-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||     

HOME   ଜିଲ୍ଲା

ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟରେ ୭ଜଣ  ମହାପୁରୁଷ ଙ୍କ ପ୍ରତିମୂର୍ତ୍ତି ଅନାବରଣ ଉତ୍ସବ

06-Nov-2023



ବଲାଙ୍ଗିର,ଆଜି ସ୍ଥାନିୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଭାରତ ମାଟିର ୭ଜଣ ମହାପୁରୁଷ ଜାତିର ପିତା ମହାତ୍ମା ଗାନ୍ଧୀ,ଉତ୍କଳମଣି ଗୋପବନ୍ଧୁ ଦାଶ, ଉତ୍କଳଗୌରବ ମଧୂସୂଦନ ଦାସ, ନେତାଜୀ ସୁବାଷ ଚନ୍ଦ୍ର ବୋଷ, ବୀର ସୁରେନ୍ଦ୍ର ସାଏ, ବି.ଆର୍ ଆମ୍ବେଦକର ଓ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତି ଅନାବରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଯୋଗ ଦେଇ ବଲାଙ୍ଗୀର ଜିଲ୍ଲାରେ ଜନ୍ମଗ୍ରହଣ କରିଥିବା ସ୍ୱାଧୀନାତା ସଂଗ୍ରାମୀ ଓ ମହାପୁରୁଷ ମାନଙ୍କୁ ମଧ୍ୟ ଛାତ୍ରଛାତ୍ରୀ ମାନେ ମନେ ପକାଇବା ଉଚିତ ବୋଲି କହିଥିଲେ । ବଲାଙ୍ଗୀର ମାଟିର ବିକାଶ ମାନଙ୍କ ପାଇଁ ଏ ମାଟିର ମହାପୁରୁଷଙ୍କ ମହନୀୟ ଅବଦାନକୁ ପିଲା ମାନେ ମନେ ପକାଇଲେ ତାଙ୍କର

ଭବିଷ୍ୟତ ଉଜ୍ୱଳମୟ ହେବ ବୋଲି ବିଧାୟକ ଶ୍ରୀ ମିଶ୍ର କହିଥିଲେ । ବଲାଙ୍ଗିରରେ ପୂର୍ବରୁ ମଧ୍ଯ ଗଣତନ୍ତ୍ର କାର୍ଯ୍ୟ କରୁଥିଲା l ଏହି ଟାଉନ୍ଅ ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରତିଷ୍ଠl ଦିଗରେ ମଧ୍ଯ ଏ ମାଟିର ଅନେକ ବରପୁତ୍ର ଙ୍କ ଅବଦାନ କୁ ମନେ ପକାଇବାକୁ ପଡିବ ବୋଲି ଶ୍ରୀ ମିଶ୍ର କହିଥିଲେ l ଅନ୍ୟତମ ଅତିଥି ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ଧୃବଚରଣ ବେହେରା, ଉତ୍କଳ ସ୍ୱାଭିମାନ ମଂଚର ସଭାପତି ରାଧାକାନ୍ତ ଦାସ, ଯୁଗ୍ମ ସଂପାଦକ ବାସୁଦେବ ସାହୁ, ମଂଚର ଦକ୍ଷିଣ ଓଡ଼ିଶା ସଂଯୋଜକ ମୃତ୍ୟୁଞ୍ଜୟ ମିଶ୍ର, ବଲାଙ୍ଗୀର ନାଗରିକ କମିଟିର ସଭାପତି ଇଂ. ବେଲାରସିଂ ଭୋଇ ଓ ପଥରଚେପା ଆଦର୍ଶ ବିଦ୍ୟାଳୟର ପ୍ରଧାନଶିକ୍ଷକ କ୍ଷମାନିଧି ଝାଙ୍କର ପ୍ରମୁଖ ମଂଚାସୀନ ରହିଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍‌ବୋଧାନ ଦେଇଥିଲେ । ଅନାବରଣ ହୋଇଥିବା ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତି କୁ ଦେଖି ପିଲା ମାନେ ଏମାନଙ୍କ ଆଦର୍ଶ ଅନୁସରଣ କରି ତାଙ୍କ ଦୈନନ୍ଦିନ ଜୀବନରେ ଏହାକୁ ପ୍ରୟୋଗ କରିବାକୁ ହେବ ବୋଲି

ଅତିଥି ମାନେ କହିଥିଲେ । କାର୍ଯ୍ୟକ୍ରମକୁ ସଫଳ କରିବାରେ ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମେତ ପୂର୍ବତନ ପ୍ରଧାନ ଶିକ୍ଷକ ତଥା ବଲାଙ୍ଗୀର ନାଗରିକ କମିଟି ର ସଂପାଦକ ମନୋରଂଜନ ସାହୁ ସହଯୋଗ କରିଥିଲେ ।  ସ୍କୁଲର ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାଥ ମିଶ୍ରଙ୍କ ପରିଚାଳନାରେ ଆୟୋଜିୟତ ଏହି ସଭାକୁ ଶିକ୍ଷୟିତ୍ରୀ ନନ୍ଦିନୀ ସାହୁ ସଂଯୋଜନା କରିଥିଲେ । ଶେଷରେ ଶିକ୍ଷୟିତ୍ରୀ ଅରୁନ୍ଧତି ବଢ଼େଇ ଧନ୍ୟବାଦ ଅର୍ପଣ କରିଥିଲେ । ପରେ ପରେ ସ୍କୁଲର ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲ।। 


News Comment




Photo in News

Advertisment
Lastest News
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026
  ରାଜ୍ୟ  
୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   03-Sep-2026
  ଜିଲ୍ଲା  
ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   03-Sep-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026
  ରାଜ୍ୟ  
ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା   03-Sep-2026
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026

You Might Also Like