-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା କଳାକାର ସଂଘର ସାଧାରଣ ପରିଷଦ ବେଠକ

07-Nov-2023



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର ): ଜିଲ୍ଲା କଳାକାର ସଂଘର ସାଧାରଣ ପରିଷଦ ବୈଠକ ସଂପାଦକ ପ୍ରଭାକର ମିଶ୍ରଙ୍କ ଆବାହକତ୍ୱରେ ସ୍ଥାନୀୟ ଯାଦବ ଭବନରେ ଅନୁଷ୍ଠିତ ହୋଇଥିଲା । ସର୍ବ ପ୍ରଥମେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆଙ୍କ ଧର୍ମପତ୍ନୀଙ୍କ ଦେହାନ୍ତ ହୋଇଥିବାରୁ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ଏଥିରେ ସଭାପତିତ୍ୱ କରିଥିଲେ ସଭାପତି ଅବଦୁଲ ଜମାଲ ଖାନ । ଶ୍ରୀ ଖାନ ଉପସ୍ଥିତ ଥିବା ଜିଲ୍ଲାର ସାଂସ୍କୃତିକ ସଂଗଠନର ସଂଘ କିପରି ଭାବରେ ସୁଦୃଢ ହୋଇ କଳାକାରମାନଙ୍କୁ ସାହାଯ୍ୟ ସହଯୋଗ ଯୋଗାଇ ଦେବ ତା

ଉପରେ ଆଲୋକପାତ କରିଥିଲେ । ଇଣ୍ଡିଆନ୍ ଆଇଡଲ୍ ପ୍ରତିଯୋଗିତା ରେ ଗୋଲ୍ଡେନ ଟିକଟ ହାସଲ କରିଥିବା ଦିଲ୍ଲୀପ କୁମାର ସିଂଦେଓ ଓ ନଳୀନି ସିଂଦେଓଙ୍କ ସୁପୁତ୍ର ଅଜୟ ଅମର ସିଂଦେଓଙ୍କୁ ଫୁଲତୋଡା ଓ ପ୍ରଶସ୍ତ୍ରୀ ପତ୍ର ପ୍ରଦାନ କରି ସଂବର୍ଦ୍ଧିତ କରାଯାଇଥିଲା । ସମ୍ବର୍ଦ୍ଧନା କରିଥିଲେ ବରିଷ୍ଠ କଳାକାର କାଳୀପ୍ରସାଦ ଷଡଙ୍ଗୀ ଓ ସନାତନ ଠାକୁର ଏବଂ ସମ୍ବର୍ଦ୍ଧନା ପତ୍ର ପଠନ କରିଥିଲେ ଜିଲ୍ଲା କଳାକାର ସଂଘ ମହିଳା ସଂଯୋଜିକା ସଂଗୀତା ଦାସ । ସମ୍ବର୍ଦ୍ଧିତ ପ୍ରତିଭା ଅଜୟ ଅମର ତାଙ୍କର ହାସଲ କରିଥିବା କୃତିତ୍ୱ ଉପରେ ସମସ୍ତଙ୍କୁ ଅବଗତ କରିଥିଲେ । ସମ୍ବଲପୁର କୋଶଳୀ ଭାଷାରେ ନିର୍ମିତ ମାଇଣ୍ଡ ଗେମ୍ ସିନେମା ରୟାଲ ସିନେମା ହଲରେ ଅନ୍ତତଃ ପ୍ରତିଦିନ ଏକ ନିର୍ଦ୍ଦିଷ୍ଟ ସମୟରେ ଜନସାଧାରଣଙ୍କୁ ଦେଖାଇବା ପାଇଁ ଅଜୟ କୁମାର ନାଗ ଙ୍କ ନେତୃତ୍ୱରେ ହଲ୍ ର ମ୍ୟାନେଜରଙ୍କୁ ଏକ ଦାବୀପତ୍ର ପ୍ରଦାନ କରାଯାଇଥିଲା । ସଂପାଦକ ଶ୍ରୀ ମିଶ୍ର କଳାମଣ୍ଡଳ ପଡିଆ ପାଇଁ ଉଦିଷ୍ଟ ସ୍ଥାୟୀ କମିଟି ଉପରେ ତଥା କୋଶଳ କଳା ମଣ୍ଡଳ ପଡିଆର ଉନ୍ନତି ଉପରେ ଆଲୋଚନା କରିଥିଲେ । ଜିଲ୍ଲା କଳାକାର ସଂଘକୁ କିପରି ସୁଦୃଢ କରାଯାଇପାରିବ ସେ ବିଷୟରେ ନବୀନ କୁମାର ବେହେରା, ବିନୋଦ ଦାସ, ବେଣୁମାଧବ ଭୁଏ, ମୁରଲୀ ମଗର, ସୁରଥ ସାହୁ, ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ, ରାମ ପ୍ରସାଦ ଦାଶ, ରାଜେନ୍ଦ୍ର କୁମାର ଶର୍ମା, ନିରାକାର ସାଏ, ଦିପକ କୁମାର

ବରାଳ, ବ୍ୟାସଦେବ ପୁରୋହିତ, ଅନୀତା ତ୍ରିପାଠୀ, ଶ୍ରାବଣୀ ମେହେର, ରବିନ୍ଦ୍ର କୁମାର ଦାସ, ସତ୍ୟନାରାୟଣ ଦେଓ, ଭକ୍ତ ନାଏକ, ମଳୟ ତ୍ରିପାଠୀ, ଗିରିଧାରୀ ଥପା, ଦିପ୍ତୀ ପ୍ରକାଶ ଦାସ, ମିଲି ବାରିକ, ପ୍ରଭଞ୍ଜନ ରାୟଗୁରୁ, ମୁରଲୀଧାରୀ ପତି, ପ୍ରଦୀପ କୁମାର ବରାଳ, ମୀନକେତନ ପ୍ରଧାନ, ସୁରେନ୍ଦ୍ର କୁମାର ତ୍ରିପାଠୀ ଆଲୋଚନା କରି ବିଭିନ୍ନ ପ୍ରସ୍ତାବ ଦେଇଥିଲେ । ଶେଷରେ ଆଗାମୀ ବଲାଙ୍ଗିର ଲୋକ ଉତ୍ସବ ରେ ଜିଲ୍ଲା କଳାକାର ସଂଘ ତରଫରୁ ଏକ ଦଳ ଅଭିନୟ କରିବା ପାଇଁ ତଥା ଉକ୍ତ ଲୋକ ଉତ୍ସବ ରେ କଳାକାର ସଂଘ ସାଂସ୍କୃତିକ କାର୍ଯ୍ୟକ୍ରମକୁ ହାତକୁ ନେବା ପାଇଁ ପ୍ରସ୍ତାବ ଦେବା ସକାଶେ ବାସୁଦେବ ମେହେର ପ୍ରସ୍ତାବ ଜରିଆରେ ନିବେଦନ କରିଥିଲେ ଓ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026
  ରାଜ୍ୟ  
ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା   03-Sep-2026
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026

You Might Also Like