-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀରର ଅବହେଳାକୁ ଆଦୌ ବରଦାସ୍ତ କରାଯିବ ନାହିଁ

10-Nov-2023



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର ): ବଲାଙ୍ଗୀରରେ ଜଳସେଚନର ଉନ୍ନତିକୁ ଦୃଷ୍ଟିରେ ରଖି  ସରକାର ଲୋୟର ସୁକତେଲ ପ୍ରକଳ୍ପକୁ ତୁରନ୍ତ କାର୍ଯ୍ୟକ୍ଷକମ କରିବା, ଶିଳ୍ପବିହୀନ ବଲାଙ୍ଗୀର ଜିଲ୍ଲାରେ ବିଜୟାନନ୍ଦ ଚିନିକଳକୁ ତୁରନ୍ତ ଚାଲୁ କରିବା ତଥା ଆଂଚଳିକ ବୈଷମ୍ୟବାଦର ଶୀକାର ହୋଇଥିବା ପଶ୍ଚିମ ଓଡିଶାକୁ ସ୍ୱତନ୍ତ୍ର କୋସଳ ରାଜ୍ୟର ମାନ୍ୟତା ପ୍ରଦାନ, ଭୂମିହୀନ ମାନଙ୍କୁ ୪ଡିସିମିଲ ଜମି ପ୍ରଦାନ ତଥା ଆଦିବାସୀ ମାନଙ୍କ ଅଧିକାର ଆଦି ବିଭିନ୍ନ ଦାବିକୁ ନେଇ ଭିଲେଜର୍ସ ଇଣ୍ଡିଆ ପାର୍ଟି, ଆଦିବାସୀ ଅଧିକାର ମହାସଂଘ, ଭୂମିହୀନ ସଂଘ ଓ ପଶ୍ଚିମ ଓଡ଼ିଶା ସେବା ସଂଘ ଦାବି କରିଛି । ଏହି ସବୁ ଦାବିକୁ ନେଇ ଏହି ତିନି ଅନୁଷ୍ଠାନ ତରଫରୁ ମିଳିତ ଭାବରେ ଆଜି ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ଏକ ପ୍ରେସ୍ ମିଟ୍ ଅନୁଷ୍ଠିତ ହୋଇଥିଲା । ପାର୍ଟିର ରାଜ୍ୟ ସଭାପତି ଡ. ବିପୀନ କୁଶଲିଆ ଏଥିରେ ଯୋଗ ଦେଇ ଏ ଅଂଚଳର ସବୁ ସମସ୍ୟାର ସମାଧାନ ପାଇଁ କୋସଳ ରାଜ୍ୟ ହିଁ ଏକମାତ୍ର ବିକଳ୍ପ ବୋଲି କହିଥିଲେ । ବଲାଙ୍ଗୀରର ଅବହେଳାକୁ ଆଦୌ ବରଦାସ୍ତ କରାଯିବ ନାହିଁ ବୋଲି ଶ୍ରୀ କୁଶଲିଆ ଜିଲ୍ଲା ପ୍ରଶାସନକୁ ଚେତାବନୀ ଦେଇଛନ୍ତି । ଏ ଅଂଚଳର ନିର୍ବାଚିତ ପ୍ରତିନିଧି ମାନଙ୍କ ଉଦାସୀନତା ମନୋଭାବ ଯୋଗୁଁ ପଶ୍ଚିମ ଓଡ଼ିଶାରେ ଦାଦନ ଚାଲାଣ, ଚାଷୀ ଆତ୍ମହତ୍ୟା ଆଦି ଅପ୍ରୀତିକର ଘଟଣା ବଢ଼ିବାରେ ଲାଗିଛି । ପଶ୍ଚିମ ଓଡ଼ିଶାବାସୀଙ୍କ ଏହି ସମସ୍ତ ଦାବି ପ୍ରତି ସରକାର ଅଣଦେଖା କଲେ ଆସନ୍ତା ଡିସେମ୍ବର ୧୫ ତାରିଖରେ ବଲାଙ୍ଗୀର ବନ୍ଦର ଡାକରା ଦିଆଯିବ ବୋଲି ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଚେତାବନୀ ଦିଆଯାଇଛି । ଏହି ସାମ୍ବାଦିକ ସମ୍ମିଳନୀରେ  ପଶ୍ଚିମ ଓଡ଼ିଶା ସେବା ସଂଘର ଜିଲ୍ଲା ସଭାପତି ରାଜେଶ ବଗର୍ତ୍ତି, ଓ ଅନ୍ୟ ମାନେ  ଯୋଗ ଦେଇ ବଲାଙ୍ଗୀର ଜିଲ୍ଲାକୁ ବିଭିନ୍ନ କ୍ଷେତ୍ରରେ ଅବହେଳିତ କରାଯାଇଥିବା କଥା କହିଥିଲେ । ଏଥିପାଇଁ ଆଗାମୀ ଦିନରେ ବଲାଙ୍ଗୀର ଜିଲ୍ଲାରେ ଏକ ବିରାଟ ଆନ୍ଦୋଳନ ମୁଣ୍ଡ ଟେକିବ ବୋଲି ପ୍ରେସ ମିଟ୍ ରେ କୁହାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026

You Might Also Like