-+91-9937148622 |

prerana_bgr@rediffmail.com |

  Sunday 28th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||     

HOME   ରାଜ୍ୟ

ନିଯୁକ୍ତି ଦିଅ ନଚେତ୍ ସମୂହ ଆତ୍ମହତ୍ୟା କରିବୁ

16-Dec-2020



(ପ୍ରେରଣ ଖବର) ଭୁବନେଶ୍ୱର: ପୁଣି ରାଜଧାନୀ ରାଜରାସ୍ତାରେ ଆତ୍ମାହୁତି ଉଦ୍ୟମ। ସ୍ଥାୟୀ ନିଯୁକ୍ତି ଦାବି କରି ଆଜି ଭୁବନେଶ୍ୱରରେ ଜୀବନ ହାରିବାକୁ ଉଦ୍ୟମ କରିଛନ୍ତି ଦୁଇ କରୋନା ଯୋଦ୍ଧା। ଶୀତ କାକରରେ ପଡ଼ି ଏଏନ୍ଏମମାନେ ଆନ୍ଦୋଳନ ଚଳାଇଥିଲେ ବି ସେମାନଙ୍କ ଦାବି ସରକାର ନଶୁଣିବା ପରେ ଆଜି ଏଭଳି ଚରମ ପଦକ୍ଷେପ ନେଇଥିଲେ ସେମାନେ । ଆଉ ଚେତାବନୀ ଦେଇଛନ୍ତି ୧୮ ତାରିଖ ସୁଦ୍ଧା ଦାବି ପୂରଣ ନହେଲେ, ସମୂହ ଆତ୍ମାହୁତି ଦେବେ । ସେପଟେ ଏହି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ବିରୋଧୀ ।
ମହାମାରୀ କରୋନା ଦାଉରୁ ରାଜ୍ୟବାସୀଙ୍କୁ ରକ୍ଷା କରିବାରେ ଏମାନେ ନେଇଥିଲେ ପ୍ରମୁଖ ଭୂମିକା। ଏଠି କିନ୍ତୁ ହାତରେ ସିରିଞ୍ଜ କିମ୍ବା ଔଷଧ ବଦଳରେ କିରୋସିନ ବୋତଲ। କିରୋସିନ୍ ନିଜ ଦେହରେ ଢାଳି ଜୀବନ ହାରିବାକୁ ଉଦ୍ୟମ ରାଜ୍ୟ ଶାସନ କେନ୍ଦ୍ରର ମାତ୍ର କିଛିଦୂରରେ। ଆଜି ମଧ୍ୟାହ୍ନରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଜଣେ କିରୋସିନ ଢାଳି ଆତ୍ମାହୁତି ଉଦ୍ୟମ କରିଥିବାବେଳେ ଅନ୍ୟଜଣେ ଚଳନ୍ତା ଗାଡ଼ି ଆଗକୁ ମାଡ଼ି ଯାଉଥିବା ବେଳେ ଅଟକାଇଥିଲେ ସୁରକ୍ଷା କର୍ମୀ। ସୌଭାଗ୍ୟବଶତଃ ଉଭୟେ ବର୍ତ୍ତି ଯାଇଥିଲେ । ୧୮ ଦିନ ଧରି ରାଜରାସ୍ତାରେ ଶୀତ କାକରରେ ପଡ଼ି ରହିବା ପରେ ଏହି ଏଏନ୍ଏମମାନଙ୍କର ଘଟିଥିଲା ଧୈର୍ଯ୍ୟଚ୍ୟୁତି । ସେମାନଙ୍କ ଦାବି ପ୍ରତି ସରକାର କର୍ଣ୍ଣପାତ ନ କରିବାରୁ ଏଭଳି ରାସ୍ତା ଆପଣେଇବାକୁ ବାଧ୍ୟ ହୋଇଥିବା କହିଛନ୍ତି ଆତ୍ମହୁତି ଉଦ୍ୟମ କରିଥିବା ଦୁଇ ଏଏନ୍ଏମ୍ କର୍ମୀ। ତେବେ ଚେତାବନୀ ଦେଇଛନ୍ତି ସେମାନଙ୍କ ଦାବି ପୂରଣ ନହେଲେ ସମୂହ ଆତ୍ମାହୁତି ଦେବେ। ଏଏନଏମ ଆନ୍ଦୋଳନକୁ ଆଜି ୧୮ ଦିନ ପୂରିଛି। ପ୍ରାୟ ସପ୍ତାହେ ହେଲା ଆନ୍ଦେଳନକାରୀଙ୍କ ମଧ୍ୟରୁ କେତେଜଣ ଅନଶନରେ ମଧ୍ୟ ବସିଛନ୍ତି।  କୋଭିଡ୍ ମୁକାବିଲା ପାଇଁ ପଞ୍ଚାୟତସ୍ତରରେ ହୋଇଥିବା କୋଭିଡ୍ କେୟାର ହୋମରେ ଏମାନେ ନିୟୋଜିତ ଥିଲେ। ତେବେ ୩ ମାସ ସେବା ଯୋଗାଇବା ପରେ ସେମାନଙ୍କୁ ଛଟେଇ କରାଯାଇଥିଲା। ଏବେ ଦାବି କରିଛନ୍ତି, ଖାଲି ପଡ଼ିଥିବା ଏଏନ୍ଏମ୍ ପଦବିରେ ସେମାନଙ୍କୁ ସରକାର ସ୍ଥାୟୀ ନିଯୁକ୍ତି ଦିଅନ୍ତୁ। କରୋନା ମହାମାରୀ ବେଳେ ଜୀବନକୁ ବାଜି ଲଗାଇ ସେବା କରିଥିବା ଏହି କରୋନା ଯୋଦ୍ଧାଙ୍କ ଅବସ୍ଥା ଯଦି ଏଭଳି ହେବ, ତେବେ ଆଗାମୀ ଦିନରେ ସମୂହ ଟୀକାକରଣ କିଭଳି ହେବ, ତାହା ମଧ୍ୟ ଏବେ ପ୍ରଶ୍ନ ଘେରରେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026

You Might Also Like