-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||     

HOME   ଜିଲ୍ଲା

ରାମପୁର ରେ ବିଜେଡି ର ବ୍ଲକସ୍ତରୀୟ କର୍ମୀ ସମ୍ମିଳନୀ ଅନୁଷ୍ଠିତ

06-Nov-2023



ଆଗଲପୁର, (ବିନୋଦ କୁମାର ଦୀପ) ଆଗଲପୁର ବ୍ଲକ ବେନ୍ଦ୍ରା ପଞ୍ଚାୟତ ଅନ୍ତର୍ଗତ ରାମପୁର ଠାରେ ବିଜେଡି ବ୍ଲକ ସ୍ତରୀୟ ବିଜେଡି କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି l ଏଥିରେ ଆଗଲପୁର ବ୍ଲକ ବିଜେଡି ସଭାପତି ପଞ୍ଚୁ ପଧାନ ଙ୍କ ଅଧ୍ୟକ୍ଷତା ରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା l ଉକ୍ତ ସଭାରେ ପୂର୍ବତନ ସାଂସଦ ତଥା ହାଉସିଂ ବୋର୍ଡ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂଦେଓ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକି ସାହୁ,  ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରା, ରାଜ୍ୟସଭା ସଦସ୍ୟ ଙ୍କ ପ୍ରତିନିଧି ଜୟନ୍ତ ବେହେରା, ବ୍ଲକ ଉପାଧକ୍ଷା ନୀରୁପମା ପଧାନ, ପୂର୍ବତନ ବରିଷ୍ଠ କର୍ମୀ ପ୍ରବୀର ଭୋଇ , ଜଗବନ୍ଧୁ ପଧାନ, ଭରସୁଜା ଗ୍ରାମ ପଞ୍ଚାୟତ ସରପଞ୍ଚ ପ୍ରମିଳା ସାହୁ ମଞ୍ଚାସିନ ଅତିଥି ଭାବେ ଯୋଗ ଦେଇଥିଲେ l ଏହି ସଭାରେ ଆଗାମୀ 2024 ନିର୍ବାଚନ ରେ ଦଳର ସଂଗଠନକୁ ସୁଦୃଢ କରି ସମସ୍ତେ ନିଜ ନିଜ ମତ ଭେଦ କୁ ଭୁଲି  ତୃଣମୂଳ ସ୍ତରରୁ ସରକାରଙ୍କ ଲୋକଭିମୁଖି  ଯୋଜନା କୁ ଘରେ ଘରେ ପହଞ୍ଚାଇ ପାରିବା ସେ ବିଷୟରେ କର୍ମୀମାନେ ମତ ଦେଇଥିଲେ l ଆଗାମୀ ଦିନରେ କିପରି ଭାବରେ 2024 ନିର୍ବାଚନ ରେ ଭୋଟ ହାତେଇ ନବୀନ ସରକାରଙ୍କ ହାତ ମୁଠାକୁ ସୁଦୃଢ କରି ବିଜୟୀ କରିବାକୁ ସମସ୍ତ କର୍ମୀ ମାନଂକୁ ଆହ୍ବାନ ଦେଇଥିଲେ l ପ୍ରଥମେ କଳିକେଶ ନାରାୟଣ ସିଂଦେଓ, ନିହାରରଞ୍ଜନ ବେହେରା ଓ କର୍ମୀ ମାନେ ବିଭିନ୍ନ ସ୍ଲୋଗାନ ଦେଇ ପଦଯାତ୍ରା କରି ଗ୍ରାମ ପରିକ୍ରମା କରିଥିଲେ l ଏହାପରେ ମଞ୍ଚ ରେ ଅତିଥି ମାନେ ନିର୍ବାଚନ , ତଥା ଆଗାମୀ ରଣନୀତି କିପରି ପ୍ରସ୍ତୁତ କରାହେବ ସେ ବିଷୟରେ ଅତିଥି କର୍ମୀମାନେ ନିଜନିଜ ମତାମତ ଦେଇଥିଲେ l ଆଜିର ଏହି କର୍ମୀ ସମ୍ମିଳନୀ ରେ କିଛି ଅସନ୍ତୁଷ୍ଟ କର୍ମୀଙ୍କୁ ଦେଖିବାକୁ ମିଳିଥିଲା l ସେମାନେ ସଂଗଠନ ଆଡ଼କୁ ଅଙ୍ଗୁଳି ନିର୍ଦ୍ଦେଶ କରି ଅସନ୍ତୋଷ ବ୍ୟକ୍ତ କରିଥିଲେ l ଦଳରେ ନୂତନ କର୍ମୀ ମାନଙ୍କୁ ସାମିଲ କରାଯାଇ ପୁରୁଣା କର୍ମୀ ମାନଙ୍କୁ ଅଣଦେଖା କରା ଯାଉଥିବା ଅଭିଯୋଗ କରିଥିଲେ l ଆଜି ବହୁ କଂଗେସ ଓ ବିଜେପି ଦଳର କର୍ମୀ  ମାନଂକୁ ଦଳରେ ସାମିଲ କରାଯାଇ ଥିବାର ଦେଖିବାକୁ ମିଳିଥିଲା l ବରିଷ୍ଟ ସଦସ୍ୟ ପ୍ରବୀର ଭୋଇ , ଜଗବନ୍ଧୁ ପଧାନ ଦୀର୍ଘ 15 ବର୍ଷ ପରେ ଏହି କର୍ମୀ ସମ୍ମିଳନୀ ହେଉଛି ବୋଲି କହି କ୍ଷୋଭ ପ୍ରକାଶ କରିଥିଲେ l ଆଗାମୀ ନିର୍ବାଚନ ଉପରେ ଦଳ ଠିକ୍ ଭାବରେ ସଂଗଠନ ନ କଲେ ଏହାର ପ୍ରଭାବ ପଡ଼ିପରେ ବୋଲି ପ୍ରକାଶ କରିଥିଲେ l ଏହି ସଭାରେ ଲେଙ୍କା ସାହୁ , ରାମଚନ୍ଦ୍ର ମେହେର, କାଳିଆ ବରିହା, କୁହୁରୁ ସାହୁ , ପଦ୍ମଲୋଚନ ସାହୁ ପ୍ରମୁଖ ଶତାଧିକ କର୍ମୀ ଏହି କର୍ମୀ ସମ୍ମିଳନୀ ରେ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026
  ରାଜ୍ୟ  
ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା   03-Sep-2026
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026

You Might Also Like