-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||     

HOME   ଜିଲ୍ଲା

ଭାରତୀୟ ମାନବିକ ଅଧିକାର ପରିଷଦ ପକ୍ଷରୁ ବୈଠକ ।

06-Nov-2023



ନୂଆପଡା (ଡୋଲେଶ୍ୱର ବାଗ)
ନୂଆପଡ଼ା ଜିଲ୍ଲା ବୋଡ଼େନ ଠାରେ ନୂତନ କାର୍ଯ୍ୟଜାରି ସଦସ୍ୟ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।ବୈଠକ ରେ ନୂଆପଡ଼ା ଜିଲ୍ଲା ମାନବ ଅଧିକାର ପରିଷଦ ର ସଭାପତି ଧବଳେଶ୍ଵର କୁଲଦୀପ ଉପସ୍ଥିତ ରହିଥିବା ବେଳେ ବୋଡ଼େନ ବ୍ଲକ ସଭାପତି ହରମୋହନ ଜଗତ ସିନାପାଲି ବ୍ଲକ ସଭାପତି ଧନୀରାମ ମାଝୀ, କୋମନା ବ୍ଲକ ସଭାପତି ରୋହିତ କୁମ୍ଭାର ତଥା ଏକ୍ଟିଭ ସଦସ୍ୟ ପବିତ୍ର ରାଉତ ସିନାପାଲି ବ୍ଲକ, କୟୁମ୍ ମହମ୍ମଦ କୋମନା ବ୍ଲକ ଅଂଶଗ୍ରହଣ କରିଥିଲେ। ଉକ୍ତ ବୈଠକରେ ମୁଖ୍ୟତଃ ମହିଳା ଶିଶୁ ଅଧିକାର, ଦାଦନ ଶ୍ରମିକ ଙ୍କ ଅଧିକାର, ସର୍ବନିମ୍ନ ମାନବିକ ସହାୟତା, ପୋଲିସ ଓ ସାଧାଣଲୋକଙ୍କ ମଧ୍ୟରେ ସୁସଂହତି ସ୍ଥାପନ,ପରିବେଶ ପ୍ରଦୂଷଣ ନିୟନ୍ତ୍ରଣ, ଖାଦ୍ୟ ପଦାର୍ଥ ରେ ଅପମିଶ୍ରଣ ରୋକିବା, ଦୁର୍ନୀତି ନିବାରଣ, ଶ୍ରମିକ ଶୋଷଣ ବିରୁଦ୍ଧରେ ଜାଗରଣ, ଯୌତୁକ ନିର୍ଯ୍ୟାତନା ବନ୍ଦ କରିବା, ଇତ୍ୟାଦି ବିଷୟରେ ଆଲୋଚନା କରାଯାଇଥିଲା । ସେହିପରି ଆବଶ୍ୟକତା ପଡ଼ିଲେ ଦୁର୍ନୀିତୀଗ୍ରସ୍ତ ବ୍ୟକ୍ତି ବିଶେଷ ଙ୍କ କାର୍ଯ୍ୟକଳାପ କୁ ଲୋକ ଲୋଚନ କୁ ଆଣିବା ପାଇଁ ସୂଚନା ଅଧିକାର ଆଇନ ପ୍ରୟୋଗ କରିବା କୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଆୟୋଜିତ ବୈଠକ ରେ ବୋଡ଼େନ ଡ୍ରାଇଭର ମହାସଂଘର ସଭାପତି ପୁରନ୍ଧର ବାଗ ଏବଂ ବରିଷ୍ଟ ଉପଦେଷ୍ଟା କଳ୍କୀରାମ ଜଗତ ସକ୍ରିୟ ଅଂଶଗ୍ରହଣ କରି ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ। ଏହା ସହିତ ସକ୍ରିୟ ଭାବେ ଭବିଷ୍ୟତ ରେ ଏହି ଜାଗରଣ କାର୍ଯ୍ୟ କୁ ଅନବରତ ଭାବରେ ଜାରି ରଖିବା ପାଇଁ ସ୍ଥିରୀକୃତ କରାଯାଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026
  ରାଜ୍ୟ  
୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   03-Sep-2026
  ଜିଲ୍ଲା  
ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   03-Sep-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026
  ରାଜ୍ୟ  
ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା   03-Sep-2026
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026

You Might Also Like