-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||     

HOME   ଜିଲ୍ଲା

ତଲାଗାଁ ଠାରେ ବାହାଦି ଠାକୁର ଓ ମା ମାଉଲି ଙ୍କ ବାର୍ଷିକ ଦଶହରା ପର୍ବ ପାଳିତ

06-Nov-2023



କଳାହାଣ୍ଡି ,କୋକସର (ତ୍ରିନାଥ ବେଶ୍ରା )
 ଗ୍ରାମାଞ୍ଚଳ ମାନଙ୍କରେ ଆଦିମ କାଳରୁ ଦେବା ଦେବୀ ମାନଙ୍କ
ପ୍ରତି ବିଶ୍ଵାସ ରହିଆସିଛି। ଏହି ପରିପ୍ରେକ୍ଷୀରେ ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ଅଶ୍ଵିନୀ ମାସ ପୁର୍ଣିମା ପରେ ଯେଉଁ ଶନିବାର ପଡିଥାଏ ସେହି ଦିନ  ଆମପାଣି ବୁଢ଼ାରଜା ଙ୍କ ଦଶହରା ହୋଇଥାଏ ।ଠିକ ତା ଆରଦିନ ରବିବାର ରେ ବଡପୋଡ଼ାଗୁଡ଼ା ଗ୍ରାମପଞ୍ଚାୟତ ଅଧିନସ୍ତ ତଲାଗାଁ ଠାରେ ଶ୍ରୀ ଶ୍ରୀ ବାହାଦି ଠାକୁର ଓ ମା ମାଉଲି ଙ୍କ ବାର୍ଷିକ ଦଶହରା ମହୋତ୍ସବ ବହୁ ଆଡମ୍ବର ସହକାରେ ପାଳନ ହୋଇଯାଇଛି ।
ଏଠାରେ ଅଞ୍ଚଳର ଦେବାଦେବୀ ମାନଙ୍କ ଲାଠି, କାଲିଶି ଆସି ବାହାଦୀ ଠାକୁରଙ୍କ ସହ ପୂଜା ପାଇଥାନ୍ତି । ଆଖ ପାଖ ଅଞ୍ଚଳରଶ୍ରଦ୍ଧାଳୁ ଦେବାଦେବୀ ପ୍ରୀୟ ଭକ୍ତମାନେ ଆସି ଦର୍ଶନ କରିବା ସହିତ ବାହାଦୀ ଠାକୁରଙ୍କ ଆଶିର୍ବାଦ ପାଇଥାନ୍ତି । ଉକ୍ତ ବାର୍ଷିକ ଦଶହରା ରେ  ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ପ୍ରଥମେ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ହେବାପରେ ମଧ୍ୟ ରାତ୍ରୀରେ ମୁଖ୍ୟ ଆକର୍ଷକ ଘୁମୁରା ପ୍ରତିଯୋଗିତା ହୋଇଯାଇଛି । ହଜାର ହଜାର ଦର୍ଶକ ଏହି ମହୋତ୍ସବ ରେ ସାମିଲ ହୋଇ  ବେଶ୍ ଆନନ୍ଦ ସହକାରେ ଯାତ୍ରାକୁ ଉପଭୋଗ କରିଥିଲେ ।
ଏଠାରେ ପୁଜା କମିଟି ସଭାପତି ଧର୍ମାନନ୍ଦ ନାଏକ , ଉପ ସଭାପତି ଜଗଦୀଶ ନାଏକ ସମ୍ପାଦକ ଭଜମନ ନାଏକ,
କୋଷାଧ୍ୟକ୍ଷ ଧନବଳ ମାଝୀ, ମନ୍ଦିର ପୂଜକ ବଲଭଦ୍ର ପୁଝାରୀ, ଦେବ ପୂଝାରୀ,ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ଯମୁନା ନାଏକ, ଲକ୍ଷ୍ମୀ ପୂଝାରୀ, ଅମର ନାଏକ, ହେମନ୍ତ ସୁନାନି ,ପରିଖିତ ବେଶ୍ରା , ହରିଶ୍ଚନ୍ଦ୍ର ନାଏକ ନରହରି ସୁନା, ଲାଲସିଂ ବାଗ , ଉଦ୍ଧବ ନାୟକ, ଚିନ୍ତାମଣି ପଟେଲ,ସହଦେବ ମାଝୀ, ନିରନ ଦିସlରି, ଶିବ ମାଝୀ ଙ୍କ ସମେତ ଗ୍ରାମ ବାସୀ ଉକ୍ତ ମହୋତ୍ସବ କୁ ପୁର୍ଣ୍ଣ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   03-Sep-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026
  ରାଜ୍ୟ  
ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା   03-Sep-2026
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026

You Might Also Like