-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ରାଜ୍ୟ

ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ

09-Nov-2023



ବରଗଡ଼,(ପ୍ରେରଣା ଖବର ):  ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ବରଗଡ଼ ଜିଲ୍ଲା ପଦମପୁର ଠାରେ  ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶିଶୁ ଓ ମହିଳା ବିକାଶ ସୋସାଇଟି (ସିଡବ୍ଲୁଡିଏସ୍‌)ର ଅଧ୍ୟକ୍ଷ ମେଜର ଡା. କଳ୍ପନା ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ଶିଶୁ ଓ ମହିଳା ବିକାଶ ସୋସାଇଟି ସଦସ୍ୟ ଯଦୁମଣୀ ବଗର୍ତ୍ତି ସଂଯୋଜନା କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୁବ ସମାଜସେବୀ  ସିତୁରାଜ ନାଏକ ଯୋଗଦେଇ ଥିଲେ ।

 ନିଶା ସେବନ କରିବାଦ୍ୱାରା ଆମ ଫୁସଫୁସ, ଯକୃତ, ହୃତ୍‌ପିଣ୍ଡ ଆଦି ସଂକ୍ରମିତ ହୋଇଥାଏ ।  କର୍କଟ ରୋଗ , ଶ୍ବାସ ରୋଗ ଭଳି ମାରାତ୍ମକ ରୋଗ ହେବାର ସମ୍ଭାବନା ବଢିଯାଏ । ତେଣୁ ଆମେ ନିଶା ସେବନ ଠାରୁ ଦୂରରେ ରହି ନିଶା ସେବନକୁ ନା କହିବାକୁ ମୁଖ୍ୟ ଅତିଥି ମତପ୍ରକାଶ କରିଥିଲେ । ପରେ ଶିଶୁ ଓ ମହିଳା ବିକାଶ ସୋସାଇଟି ସଦସ୍ୟ ମାନେ  ରାସ୍ତାରେ ପୋଷ୍ଟର ଓ ବେନର  ଧରି ବିଭିନ୍ନ ଛକ , ବସଷ୍ଟାଣ୍ଡ, ବଜାର , ଜନଗହଳି ସ୍ଥାନ ମାନଙ୍କରେ ସଚେତନ କରିଥିଲେ । ଦୈନନ୍ଦିନ ଜୀଵନରେ ନିଶା ବ୍ୟବହାର ଠାରୁ ଦୂରେଇ ରହିବା ପାଇଁ  ଶିଶୁ ଓ ଲୋକମାନଙ୍କୁ ଅବଗତ କରିଥିଲେ ।  ଜନଗହଳି ପୂର୍ଣ୍ଣ ସ୍ଥାନରେ ଶିଶୁ ମାନଙ୍କୁ ନେଇ ଶପଥ ପାଠ କରାଇଥିଲେ । 

କାର୍ଯ୍ୟକ୍ରମରେ ଶିଶୁ ଓ ମହିଳା ବିକାଶ ସୋସାଇଟି ସଭ୍ୟ  ନିରଞ୍ଜନ ବିଶ୍ୱାଳ, ଗୋପେଶ ପଣ୍ଡା, ରାମ ନାରାୟଣ ଦାଶ , ସ୍ୱେଚ୍ଛାସେବୀ ଜୀବନ ରଣା, ରବି ପୁରୋହିତ, ଅନ୍ତର୍ଯ୍ୟାମୀ ବରିହା,  ଗଗନ ପଟେଲ ପ୍ରମୁଖ ଅଂଶଗ୍ରହଣ କରିଥିଲେ । କାର୍ଯ୍ୟକ୍ରମକୁ ଶିଶୁ ଓ ମହିଳା ବିକାଶ ସୋସାଇଟି ସଭ୍ୟ  ପ୍ରଭାକର ଛନ୍ଦ ପରିଚାଳନା କରିଥିବାବେଳେ ସଭ୍ୟ  ହେମନ୍ତ କୁମାର ସାମଲ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like