-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||     

HOME   ଜିଲ୍ଲା

ବଡ଼ମହୁରୀ ପଂଚାୟତରେ ବିକାଶ କାମରେ ବାଧା ଦେବାକୁ ସରପଞ୍ଚଙ୍କୁ ଉସକାଉଛି କିଏ

09-Nov-2023



ବ୍ରହ୍ମପୁର (ଭଗବାନ ପାଢୀ ): ରିଷିପୁର ଓ ବଡ଼ମହୁରୀ ପଞ୍ଚାୟତ ରେ ବିଜେଡି ର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି. ଆଜି କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ରିଷିପୁର ପଞ୍ଚାୟତ ରେ ପଦଯାତ୍ରା କରି ବିଭିନ୍ନ ବିକାଶ ମୂଳକ ଯୋଜନା ସମ୍ପର୍କ ରେ ଲୋକଙ୍କୁ ସଚେତନ କରିବା ପରେ ସେଠାରୁ ବଡ଼ମହୁରୀ ଯାଇ ଶହ ଶହ କର୍ମୀ, ମହିଳା ଙ୍କ ସହ ଗାଁ ରେ ପଦଯାତ୍ରା କରି ହାଇସ୍କୁଲ ର ଅତିରିକ୍ତ ଶ୍ରେଣୀ ଗୃହ ଉଦଘାଟନ କରିଥିଲେ.. କିନ୍ତୁ ଉଦଘାଟନ ପୂର୍ବରୁ ସରପଞ୍ଚ ଙ୍କ ସମେତ କିଛି ହାତଗଣତି ଲୋକ ସେହି କାମର ବିଲ ହୋଇନାହିଁ ବୋଲି ପୂର୍ଵ ପ୍ରସ୍ତୁତି ଅନୁଯାୟୀଉଦଘାଟନ କୁ ବିରୋଧ କରିବାକୁ ବସିଥିବା ବେଳେ ଘଟଣା ସ୍ଥଳ ରେ ଉତେଜନା ଦେଖା ଦେଇଥିଲା.. ବିକାଶ ମୂଳକ କାର୍ଯ୍ୟ ରେ ବାଧା ଦେବା ଘଟଣା କୁ କେବେ ବରଦାସ୍ତ କରିବେ ନାହିଁ କହି ବିଧାୟିକା ଉଦଘାଟନ ସ୍ଥଳକୁ ଯାଇ ପ୍ରକଳ୍ପ ଉଦଘାଟନ କରିଥିବା ଦେଖିବାକୁ ମିଳିଥିଲା..ସେହିପରି ଭରାଣ୍ଡି ମନ୍ଦିରସମ୍ପୂର୍ଣ କରଣ କାର୍ଯ୍ୟ କୁ ଉଦଘାଟନ କରିଥିଲେ ବିଧାୟିକା.. ବଡ଼ମହୁରୀ ପଞ୍ଚାୟତ ରେ ବିଧାୟିକା ଙ୍କ ସହଯୋଗ ରେ ଦେଢ଼ କୋଟି ରୁ ଉର୍ଦ୍ଧ ଟଙ୍କା ର ପ୍ରକଳ୍ପ କାର୍ଯ୍ୟ ହୋଇଥିବା ସମିତି ସଭ୍ୟ ଟି. ବ୍ରଜେନ୍ଦ୍ର ପ୍ରଧାନ ସଭା ରେ ଲୋକଙ୍କୁ ଜଣାଇଥିଲେ.. ଏଠାରେ କୁହାଯାଉଛି ଯେ କବିସୂର୍ଯ୍ୟନଗର ବ୍ଲକ ରେ ରାଜନୈତିକ ଅସ୍ଥିରତା ଲାଗିରହିଥିବା ବେଳେ ଆସିକା ବିଧାୟିକା ଓ କବିସୂର୍ଯ୍ୟନଗର ବିଧ୍ୟାୟିକା ଦୁଇ ବିଧାୟିକା ଙ୍କ କର୍ତୁତ୍ୱ ରହିଥିବା ବେଳେ କବିସୂର୍ଯ୍ୟନଗର ବିଧୟିକା ଙ୍କ ବିରୋଧୀ ଗୋଷ୍ଠୀ ଭାବେ ବଡ଼ମହୁରୀ ସରପଞ୍ଚ ଅଛନ୍ତି ଏହି ଦୃଷ୍ଟି ରୁ ସରପଞ୍ଚ ଜିତିବା ପର ଠାରୁ ନାଁ ବିଧାୟିକାଙ୍କ ସହ ରହୁଛନ୍ତି ନାଁ ସହଯୋଗ କରୁଛନ୍ତି କିଛି କୁ ଚକ୍ରୀତ ଗୋଷ୍ଟୀ ଙ୍କ କଥାରେ ପଡ଼ି ଓଲଟା ବିରୋଧ କରୁଛନ୍ତି ସରପଞ୍ଚ ଓ ତାଙ୍କ ସମର୍ଥକ ମାନେ ଆଜି ବିଜେଡି ପଦଯାତ୍ରା ଯୋଗ ଦେଇନଥିଲେ ପରେ ବିଧୟିକା ଙ୍କ ଦ୍ୱାରା ପ୍ରକଳ୍ପ ଉଦଘାଟନ କାର୍ଯ୍ୟକ୍ରମ କୁ ଭଣ୍ଡୁର କରିବା ପାଇଁ ଯୋଜନା ପ୍ରସ୍ତୁତ କରି ବିରୋଧ କରିଥିବା ବିଧାୟିକା ମତ ପ୍ରକାଶ କରିଛନ୍ତି.. ବଡ଼ମହୁରୀ ପଞ୍ଚାୟତ ରେ ଆଜି ପଦଯାତ୍ରା ପରେ ଜିଲ୍ଲାପରିଷଦ ସଭ୍ୟ ସନ୍ତୋଷ ପାଢ଼ୀ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭା ରେ ବିଭିନ୍ନ ପଞ୍ଚାୟତ ର ସରପଞ୍ଚ ମାନେ ନବୀନ ସରକାର ଙ୍କ ବିକାଶ ମୂଳକ ଯୋଜନା ସମ୍ପର୍କ ରେ ମତ ରଖିଥିବା ବେଳେ ମୁଖ୍ୟ ଅତିଥି ଭାବେ ବିଧାୟିକା ଲତିକା ପ୍ରଧାନ ଯୋଗ ଦେଇ ଆମ ଓଡିଶା ନବୀନ ଓଡିଶା.. ଯୋଜନା ରେ ଗାଁ ର ବିକାଶ ଉପରେ ସଚେତନ କରିଥିଲେ.. ଅନୁଷ୍ଠିତ ପଦଯାତ୍ରା ରେ ବିଭିନ୍ନ ପଞ୍ଚାୟତ ରୁଶହ ଶହ ମହିଳା ପୁରୁଷ କର୍ମୀ. କର୍ମକର୍ତା ଯୋଗ ଦେଇଥିଲେ ଗଞ୍ଜାମ ରୁ ଭଗବାନ ପାଢ଼ୀଙ୍କ ରିପୋଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026

You Might Also Like