-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ

07-Nov-2023



ବଲାଙ୍ଗିର(ପ୍ରେରଣା ଖବର ): ନଭେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁସାରେ ଗତକାଲି ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟ।ଳୟ ପୁରୁଣା ସମ୍ମିଳନୀ କକ୍ଷ ଠାରେ ଯୁଗ୍ମ ଜନଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓ ,ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର ମହାପାତ୍ରଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ, ତହସିଲଦାର ମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ବିଭିନ୍ନ ସମସ୍ୟାମୂଳକ ମୋଟ ୧୪୯ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୧୩୧ ଗୋଟି ବ୍ୟକ୍ତିଗତ ଅଭିଯୋଗ ମୂଳକ ଦରଖାସ୍ତ ହୋଇଥିବା ବେଳେ ଅବଶିଷ୍ଠ ୧୮ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା l ଅତିରିକ୍ତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ । ୧୨ଟି ଅଭିଯୋଗର ତୁରନ୍ତ ସମାଧାନ ହେଇଥିଲା । ଯୁଗ୍ମ ଜନଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ସହାୟତା ବାବଦରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ଓ ଜିଲ୍ଲା ରେଡକ୍ରସ ପାଣ୍ଠିରୁ କୌଣସି ଆର୍ଥିକ ସହାୟତା ମଞ୍ଜୁର କରାଯାଇନାହିଁ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026
  ରାଜ୍ୟ  
ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା   03-Sep-2026
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026

You Might Also Like