-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||     

HOME   ରାଜ୍ୟ

ରୋଟାରି ଇ କ୍ଲବ ଡିଷ୍ଟ୍ରିକ୍ଟ ୩୨୬୨ର ସଦସ୍ୟମାନଙ୍କ ଦ୍ୱାରା ନୃସିଂହନାଥରେ ସ୍ୱଚ୍ଛତା କାର୍ଯ୍ୟକ୍ରମ

09-Nov-2023



ବରଗଡ଼ ( ପ୍ରେରଣା ଖବର ):  ବରଗଡ ଜିଲ୍ଲାର ପାଇକମାଲ ବ୍ଲକର  ପବିତ୍ର ବୈଷ୍ଣବ ପୀଠ ତଥା ପର୍ଯ୍ୟଟନ ସ୍ଥଳି ନୃସିଂହନାଥରେ ରୋଟାରି ଇ କ୍ଳବ- ୩୨୬୨ର ରୋଟାରୀୟନମାନଙ୍କ ଦ୍ୱାରା ସ୍ୱଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି  । ରୋଟାରି-ଇ-କ୍ଳବର  ଜିଲ୍ଲା ଗଭର୍ନର ଜୟଶ୍ରୀ ମହାନ୍ତି ଓ ସଭାପତି ମେଜର ଡ଼. କଳ୍ପନା ଦାସଙ୍କ ତତ୍ତ୍ୱାବଧାନ ତଥା କ୍ଳବର  ସମ୍ପାଦକ ଲକ୍ଷ୍ମଣ ସ୍ୱାଇଁକ ମାର୍ଗଦର୍ଶନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ରୋଟାରୀୟନ ହେମନ୍ତ ସାମଲଙ୍କ ସଂଯୋଜନାରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ  ଯୁବ ସମାଜସେବୀ ତଥା  ସାମ୍ବାଦିକ  ଅନ୍ତର୍ଯ୍ୟାମୀ ବରିହା ଯୋଗଦେଇଥିଲେ ।  ଆମ ପରିବେଶକୁ ସଫା ରଖିବା ଆମ ଦାଇତ୍ୱ। ଆଉ ଧାର୍ମିକ ପୀଠ ର ଯତ୍ନ ନେବା ଆମ ସମସ୍ତଙ୍କ କର୍ତ୍ତବ୍ୟ ।ସମସ୍ତେ ସ୍ୱଚ୍ଛତାକୁ ପ୍ରାଥମିକତା ଦେବା ଉଚିତ,  ଏହା ଦ୍ୱାରା ସୁସ୍ଥ ପରିବେଶ ରହିବା ସହ ପର୍ଯ୍ୟଟକଙ୍କ ସଂଖ୍ୟା ବଢିବ, ତେଣୁ ପ୍ରତ୍ୟେକ ବ୍ୟକ୍ତି ସଚେତନ ହୋଇ ଜନ ଆନ୍ଦୋଳନ ସୃଷ୍ଟି ହେଲେ ଏହା ସମ୍ଭବ ହୋଇ ପାରିବ ବୋଲି ମୁଖ୍ୟ ଅତିଥି ମତବ୍ୟକ୍ତ କରିଥିଲ । 

ପରେ ରୋଟାରି କ୍ଳବ ସଭ୍ୟ- ୩୨୬୨ ଦ୍ୱାରା  ନୃସିଂହନାଥ ପୀଠରେ ସଚେତନତା ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ ସ୍ୱରୂପ  ପୀଠରେ ଅଳିଆ ଆବର୍ଜନାକୁ ସଫା କରିଥିଲେ,  ଏକକ ପ୍ଲାଷ୍ଟିକ ମୁକ୍ତ ପାଇଁ ଲୋକଙ୍କୁ ଏକକ ପ୍ଲାଷ୍ଟିକ ମନା କରିବା ସହ ଉଠା ଦୋକାନୀ, ବୁଲା ଦୋକାନୀ, ତଥା ପର୍ଯ୍ୟଟକ ଦୈନିକ ଜୀବନରେ ଏକକ ପ୍ଲାଷ୍ଟିକ ବ୍ୟବହାର ଠାରୁ ଦୁରେଇ ରହିବା ଜରୁରୀ ଅନୁରୋଧ କରିଥିଲେ । କାର୍ଯ୍ୟକ୍ରମରେ ରୋଟାରି ଇ କ୍ଳବ  ପ୍ରଭାକର ଚାନ୍ଦ, ନିରଂଜନ ବିଶ୍ୱାଳ, ଯଦୁମଣି ବଗର୍ତ୍ତି, ସ୍ୱେଚ୍ଛାସେବୀ ବିବେକ ପାତ୍ର, ଅମନ ସାହୁ, ଭୀମ ମେହର, ଗିରିଧାରୀ ପଧାନ, ପ୍ରକାଶ ପଧାନ, ଜୟନ୍ତ ରଣାଙ୍କ  ପ୍ରମୁଖ ଅଂଶ ଗ୍ରହଣ କରୁଥିଲେ । କାର୍ଯ୍ୟକ୍ରମକୁ ରୋଟାରି-ଇ-କ୍ଳବ୍ ସଭ୍ୟ ଗୋପେଶ ପଣ୍ଡା ପରିଚାଳନା କରିଥିଲା  ବେଳେ  ରାମ ନାରାୟଣ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026

You Might Also Like