-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||     

HOME   ଜିଲ୍ଲା

କାର୍ଯ୍ୟରତ ବରିଷ୍ଠ କିରାଣୀଙ୍କ ଆକସ୍ମିକ ମୃତ୍ୟୁ,କାରଣ ଅସ୍ପଷ୍ଟ

11-Nov-2023



ନୂଆପଡା ଜିଲ୍ଲା କୋମନା ତହସିଲ ଅଫିସର ଜଣେ କାର୍ଯ୍ୟରତ କିରାଣୀ ଙ୍କ କାର୍ଯ୍ୟ କରୁଥିବା ବେଳେ ଆକସ୍ମିକ ମୃତ୍ୟୁ ହୋଇଥିବା ଭଳି ଏକ ଅଭାବନୀୟ ଘଟଣା ଘଟିଛି । ସୂଚନାରୁ ପ୍ରକାଶ ଯେ, ସେ ହେଉଛନ୍ତି କୁରେଶ୍ୱର ମାଝୀ(୫୧) ବୋଲି ଜଣା ପଡ଼ିଛି ।ଗତ ୨ ବର୍ଷ ଠାରୁ ସେ କୋମନା ତହସିଲ ଅଫିସରେ କାର୍ଯ୍ୟ କରି ଆସୁଥିବା ବେଳେ ଶୁକ୍ରବାର ୧୦ ଟା ସମୟରେ ଅଫିସ ଆସି ନିଜ କାର୍ଯ୍ୟ କରୁଥିଲେ । କିନ୍ତୁ ୧୧ ଟା ସମୟରେ ଶ୍ରୀ ମାଝୀଙ୍କୁ କିଛି ଅଫିସ କର୍ମଚାରୀ ଅଚେତ ଅବସ୍ଥାରେ ସୋଇଥିବା ଦେଖି ବାକୁ ପାଇଥିଲେ । ହେଲେ କିରାଣୀ ଜଣକ କୌଣସି କାରଣରୁ ସୋଇ ଥାଇ ପାରନ୍ତି ଭାବି ଗୁରୁତ୍ୱ ଦେଇନଥିଲେ । କିନ୍ତୁ ଅପରାହ୍ନ ୩ ଘଣ୍ଟା ପର୍ଯ୍ୟନ୍ତ ସେମିତି ଶୋଇ ରହିବାରୁ ଅଫିସ କର୍ମଚାରୀ ମାନେ ପାଖକୁ ଆସି ଦେଖି ୫ ଘଣ୍ଟା ସମୟରେ ଚିକତ୍ସା ପାଇଁ ହସ୍ପିଟାଲ ଅଣା ଯାଇଥିଲା ।ଉକ୍ତ ସମୟରେ ଡାକ୍ତର ଚିକିତ୍ସା କରି କିରାଣୀ ଙ୍କ ମୃତ୍ୟୁ ଘୋଷଣା କରିଥିଲେ । ଏନେଇ କୋମନା ପୋଲିସ ଖବର ପାଇ କୋମନା ହସ୍ପିଟାଲରେ ପହଂଚି ଘଟଣାର ତଦନ୍ତ କରୁଥିବା ଜଣା ପଡ଼ିଛି ।ଅପରପକ୍ଷରେ ଘଟଣା ବିଷୟରେ କୋମନା ତହସିଲଦାର ପ୍ରୟାସୀ ପ୍ରଧାନଙ୍କୁ ପଚାରିବାରୁ ସେ ମତାମତ ଦେବାକୁ ସିଧାସଳଖ ମନା କରିଦେଇଥିଲେ । (ବିଶି ଚନ୍ଦ୍ର ମାଝୀଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like