-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||     

HOME   ଜିଲ୍ଲା

ଅଯୋଧ୍ଯା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପାଇଁ ବଲାଙ୍ଗିର ରେ ଜନଜାଗରଣ ପାଇଁ ପ୍ରସ୍ତୁତି ବୈଠକ

08-Nov-2023



ବଲାଙ୍ଗିର(ପ୍ରେରଣା ଖବର ): ଅଯୋଧ୍ଯା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପାଇଁ ବଲାଙ୍ଗିରରେ ଜନଜାଗରଣ ପାଇଁ ପ୍ରସ୍ତୁତି ବୈଠକ ସଂଯୋଜକ ଗୋବିନ୍ଦ ଚନ୍ଦ୍ର ମିଶ୍ର, ସହ ସଂଯୋଜକ ବାବୁଲାଲ ମିଶ୍ରଙ୍କ ସଂଯୋଜନାରେ ଆଜି ବଲାଙ୍ଗିର ରାମ ଚରିତ ମାନସ ମନ୍ଦିର ରେ ସନ୍ଧ୍ୟା ୭ ଘଟିକାରେ ଜିଲ୍ଲାରେ ଜନଜାଗରଣ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ବଲାଙ୍ଗିର ଶାଖା ପକ୍ଷରୁ ଅନୁଷ୍ଟିତ ହୋଇଥିଲା l ସହର ମଧ୍ୟରେ ଥିବା ପ୍ରତି

ୱାର୍ଡରେ ଆଜି କମିଟି ଗୁଡିକର ଗଠନ କରାଯାଇ ସହରରେ ଥିବା ୨୫,୦୦୦ ପରିବାରକୁ ବ୍ୟକ୍ତି ଗତ ଭବରେ ଅଯୋଧ୍ଯା ରାମ ମନ୍ଦିର ପାଇଁ ନିମନ୍ତ୍ରଣ କରାଯିବ I ଜିଲ୍ଲା ତଥା ସହର ର ମନ୍ଦିର ମାନଙ୍କ ରେ ଜାନୁୟାରୀ ୨୨ତାରିଖ ଦିନ ୧୧ ଘଣ୍ଟାରୁ ଦିନ ୨ ଘଣ୍ଟା ମଧ୍ୟରେ ମନ୍ଦିର ଗୁଡ଼ିକରେ ଘଣ୍ଟ ସଙ୍ଖ ବାଦନ ସହିତ ଆଳତି ଏକ ଶୁଦ୍ଧ ବାତାବରଣ କରାଯିବ I ଏହି ଦିନ ପ୍ରତି ପରିବାର ରେ ସନ୍ଧ୍ୟାରେ ଆଲୋକିତ କରାଯିବାକୁ ହିନ୍ଦୁସ୍ତାନରେ ରହୁଥିବା ପ୍ରତି ପରିବାର କୁ ପ୍ରସ୍ତୁତି ପାଇଁ ନିଷ୍ପତ୍ତି ନିଆଯାଇଛି I ଅନ୍ୟ ପକ୍ଷରେ ଗତ ୫ତାରିଖରେ ଅଯୋଧ୍ୟାରେ ଅକ୍ଷତ ପୂଜନ ହୋଇ ଏଠାରେ ପ୍ରାନ୍ତ ସ୍ତରରେ ପହଁଚି ଯାଇଚି I ସାରା ଜିଲ୍ଲାକୁ ରାମମୟ କରି ଏକ ଆଧ୍ୟତ୍ମିକ ବାତାବରଣ ସ୍ରୁଷ୍ଟି କରାଯିବ I ଏହି ଉପଲକ୍ଷେ ଅଯୋଧ୍ୟା ରେ ଶ୍ରୀରାମ ମନ୍ଦିର ପ୍ରତିଷ୍ଠା ହେବା ପୂର୍ବରୁ ଦେଶର ୫ ଲକ୍ଷ ଗ୍ରାମ ତଥା ୫୦ କୋଟି

ରୁ ଉର୍ଦ୍ଧ ଲୋକଙ୍କ ନିକଟକୁ ଏହି ଅକ୍ଷତ ପହଞ୍ଚାଇବାର ଯୋଜନା ରହିଛି।ଅଯୋଧ୍ୟା ଶ୍ରୀରାମ ମନ୍ଦିର ପ୍ରତିଷ୍ଠା ସମୟରେ ଏହି ଅକ୍ଷତ ପ୍ରତ୍ୟେକ ଗ୍ରାମର ଯେକୌଣସି ମନ୍ଦିର କିମ୍ବା ଧାର୍ମିକ ସ୍ଥଳରେ ଗ୍ରାମର ସମସ୍ତ ଗ୍ରାମବାସୀଙ୍କ ଦ୍ଵାରା ପୂଜନ କରାଯାଇ ପ୍ରଭୁ ଶ୍ରୀରାମଙ୍କ ଉଦ୍ଦେଶ୍ୟରେ ବିଭିନ୍ନ ଆଧ୍ୟାତ୍ମିକ ଓ ଧାର୍ମିକ କାର୍ଯ୍ୟକ୍ରମ କରାଯିବ I ଆଜିର ବୈଠକରେ ସତାଧିକ ମହିଳା ପୁରୁଷ କାର୍ଯ୍ୟକର୍ତ୍ତା ପ୍ରତି ୱାର୍ଡ ରୁ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026

You Might Also Like