-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ଜୁନିୟର ରେଡକ୍ରସର ବାର୍ଷିକ ବୈଠକ

09-Nov-2023



ସୋନପୁର(ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୁର ଜିଲ୍ଲା ଜୁନିୟର ରେଡକ୍ରସ କାର୍ଯ୍ୟକାରୀ କମିଟୀ ର ବାର୍ଷିକ ବୈଠକ ଜିଲ୍ଲା ପ୍ରକଳ୍ପ ସଂଯୋଜକଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିକ୍ଷାଧିକାରୀ ଲକ୍ଷ୍ମଣ ଭୋଇ ବୈଠକରେ ଅଧ୍ୟକ୍ଷତା କରି ଜିଲ୍ଲାର ସମସ୍ତ ଉଚ୍ଚ ପ୍ରାଥମିକ ଏବଂ ଉଚ୍ଚ ବିଦ୍ୟାଳୟରେ ଜୁନିୟର ରେଡକ୍ରସ ୟୁନିଟ ଖୋଲିବା ସହ ସମାଜର ବିଭିନ୍ନ ବର୍ଗର ଲୋକେ କିପରି ରେଡକ୍ରସର ଉପାଦେୟତା ପାଇପାରିବେ ସେ ଦିଗରେ

କାର୍ଯ୍ୟପନ୍ଥା ପ୍ରସ୍ତୁତ କରିବାକୁ ସାଧନକର୍ମି ଏବଂ ପରାମର୍ଶଦାତା ମାନଙ୍କୁ ଆହ୍ଵାନ କରିଛନ୍ତି । ଅତିରିକ୍ତ ଜିଲ୍ଲା ଶିକ୍ଷାଧୁକାରୀ ତଥା ଜିଲ୍ଲା ଜୁନିୟର ରେଡକ୍ରସ ସଂପାଦକ ଡ଼ା. ରାଧାକାନ୍ତ ଗଡତିଆ, ଏଡିଇଓ ମଂଜୁଳତା ଭୋଇ, ବୀରମାହାରାଜପୁର ବିଇଓ ସାନ୍ତାନୁ କୁମ୍ଭକାର, ଭାଇସଚେୟାର ପାର୍ସନ ଗତିକୃଷ୍ଣ ମିଶ୍ର ପ୍ରମୁଖ ଯୋଗଦେଇ ମତବ୍ୟକ୍ତ କରିଥିଲେ । କାର୍ଯ୍ୟକ୍ରମକୁ ଜିଲ୍ଲା ଜୁନିୟର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ପରିଚାଳନା କରିଥିଲେ । ଚଳିତ ଶିକ୍ଷାବର୍ଷରେ ହାତକୁ ନେବାକୁ ଥ‌ିବା ସମସ୍ତ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରାଯାଇଥିଲା ଓ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀଭୋଇ ଏହାକୁ ଅନୁମୋଦନ କରିଥିଲେ । ବ୍ଲକ ସ୍ତରୀୟ ସଚେତନତା ଶିବିର ଏବଂ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଓ ତାଲିମ କାର୍ଯ୍ୟକ୍ରମକୁ ନଭେମ୍ବର ଶେଷ ସପ୍ତାହ କିମ୍ବା ଡିସେମ୍ବର ପ୍ରାରମ୍ଭରେ ସମ୍ପନ୍ନ କରିବାକୁ କମିଟୀ ର ସମସ୍ତ ସଦସ୍ୟ ତଥା ଅଂଶୀଦାର ମତବ୍ୟକ୍ତ କରିଥିଲେ । ବରିଷ୍ଠ ସାଧନାକର୍ମୀ ଚନ୍ଦ୍ରମଣି ବାଘ ସଭା ସଂଯୋଜନା କରିଥିଲେ । ସାଧନକର୍ମ ହୃଷିକେଶ ଡାଙ୍ଗ ୨୦୨୨-୨୩ ବର୍ଷର ବିବରଣୀ ପଠନ କରିଥିଲେ । କାର୍ଯ୍ୟକ୍ରମରେ ସାଧନକର୍ମି ବଳରାମ ପୁରୋହିତ, ଶେଷଦେବ ଛତ୍ର, ଆଶିଷ ନଏକ, ଚନ୍ଦ୍ର ଶେଖର ମହାପାତ୍ର,  ତପସ୍ବିନୀ ଦାଶ, ବିସିସି ନିମାଇ ମଲ୍ଲୀକ, ପବିତ୍ର ବାରିକ, ବୈକୁଣ୍ଠ ନାୟକ, ଗୋପେଶ ପଣ୍ଡା, ପ୍ରହଲ୍ଲାଦ ନାୟକ, ବିଜୟ କୁମାର ପଣ୍ଡା,

ପ୍ରଧାନଶିକ୍ଷକ କାଲିଆ କର୍ମ, ସରକାରୀ ବାଳୀକା ଉଚ୍ଚବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସୂଚାରୁବାଳା ଦେବୀ, କାଉନସିଲର ହୃଷିକେଶ ଚାନ୍ଦ, ପରାମର୍ଶଦାତ୍ରୀ ପ୍ରଜ୍ଞା ପରିମିତା ମିଶ୍ର ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । ପରିଶେଷରେ ବରିଷ୍ଠ ସାଧନକର୍ମି ତଥା ଆରଡିଓ ଝସକେତନ ମେହେର ଧନ୍ୟବାଦ ଅର୍ପଣ କରିଥିଲେ । |


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026

You Might Also Like