-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳରେ ଆମ ଓଡିଶା ନବୀନ ଓଡିଶା ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ , ୬୫୬ଟି ଉନ୍ନୟନ ପ୍ରକଳ୍ପକୁ ୧୮ କୋଟି ଟଙ୍କା କଲେ ମଞ୍ଜୁର l * ଗାଁ ଗାଁ ରେ ସଂସ୍କୃତିର ସୁରକ୍ଷା ଓ ଆଧୁନିକତାର ବିକାଶ ହେବ:ମୁଖ୍ୟମନ୍ତ୍ରୀ

08-Nov-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମlଳ ସ୍ଥିତ ହାଇସ୍କୁଲ ଖେଳ ପଡିଆରେ ଆଜି ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି | ଆଭାସୀ ମlଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 'ଆମ ଓଡିଶା ନବୀନ ଓଡିଶା' ଯୋଜନାର ଶୁଭାରମ୍ଭ କରିଥିଲେ | ଏହି ଅବସରରେ ୫-ଟି ଅଧକ୍ଷ ଭିକେ ପାଣ୍ଡିଆନ ଉପସ୍ଥିତ ଥିଲେ | ଏହି ଯୋଜନାରେ ବୌଦ୍ଧ ଜିଲ୍ଲାର

୧୧୫୯ ଟି ପ୍ରକଳ୍ପ କୁ ୩୪.୫ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଦୁଇ ଗୋଟି ବ୍ଲକର ୩୬ଟି ପଞ୍ଚାୟତର ୬୫୬ ଗୋଟି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ପାଇଁ ୧୮ କୋଟି ଟଙ୍କାର ଅନୁଦାନ ମଞ୍ଜୁର କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ l ଏହି ଯୋଜନା ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ, ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ ସହ ଓଡିଶାର ଭିତ୍ତିଭୂମିର ବିକାଶ ହେବା ସହ ଆକାଂକ୍ଷୀ ଓଡିଶା ପରିକଳ୍ପନା ସାକାର ରୂପ ନେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି l ସେହିପରି ଗାଁ ଲୋକେ ଗ୍ରାମାଞ୍ଚଳ ବିକାଶର ପ୍ରକୃତ ଭାଗିଦାରୀ ବୋଲି ଅଧକ୍ଷ ଶ୍ରୀ  ଭି.କେ.ପାଣ୍ଡିଆନ କହିବା ସହ ମଞ୍ଜୁର ହୋଇଥିବା ପ୍ରକଳ୍ପ ଗୁଡିକ ଘୋଷଣା କରିଥିଲେ | କଣ୍ଟାମାଳ ବିଡିଓ ସାମୀ ଜୟଶ୍ରୀ ରେଡ଼ୀ ଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କଣ୍ଟାମlଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ ମହୀଧର ରଣା, କଣ୍ଟାମଳ ତହସିଲଦାର ଶ୍ଵେତପଦ୍ମା ଯୋଶୀ, ଜିଲ୍ଲା ପରିଷଦ ଉପାଧକ୍ଷ ଶଙ୍କର୍ଷଣ ପ୍ରଧାନ, ବ୍ଲକ ଅଧକ୍ଷା ସସ୍ମିତା ସେନାପତି, ଜିଲ୍ଲା ପରିଷଦ ସଦସ୍ୟା ସୁମିତ୍ରା ସାହୁ, ସିଡିପିଓ ଜୋଶ୍ନ| ରାଣୀ

ପାଢ଼ୀ, ପଶ୍ଚିମ ଓଡିଶା ବିକାଶ ପରିଷଦ ସଦସ୍ୟ ତଥା କଣ୍ଟାମଳ ବିଧାନସଭା ନିର୍ବାଚନ ମଣ୍ଡଳୀର ପର୍ଯ୍ୟବେକ୍ଷକ ସୁବୋଧ ପ୍ରଧାନ, ଯୁବ ବିଜେଡି ସଭାପତି ଶମ୍ଭୁ ପ୍ରସାଦ ସାହୁ, ସରକାରୀ ଓକିଲ ରାଧାବଲ୍ଲବ ପ୍ରଧାନ, ସୁରେଶ ରଣା, ରାଜ୍ୟ ବିଜେଡି ସମ୍ପାଦକ ସୁଧୀର ମହାକୁଡ଼, କଣ୍ଟାମlଳ ବିଧାନସଭା ନିର୍ବାଚନ ମଣ୍ଡଳୀର ସଂଗଠକ ପ୍ରଶାନ୍ତ ରଣା, କଣ୍ଟାମ|ଳ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ଜୟ ମହନ୍ତ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026

You Might Also Like