-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

ଓଜେୟୁ ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ, ବିଭିନ୍ନ କ୍ଷେତ୍ରର ବ୍ୟକ୍ତିତ୍ୱ ହେବେ ସମ୍ବର୍ଦ୍ଧିତ।

10-Nov-2023




ସଂଜୀବକୁମାରପାଣିଗ୍ରାହୀ ସମ୍ବଲପୁର- 
ସମ୍ବଲପୁର/ ମାନେଶ୍ଵର,୧୦/୧୧: ଓଡ଼ିଶା ସାମ୍ବାଦିକ ସଂଘ ( ଓଜେୟୁ) ସମ୍ବଲପୁର ଜ଼ିଲ୍ଲା ଶାଖା ପକ୍ଷରୁ ଚଳିତ ନଭେମ୍ବର ୧୬ ତାରିଖ ଜ଼ିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳନ ପାଇଁ  ଆଜି ମାନେଶ୍ଵର ବ୍ଲକ ଅନ୍ତର୍ଗତ ଧମା ସ୍ଥିତ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା I ସଂଘର ଜ଼ିଲ୍ଲା ସଭାପତି ହିମାଂଶୁ ଶେଖର ମିଶ୍ର ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଏହି ବୈଠକରେ ଜାତୀୟ ପ୍ରେସ ଦିବସ ପାଳନକୁ ସାଫଲ୍ୟ ମଣ୍ଡିତ କରିବାକୁ ମତ ପ୍ରକାଶ ପାଇଥିଲା I ବୈଦ୍ୟୁତିକ ଓ ଛାପା ଗଣମାଧ୍ୟମରେ କାର୍ଯ୍ୟରତ ଥିବା ବିଭିନ୍ନ ସାମ୍ବାଦିକ ଓ ଅନ୍ୟାନ୍ୟ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ବ୍ୟକ୍ତିତ୍ୱଙ୍କୁ ଜାତୀୟ ପ୍ରେସ ଦିବସ ଅବସରରେ ସଂଘ ତରଫରୁ ସମ୍ମାନିତ କରାଯିବାକୁ ନିଷ୍ପତି ନିଆଯାଇଥିଲା । ବୈଠକରେ ସଂଘର ସାଧାରଣ ସମ୍ପାଦକ ସରୋଜ ସାହୁ ଚଳିତ ବର୍ଷ କିଭଳି ସୂଚାର ରୂପେ  ଜାତୀୟ ପ୍ରେସ ଦିବସ ପାଳନ କରାଯାଇପାରିବ ସେ ନେଇ ସବିଶେଷ ତଥ୍ୟ ଉପସ୍ଥାପନା  କରିଥିଲେ । ସଂଘ ର ରାଜ୍ୟ ଉପ ସଭାପତି ସୁଶାନ୍ତ ମହାପାତ୍ର, ପ୍ରାନ୍ତୀୟ ସମ୍ପାଦକ ରମାକାନ୍ତ ବିଶ୍ୱାଳ ଙ୍କ ସମେତ ଧମା ସରପଞ୍ଚ ଲଳିତା ପ୍ରଧାନ, ସମାଜସେବୀ ରାଧେକୃଷ୍ଣ ପଣ୍ଡା, ହେମନ୍ତ ପଣ୍ଡା,ଗୋବିନ୍ଦ ଦଳାଇ,ନାରୀନେତ୍ରୀ ବୀଣାପାଣି ବେହେରା, ଗୋବିନ୍ଦ ପଟ୍ଟନାୟକ,ପୂର୍ବତନ ସରପଞ୍ଚ ହରିହର ମହାନନ୍ଦ,ଚିତ୍ତରଞ୍ଜନ ବାଗ ସାମ୍ବାଦିକ ସାଧବ ପ୍ରଧାନ, ଦେବାଶିଷ ବେହେରା, ସଂଜିବ ପାଣିଗ୍ରାହୀ, ଅଙ୍କିତ ସାହୁ, ନନ୍ଦଲାଲ ବିଶ୍ୱାଳ, ଭଗବାନ ପାଢ଼ୀ, କୈଳାଶ ବାଗ, ସୁଭଦ୍ରା ମହାର ପ୍ରମୁଖ ଉପସ୍ଥିତ ରହି ମତ ପ୍ରକାଶ କରିଥିଲେ l ସମସ୍ତଙ୍କ ସହମତିକ୍ରମେ ଜିଲ୍ଲାର ମାନେଶ୍ଵର ବ୍ଲକ ଅନ୍ତର୍ଗତ ସାହାସପୁର ଠାରେ ଜ଼ିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳନ ପାଇଁ ନିଷ୍ପତି ହୋଇଛି l ସାମ୍ବାଦିକ ପ୍ରଶିସ ପଣ୍ଡା ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ଭାରତ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like