-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||     

HOME   ଜିଲ୍ଲା

୩୫ବର୍ଷରେ କଣ୍ଟାମାଳ କଲରlକୋଠା ର କାଳୀପୂଜା, ମହିଷାସୁର ରାଜ, ମୀନାବଜାର ଓ କଲିକତା ଡ୍ୟାନ୍ସ ଧମାକା ମୁଖ୍ୟ ଆକର୍ଷଣ

10-Nov-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): ଚଳିତ ବର୍ଷ କଣ୍ଟାମାଳ ବ୍ଲକ କଲରlକୋଠା  ମା'ଶ୍ୟାମା କାଳୀପୂଜାର ଆୟୋଜକ ୟୁଥ ଫ୍ରେଣ୍ଡସ ଆସୋସିଏସନ ତା'ର ୩୫ତମ ପୂଜା ପାଳନ କରିବାକୁ ଯାଉଛି  l   ଆଉ ଦିନକ ପରେ ପୁକା, ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ  l  ପୁରୁଣା ଢାଞ୍ଚାରେ ନିର୍ମିତ ଏହି ମେଢ଼ଟି ପ୍ରତିବର୍ଷ ପରି ସମସ୍ତଙ୍କୁ ଆକର୍ଷିତ କରିଥାଏ l  ଏବର୍ଷ କାଳୀପୂଜା କିପରି ସୁରୁଖୁରୁରେ ଅନୁଷ୍ଠିତ ହେବ ସେଥିପାଇଁ

କମିଟି ସଜାଗ  l  ତେଲ ଲୁଣ ସଂସାର ମଧ୍ୟରେ ଜୀବନକୁ ମନଭରି ଉପଭୋଗ କରିବାର ପ୍ରକୃଷ୍ଟ ସମୟ ଏହି କଲରାକୋଠାର କାଳୀ ପୂଜା  l   କୃଷି ଭିତ୍ତିକ ଏହି ଅଭ୍ୟନ୍ତରୀଣ ଅଞ୍ଚଳରେ ଲୋକମାନେ ବର୍ଷର ଦଶହରା ପୂଜା ପରେ ପରେ କାଲି ଠାରୁ ୧୬ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୬ ଦିନ ଧରି ଚାଲିବାକୁ ଥିବା ଏହି ପୂଜାକୁ ହର୍ଷ ଉଲ୍ଲାସ ଓ ମନଭରି ଉପଭୋଗ କରିଥାନ୍ତି ସମଗ୍ର ଅଞ୍ଚଳବାସୀ l  କଳା, ନୈପୂଣ୍ୟ ଓ ଗ୍ରାମାଞ୍ଚଳର ପରମ୍ପରାରେ ରୁଦ୍ଧିମନ୍ତ ଏହି ଅଭ୍ୟନ୍ତରୀଣ ଅଞ୍ଚଳରେ ସବୁଠୁ ବେଶୀ ଜନାଦୃତ ଉତ୍ସବ କହିଲେ କଣ୍ଟାମାଳ ବ୍ଲକ କଲରା କୋଠାର ଏହି ଶ୍ୟାମା କାଳୀପୂଜା କୁ ହିଁ ବୁଝାଇଥାଏ  l   
                 ପାରମ୍ପରିକ ରୀତିରେ ଏଠାରେ ଅଦ୍ୟାବଧି ପୂଜା ଚାଲୁ ରହିଛି  l  ଏହି ପୂଜା ମଣ୍ଡପରେ ମା'ଶ୍ୟାମା କାଳୀଙ୍କ ମୃଣ୍ମୟ  ପୂଜା ପାଆନ୍ତି l ଗତବର୍ଷ ପରି ଚଳିତ ବର୍ଷ ମଧ୍ୟ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଭାବେ ଦୈତ୍ୟରlଜ ମହିଷାସୁରଙ୍କ ରଙ୍ଗସଭା ର

ଆୟୋଜନ ସହ ମନୋରଞ୍ଜନ ପାଇଁ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ର ଆୟୋଜନ କରିଛି କମିଟି  l କଲିକତା (ପଶ୍ଚିମବଙ୍ଗ)ର ଡ୍ୟାନ୍ସ ଧମାକା ମୁଖ୍ୟଆକର୍ଷଣ ହେବ l ୬ ଦିନ ଧରି ହେଉଥିବା ପୂଜାର ପ୍ରତିଟି ସନ୍ଧ୍ୟା ମୀନାବଜ଼ାର ର ରଙ୍ଗବେରଙ୍ଗ ଦୋକାନ ବଜାର ସହ ଦୋଳି, ମିନିଟ୍ରେନ, ଗୁପଚୁପ, ଚାଟ, ଫାଷ୍ଟଫୁଡ, ଚଟପଟି ଖାଦ୍ୟ ପିଲା ଠାରୁ ବୁଢା ସମସ୍ତଙ୍କ ପାଇଁ ଭରପୁର ଆନନ୍ଦର ଖୋରାକ ଯୋଗାଉଥିବା ବେଳେ ମହିଷାସୁର ଦରବାର ରେ ମହିଷାସୁରଙ୍କ ରାଜତ୍ୱ କୁନେଇ ସମଗ୍ର ଅଂଚଳ ଲୋକାରଣ୍ୟ ଓ ଚଳଚଞ୍ଚଳ ହୋଇଉଠିବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026

You Might Also Like