋଷାଧ୍ୟକ୍ଷ ସୁଯୋଗ ଚନ୍ଦ୍ର ପଧାନ, ଗୋଲକ ଚନ୍ଦ୍ର ବାରିକ,ଦିଲୀପ କୁମାର ସାହୁ, ଦିବାକର ବିଶ୍ୱାଳ, ନରସିଂହ ପଧାନ,ବିରଞ୍ଚି ଭୋଇ,ରାଧେଶ୍ୟାମ ଖମାରୀ, ସନ୍ତୋଷ ପଧାନ, ଅଶୋକ ପଧାନ,ଭକ୍ତ ଚରଣ ପଧାନ, ଭଗବାନ ବିଶ୍ୱାଳ, ଶିବ ନାଏକ, ଛାୟାକାନ୍ତ ସାହୁ, ଖଗେଶ୍ୱର ସାହୁ, ଜତୀ ପଧାନ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026
  ରାଜ୍ୟ  
୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   03-Sep-2026
  ଜିଲ୍ଲା  
ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   03-Sep-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026
  ରାଜ୍ୟ  
ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା   03-Sep-2026

You Might Also Like