-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||     

HOME   ଜିଲ୍ଲା

ଆମ ଓଡିଶା ନବୀନ ଓଡିଶା ର ବିକାଶ ଠାରୁ ବହୁ ଦୂରରେ ପରମପଙ୍ଗା ପଞ୍ଚାୟତର ତିନୋଟି ଗ୍ରାମ

07-Nov-2023



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): ସଂସୃତିର ପ୍ରସାର ଓ ଆଧୁନିକ ଭିର୍ତ୍ତି ଭୂମିର ଉନ୍ନତି ଗାଁ ଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହୁଥିବା ବେଳେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡର ଅନେକ ଗ୍ରାମବାସୀ ମୌଳିକ ସୁବିଧାରୁ ବଞ୍ଚିତ । ନା ଅଛି ରାସ୍ତା, ନା ପାନୀୟ ଜଳ ଓ ବିଦ୍ୟୁତ ଆଲୋକ । ବର୍ତ୍ତମାନ ସୁଦ୍ଧା ପକ୍କା ରାସ୍ତା ଦେଖି ନାହାନ୍ତି । ବାଲିଗୁଡା ବ୍ଲକ ଅନ୍ତର୍ଗତ ପରମପାଙ୍ଗା ପଞ୍ଚାୟତର ତିନି ଗାଁ ଉଡ୍ରାପାଙ୍ଗା, ଟିଟମାହା ଓ କିଲ୍ଲାପଡା ରେ ଏଭଳି ଚିତ୍ର ଦେଖିବାକୁ ମିଳିଛି। ତିନି ଗ୍ରାମରେ ୪୦ରୁ ଅଧିକ ପରିବାର ବସବାସ କରୁଛନ୍ତି । ପରମପାଙ୍ଗା ପଞ୍ଚାଯତରୁ ଠାରୁ ମାତ୍ର ତିନି କିମି ଦୂରରେ ଏହି ୩ ଗାଁ ଅବସ୍ଥିତ । ପକ୍କା ରାସ୍ତା ନଥ‌ିବାରୁ ଲୋକମାନେ ପ୍ରତିଦିନ ଘଞ୍ଚ ଜଙ୍ଗଲ , ପାହାଡିଆ, ପଥୁରିଆ ଓ ଅଙ୍କାବଙ୍କା ରାସ୍ତାରେ ଯାତାୟାତ କରିଥାନ୍ତି । ବର୍ଷା ଦିନର କଥା ନ କହିବା ଭଲ। ବର୍ଷା ହେଲେ ରାସ୍ତା ସାରା ପାଣି ଜମିବା ସହ କାଦୁଅ ପଚପଚ ରେ ଯାତାୟାତ କରିଥାନ୍ତି । ଉଡ୍ରାପାଙ୍ଗା ରାସ୍ତା ଦେଇ ଏକ ନାଳ ଯାଇଛି। ଏହି ନାଳ ଉପରେ ଏକ ପୋଲ ନିର୍ମାଣ କରିବାକୁ ଅଞ୍ଚଳବାସୀଙ୍କ ଦାବି ପରେ ବ୍ଲକ ପ୍ରଶାସନ ତରଫରୁ ପୋଲ ତିଆରି ହେଲା। କିନ୍ତୁ ନାଳ ଉପରେ ନୁହେଁ ଏକ ଶୁଖୁଲା ସ୍ଥାନରେ ହୋଇଥିବାରୁ ତାହା ବ୍ୟବହାର ହୋଇନପାରି ଅଯଥାରେ ଲକ୍ଷ ଲକ୍ଷ ଟଙ୍କା ପାଣିରେ ପଡିଲା ବୋଲି ଗ୍ରାମବାସୀ ମାନେ ଅଭିଯୋଗ କରିଛନ୍ତି । ତେଣୁ ଗାଁ ବାସୀ ପୂର୍ବଭଳି ଯାତାୟାତ କରୁଛନ୍ତି। ତିନି ଗ୍ରାମରେ ବିଦ୍ୟାଳୟ ନଥିବାରୁ ପିଲାମାନେ ବିପଦ ସଙ୍କୁଳ ରାସ୍ତାରେ ୩ କିମି ଚାଲିଚାଲି ପରମପଙ୍ଗା ବିଦ୍ୟାଳୟ ରେ ପାଠ ପଢୁଛନ୍ତି । ବର୍ଷା ଓ ଖରା ଦିନରେ ପିଲାମାନ ବିଦ୍ୟାଳୟ ଯାଇପାରିନଥାନ୍ତି। କେବଳ ଶୀତ ଦିନରେ ହିଁ ପିଲାମାନେ ସ୍କୁଲ ଯାଉଥିବା କହିଛନ୍ତି। ଗ୍ରାମରେ ହଠାତ କାହାର ଦେହ ଖରାପ କିମ୍ବା ଗର୍ଭବତୀଙ୍କୁ ୩କିମି ରାସ୍ତା ଖଟିଆ କିମ୍ବା ଦୋଳାରେ ବୁହାହୋଇ ଅଣାଯିବା ପରେ ପରମପାଙ୍ଗାଠାରୁ ଆମ୍ବୁଲାନ୍ସ କିମ୍ବା ଗାଡି ସହାୟତାରେ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥାଏ। ରାତିରେ କେହି ଅସୁସ୍ଥ ହେଲେ ଗାଁରେ ହିଁ ସକାଳ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡିଥାଏ। ଗ୍ରାମରେ ପାନୀୟ ଜଳ କଣ ଜାଣିନାହାନ୍ତି ।ବସୁଧା ଯୋଜନା ଏଠାରେ ସମ୍ପୂର୍ଣ୍ଣ ଫେଲ୍ ମାରିଥିବା ବେଳେ ନଳକୂଅରୁ ବାହାରୁଛି ଗୋଳିପାଣି। ଗାଁ ମଝିରେ ପ୍ରବାହିତ ନାଳରୁ ରାତି ପାହିଲେ ଅଞ୍ଚଳବାସୀ ବାଲତି, ମାଠିଆ ଓ ଗରାରେ ପାଣି ଆଣୁଛନ୍ତି । ବର୍ଷା ଦିନରେ ନାଳରେ ପ୍ରବଳ ପାଣି ଆସୁଥିବାରୁ ଲୋକେ ବାଧ୍ୟ ହୋଇ ଘରର ଟିଣ ଓ ଛପର ଦେଇ ଆସୁଥ‌ିବା ବର୍ଷାପାଣି ବ୍ୟବହାର କରୁଛନ୍ତି । ଦୃଷିତ ଜଳ ବ୍ୟବହାର କରି ଗ୍ରାମବାସୀ ମାନେ ବିଭିନ୍ନ ରୋଗରେ ମଧ୍ୟ ଆକ୍ରାନ୍ତ ହୋଇଥାନ୍ତି । ଖରାଦିନରେ ଚୁଆଁ ଶୁଖିଗଲେ ପାଣି ଟୋପାଏ ପାଇଁ ଜନସାଧାରଣ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ରାସ୍ତା ଓ ପାନୀୟ ଜଳ ନିମନ୍ତେ ବାରମ୍ବାର ସରପଞ୍ଚଙ୍କ ଠାରୁ ଆରମ୍ଭ କରି ବିଡିଓଙ୍କ ନିକଟରେ ଗୁହାରି କରାଯାଇଥିଲେ ମଧ୍ୟ କେହି ଶୁଣୁନଥିବା ଅଭିଯୋଗ ହୋଇଛି । ନିର୍ବାଚନ ସମୟରେ ନେତାମାନେ ପହଞ୍ଚି ବହୁ ପ୍ରତିଶୃତି ଦେଉଛନ୍ତି, କିନ୍ତୁ ପରେ କିଛି ହେଉନି ବୋଲି କ୍ଷୋଭର ସହ କହିଛନ୍ତି ଗ୍ରାମବାସୀ। ଏ ସମ୍ପର୍କ ରେ ବାଲିଗୁଡା ବ୍ଲକ ବିଡ଼ିଓ ଅଚ୍ୟୁତା ନନ୍ଦ ଜାନି ଙ୍କୁ ପଚାରିବାରୁ ସେ, କହିଥିଲେ ଯେ, ଉକ୍ତ ତିନୋଟି ଗ୍ରାମର ସମସ୍ତ ଅଭାବ ଅସୁବିଧା ସମସ୍ୟା ସମ୍ପର୍କରେ ଏଷ୍ଟିମେଟ କରାଯାଇ ପଠାଯାଇଛି, ଆସିବା ପରେ ନିଶ୍ଚୟ ଦୃଷ୍ଟି ଦିଆଯିବ ବୋଲି କହିଛନ୍ତି ।ଏଣୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ ଉକ୍ତ ତିନି ଗ୍ରାମର ବିକାଶ ଦିଗରେ ବିହିତ ପଦକ୍ଷେପ ନେବାକୁ ଗ୍ରାମବାସୀ ମାନେ ଦାଵୀ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026
  ରାଜ୍ୟ  
ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା   03-Sep-2026
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026

You Might Also Like