-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||     

HOME   ଜିଲ୍ଲା

ଏଟିଏମ କାର୍ଡ କାର୍ଯ୍ୟକ୍ଷମ କରିବା ଆଳରେ ମୋବାଇଲ ମାଗି ଫୋନ ପେ’ରେ ନେଇଗଲେ ୧୨ ଶହ ଟଙ୍କା

07-Nov-2023



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ସିମନବାଡିରେ ଜଣେ ଯୁବକ ଏଟିଏମ କାର୍ଡ କାର୍ଯ୍ୟକ୍ଷମ କରିବାକୁ ଯାଇଥିବା ବେଳେ ଠକାମୀର ଶିକାର ହୋଇଛନ୍ତି। ଠକାମୀର ଶିକାର ହୋଇଥିବା ମହେଶ୍ୱର ଦଳବେହେରାଙ୍କ ଘର ସିମନବାଡି ପଞ୍ଚାୟତ ଦଡିବାଡି ସାହିରେ। ତାଙ୍କର ଏକ ନୂଆ ଏଟିଏମ କାର୍ଡ ବ୍ୟାଙ୍କରୁ ଆସିଥିଲା। ଏହାକୁ ସେ କାର୍ଯ୍ୟକ୍ଷମ କରିବାକୁ ସିମନବାଡି ଭାରତୀୟ ଷ୍ଟେଟ ବ୍ୟାଙ୍କକୁ ଯାଇଥିଲେ। ସେଠାରେ ଜଣେ ଯୁବକଙ୍କୁ ସେ ସହଯୋଗ ମାଗିଥିଲେ। ଏହାର ସୁଯୋଗ ନେଇ ଦୁର୍ବୃତ୍ତ ଜଣକ ମହେଶ୍ୱରଙ୍କୁ ସାହାଯ୍ୟ କରିବାକୁ ଯାଇ ମୋବାଇଲ ମାଗିଥିଲେ ଏବଂ ମହେଶ୍ୱର ମଧ୍ୟ ଯୁବକଙ୍କୁ ବିଶ୍ୱାସ କରି ମୋବାଇଲ ଟି ଦେଇଥିଲେ। ଯୁବକ ଜଣକ ମହେଶ୍ୱରଙ୍କ ଫୋନ ପେ’ ଆକାଉଣ୍ଟରୁ ୧୨ଶହ ଟଙ୍କା ନିଜ ଆକାଉଣ୍ଟକୁ ଟ୍ରାନ୍ସଫର କରି ସେଠାରୁ ଫେରାର ହୋଇଯାଇଥିଲେ। ଏନେଇ ମହେଶ୍ୱର ଦାରିଙ୍ଗବାଡି ଥାନାରେ ଏକ ଲିଖିତ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା   03-Sep-2026
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026

You Might Also Like