-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||      ବିନିକା:ସୁସ୍ଥ ଜୀବନ ପାଇଁ ଯୋଗ କଲେ ଶତାଧିକ ଲୋକ।                (21-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘ ୨୭ ତମ ବାର୍ଷିକ ଉତ୍ସବ    (21-Jun-2026)       ||      ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ ବାର୍ତ୍ତା ନେଇ ଯୋଗ ଦିବସ ପାଳିତ    (21-Jun-2026)       ||      ମାୟାବର୍ହା ହାଇସ୍କୁଲ ରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ   (21-Jun-2026)       ||      ବରପାଲିର ମହାନ ପୌରାଣିକ ଶୀତଲଷଷ୍ଠୀ ଉପଲକ୍ଷେ ଭୋଗ ବଣ୍ଟନ   (21-Jun-2026)       ||     

HOME   ରାଜ୍ୟ

ନିଜ ଜିଦ୍ ରେ ଅଟଳ ଅଛି ହିନ୍ଦୁ ମହାସଂଘ, ପୋଲିସ, ମହାନିର୍ଦ୍ଦେଶକ ଙ୍କୁ ଆଦର୍ଶ ବିଦ୍ୟାଳୟ କର୍ତ୍ତୃପକ୍ଷ ବିରୋଧ ରେ ଅଭିଯୋଗ ଏବଂ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବୀ

07-Nov-2023



ନବରଙ୍ଗପୁର(ମିହିର ଶଙ୍କର ପାତ୍ର ): ଆଜି ହିନ୍ଦୁ ମହାସଂଘ ତାର କାର୍ଯ୍ୟ ପଦ୍ଧତି କୁ ତିବ୍ର କରିଛି । କାଲି ଆଦର୍ଶ ବିଦ୍ୟାଳୟ ର ଷଷ୍ଠ ଶ୍ରେଣୀ ଅର୍ଦ୍ଧ ବାର୍ଷିକ ପ୍ରଶ୍ନପତ୍ର ରେ ରାମରାଜ୍ୟ କୁ କାଳ୍ପନାପ୍ରସୂତ ବୋଲି ଲେଖା ଥିବା ଘଟଣା କୁ ବିରୋଧ କରିବା ପାଇଁ ସମସ୍ତ ହିନ୍ଦୁ ସଂଗଠନ କୁ ଅନୁରୋଧ କରିଥିଲେ ହିନ୍ଦୁ ମହାସଂଘ କେନ୍ଦ୍ରୀୟ ସମିତି ପ୍ରମୁଖ ଜୟନ୍ତ କୁମାର ପାତ୍ର ଏବଂ ଭବାନୀ ବାହିନୀ ପ୍ରମୁଖ ଜୟଶ୍ରୀ ନାୟକ। ଆଜି ଏହା ର ପ୍ରଭାତ ଦେଖିବାକୁ ମିଳିଛି। ଅନେକ ଯୁବକ ଶିକ୍ଷିତ ବ୍ୟକ୍ତି ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମ ରେ ଏହା ର ଘୋର ନିନ୍ଦା କରିଛନ୍ତି। ଅଭିଯୋଗ ଏବଂ ଏତଲା ବିଭିନ୍ନ ସ୍ଥାନରେ କରା ଯାଇଛି। ଇତି ମଧ୍ୟରେ ପୋଲିସ ମହାନିର୍ଦ୍ଦେଶକ ଙ୍କୁ ଆଦର୍ଶ ବିଦ୍ୟାଳୟ କର୍ତ୍ତୃପକ୍ଷ ବିରୋଧ ରେ ଅଭିଯୋଗ କରିଛନ୍ତି ବରିଷ୍ଠ ଓକିଲ ତଥା ହିନ୍ଦୁ ମହାସଂଘ କେନ୍ଦ୍ରୀୟ ସମିତି ପ୍ରମୁଖ ଜୟନ୍ତ କୁମାର ପାତ୍ର। ଅଭିଯୋଗ ର ତଦନ୍ତ ପରେ ଆଗାମୀ ପଦକ୍ଷେପ କଣ ହେବ ଆଇନ୍ ପରାମର୍ଶଦାତା ମାନଙ୍କ ସହ ଆଲୋଚନା କରି ନିଆଯିବ ବୋଲି ସେ ବ୍ୟକ୍ତ କରିଛନ୍ତି।ରିପୋଟ ମିହିର ଶଙ୍କର ପାତ୍ର,ନବରଙ୍ଗପୁର


News Comment




Photo in News

Advertisment
Lastest News
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   21-Jun-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   21-Jun-2026
  ଜିଲ୍ଲା  
ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   21-Jun-2026
  ଜିଲ୍ଲା  
ପ୍ରଶାସନ ର ଦୃଷ୍ଟି ପଡ଼ୁ   21-Jun-2026

You Might Also Like