-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||     

HOME   ଜିଲ୍ଲା

ବିନିକାରେ କଂଗ୍ରେସ ତରଫରୁ ସଙ୍କୀର୍ତ୍ତନ ସତ୍ୟାଗ୍ରହ

10-Nov-2023



ବିନିକ(ହିମାଂଶୁ ଶେଖର ପୁଟେଲ): ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଗତକାଲି ବିନିକା ଠାରେ କଂଗ୍ରେସ ତରଫରୁ ସଙ୍କୀର୍ତ୍ତନ ସତ୍ୟାଗ୍ରହ ଅନୁଷ୍ଟିତ ହୋଇଥିଲା।ବ୍ଲକ କଂଗ୍ରେସ କମିଟି ସଭାପତି ରବୀନ୍ଦ୍ର ହୋତାଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀ ମାନେ ସ୍ଥାନୀୟ ତହସିଲ ଅଫିସ ଛକ ଠାରୁ ସଙ୍କୀର୍ତ୍ତନ ତାଳେ ତାଳେ ଶୋଭାଯାତ୍ରାରେ ଗଡଭିତର ସ୍ଥିତ ଜଗନ୍ନାଥ ମନ୍ଦିରକୁ ଯାଇଥିଲେ। ସେଠାରେ ରୀତିନୀତି ଅନୁଯାୟୀ ୩ଦିଅଁ ଙ୍କୁ ପୂଜାର୍ଚ୍ଚନା କରି ପ୍ରଭୁଙ୍କ ଆଶୀର୍ବାଦ ଲୋଡିଥିଲେ ।ପରେ ଜଗତରନାଥ ଜଗନ୍ନାଥଙ୍କ ଦର୍ଶନ ନିମିତ୍ତ ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲାଯାଉ,ରତ୍ନ ଭଣ୍ଡାର ଖୋଲାଯାଇ ମହାପ୍ରଭୁଙ୍କ ଅଳଙ୍କାର ଗଣତି କରାଯାଉ,ଭଣ୍ଡାର ଘର ମରାମତି,ବେଦାନ୍ତ କମ୍ପାନୀ ଦ୍ଵାରା ଅଧିଗ୍ରହଣ ଅମୃତମଣୋହି ଜମି ଓ ଚାଷୀଙ୍କ ଚାଷ ଜମିକୁ ଫେରସ୍ତ କରାଯାଉ ଆଦି ବାବଦରେ ପ୍ରତିବାଦ କରାଯାଇଥିଲା ।ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ବିନୋଦ ପାତ୍ର,ସଂଗ୍ରାମ କେଶରୀ ନାୟକ,ନରେନ୍ଦ୍ର ସାହୁ,ପ୍ରଦୀପ ସେଠୀ,ସପନେଶ୍ୱର୍ ପୃଷ୍ଟି,ବିଧୁଭୂଷଣ ତ୍ରିପାଠୀ,ପଞ୍ଚାନନ ପାତ୍ର,ସୂର୍ଯ୍ୟ କୁମାର କ୍ଷେତି,ଭାଗିରଥି ବଗର୍ତ୍ତି,କୃଷ୍ଣଚନ୍ଦ୍ର ପ୍ରଧାନ,ରାଜା ମିଶ୍ର,ବିରେନ୍ଦ୍ର ଯୁଆଡ଼ି,ଟିକେଶ୍ୱର ପ୍ରଧାନ,ଜୟନାରାୟଣ ନାୟକ,ସୁରଥ ଚନ୍ଦ୍ର ପ୍ରଧାନ,ସୀତାରାମ ବହିଦାର,ବିପିନ ବିହାରୀ ଚାନ୍ଦ,ପାଣ୍ଡବ ଭୋଇ,ବାଲେଶ୍ଵର ସାହୁ,ବିଶ୍ଵାମିତ୍ର ପଣ୍ଡା,ପ୍ରକାଶ ମହାନନ୍ଦ,ଋଷୁଭ ଭୋଇ,ରଶ୍ମି ରଞ୍ଜନ ବଗର୍ତ୍ତି,ରାମଜୀ ମହାନନ୍ଦ,ଦଖିଲ ପ୍ରଧାନ ପ୍ରମୁଖଙ୍କ ସମେତ ବହୁ କଂଗ୍ରେସ କର୍ମୀ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026

You Might Also Like