-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||     

HOME   ଜିଲ୍ଲା

ମଣିଷ ଖିଆ କଲରା ପତରିଆ ବାଘ ଯନ୍ତା ରେ କଏଦ, ଦୁଇ ମଣିଷ କୁ ଆକ୍ରମଣ, ଜଣେ ମହିଳା ଙ୍କ ମୃତ୍ୟୁ, ଶିଶୁ ଅଳ୍ପେକ ବାର୍ତ୍ତିଲେ

06-Nov-2023



ନୂଆପଡା ( ଡୋଲେଶ୍ୱର ବାଗ)
ନୂଆପଡ଼ା ଜିଲ୍ଲା ଧରମବନ୍ଧା ପାଣ୍ଠି  ଅନ୍ତର୍ଗତ ସିଲିହାରିବାହାରା ଗ୍ରାମରେ ମଣିଷ ଖିଆ କଲରା ପତରିଆ ମହିଳା ଙ୍କୁ ଆକ୍ରମଣ କରି ଜଙ୍ଗଲ ରେ ଆହାର ବନାଇଥିଲା। ପରେ ଗ୍ରାମ ନିକଟବର୍ତ୍ତି  ଗ୍ରାମ କୋଦୋପାଲି ରେ ଜଣେ ଆଠବର୍ଷ ଶିଶୁ କୁ ଝାମ୍ପିବା ଉଦ୍ୟମ କରିଥିବା  ବେଳେ ବିଫଳ ହୋଇଥିଲା। ଗତ ରାତ୍ରି ରେ ସିଲିହାରିବାହାରା ଗ୍ରାମକୁ ପ୍ରତ୍ୟାବର୍ତ୍ତନ କରିଥିବା ଏକ ଘରେ ପ୍ରବେଶ କରିଥିଲା। ବାଘ ସଲାପ ଉପରେ ଥିବା ବେଳେ ଘରକୁ ପ୍ରବେଶ କରିଥିବା  ପରେ ଗ୍ରାମବାସୀମାନେ  ଅଟକ ରଖି ବନ୍ ବିଭାଗ କର୍ମଚାରୀ ଙ୍କୁ ଖବର ଦେଇଥିଲେ। ବନ୍ ବିଭାଗ ପକ୍ଷ ରୁ ବାଘ କୁ ଧରିବା ପାଇଁ ଯନ୍ତା ଖଞ୍ଜା ଯାଇଥିଲେ। ବିଳମ୍ବିତ ରାତ୍ରୀରେ ମଣିଷ ଖିଆ କଲରା ପତରିଆ ବାଘ ଯନ୍ତା ରେ କଏଦ ହୋଇଅଛି। ବାଘ କୁ ଉଦ୍ଧାର କରି ନୂଆପଡ଼ା ରେଞ୍ଜ କାର୍ଯ୍ୟାଳୟ ରେ ରଖାଯାଇଛି। ସ୍ବାସ୍ଥ୍ୟ ପରୀକ୍ଷା ପରେ ଉଦ୍ଧାର ବାଘ କୁ ନନ୍ଦନକାନନକୁ ଛଡା ଯିବା ବୋଲି ଖଡିଆଳ ଡିଏଫଓ ସୁଶିଲ କୁମାର ତ୍ରିପାଠୀ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026
  ରାଜ୍ୟ  
୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   03-Sep-2026
  ଜିଲ୍ଲା  
ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   03-Sep-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026
  ରାଜ୍ୟ  
ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା   03-Sep-2026
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026

You Might Also Like