-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||     

HOME   ଜିଲ୍ଲା

ଜୁନିୟର ରେଡକ୍ରସ ସୋସାଇଟି ତରଫରୁ ହାଇଜେନିକ କିଟ୍ ବଣ୍ଟନ

08-Nov-2023



ବଲାଙ୍ଗିର ( ପ୍ରେରଣା ଖବର ) : ଭାରତୀୟ ରେଡକ୍ରସ ସୋସାଇଟି ଓଡିଶା ରାଜ୍ୟ ଶାଖାରୁ ଯୋଗାଇ ଥିବା ହାଇଜେନିକ୍ କିଟ୍‌କୁ ବଲାଙ୍ଗିର ଜିଲ୍ଲା ଜୁନିୟର ରେଡକ୍ରସ ସୋସାଇଟି ତରଫରୁ ସଇଁନ୍ତଳା ବ୍ଲକ ଅନ୍ତର୍ଗତ ବଡମାଲ ଗୋଲାବାରୁଦ କାରଖାନା ନିକଟସ୍ଥ ଶ୍ରଦ୍ଧାସାଇ ଆନନ୍ଦ ଚେତନା କୁଷ୍ଠାଶ୍ରମର ଅନ୍ତବାସୀଙ୍କୁ ହାଇଜେନିକ କିଟ୍ ବଣ୍ଟନ କରାଯାଇଛି । ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବଚରଣ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ କାର୍ଯ୍ୟକ୍ରମରେ  ସମ୍ମାନିତ ଅତିଥି ଭାବରେ ବିଡ଼ିଓ  ବିନୟ କୁମାର ଭୋଇ ଯୋଗ ଦେଇ ବ୍ୟକ୍ତିଗତ ସ୍ୱାସ୍ଥ୍ୟ ଉପରେ ମତବ୍ୟକ୍ତ କରିଥିଲେ ।

ଅନ୍ୟ ସମ୍ମାନିତ ଅତିଥି ଭାବରେ ଗଣ୍ଡପତରା ପାଲି ସରପଞ୍ଚ ମନିସ୍ ସୁନା , ସମାଜସେବୀ ରଂଜନ ପାତ୍ର, ଓଡ଼ିଆ ମାଧ୍ୟମିକ ଉଚ୍ଚ ବିଦ୍ୟାଳୟ ବଡମାଲ ପ୍ରଧାନଶିକ୍ଷକ ରାଧେଶ୍ୟାମ ବାରିକ,  ବିଇଓ ଅଫିସର ମୁଖ୍ୟ କିରଣୀ ଅର୍ଜୁନ ପାଣିଗ୍ରାହୀ     ଯୋଗଦେଇଥିଲେ । ଜୁନିୟର ରେଡ଼କ୍ରସ କାଉନସେଲର ରଞ୍ଜିତା ମିଶ୍ର ହାତ ଧୁଆର ୬ ଗୋଟି ସୋପାନ ପ୍ରଦର୍ଶନ ମାଧ୍ୟମରେ ବୁଝାଇଥିଲେ । ଶ୍ରଦ୍ଧାସାଇ ଆନନ୍ଦ ଚେତନା କୁଷ୍ଠାଶ୍ରମର ଅନ୍ତେବାସୀଙ୍କୁ ହାଇଜେନିକ୍ କିଟ୍ ବଣ୍ଟନ କରାଯାଇଥିଲା ।

କାର୍ଯ୍ୟକ୍ରମରେ ବ୍ଲକ ଅଫିସର ସନ୍ତୋଷ କୁମାର ବେହେରା, ବନାୟା ବଂଶନୀ ଦାଶ, ଜୁନିୟର ରେଡ଼କ୍ରସ କାଉନସେଲର 
ସୁଦର୍ଶନ ନାୟକ, ଶିକ୍ଷକ ଚିନ୍ତାମଣି ମଲ୍ଲିକ, ଶିଶିକାନ୍ତ ନାଗ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । ସଇଁନ୍ତଳା ବ୍ଲକ ସଂଗଠକ ହେମନ୍ତ ବେମାଲ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ରାମ ନାରାୟଣ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026

You Might Also Like